Browsing Category

ଦେଶ

୯୦%କୁ ବୃଦ୍ଧି ପାଇଛି ଅନଲାଇନ୍‌ ଗ୍ୟାସ୍‌ ବୁକିଂ, ଓଟିପି ଜରିଆରେ ୭୨% ଡେଲିଭରି

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଏଲ୍‌ପିଜି ଯୋଗାଣ ପ୍ରଭାବିତ ହୋଇଛି। ଏଥିଯୋଗୁ ଗତ କିଛିଦିନ ହେଲା ଭାରତରେ ଏଲ୍‌ପିଜି ବ୍ୟବହାରକାରୀମାନେ ଅସୁବିଧା ଭୋଗୁଛନ୍ତି। ଏଭଳି ସ୍ଥିତିରେ ସରକାର ଏଲ୍‌ପିଜି ଉପଭୋକ୍ତାଙ୍କୁ ଗ୍ୟାସ ଏଜେନ୍ସିଗୁଡ଼ିକୁ ନଯାଇ ଅନଲାଇନ୍‌ରେ ବୁକିଂ କରିବାକୁ…

ଇରାନର ଆର୍ମେନିଆ ଦେଇ ଭାରତକୁ ଫେରିଲେ ୫୫୦ ଭାରତୀୟ

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଯୁଦ୍ଧ ଲାଗି ରହିଥିବାବେଳେ ଭାରତ ସରକାର ଆନ୍ତଃ ମନ୍ତ୍ରିସ୍ତରୀୟ ସାମ୍ବାଦିକ ସମ୍ମିଳନୀରେ ଏଲପିଜି ଯୋଗାଣ, ଗଲ୍ଫ ଅଞ୍ଚଳରେ ଥିବା ପରିବହନ ଜାହାଜ ଓ ଭାରତୀୟଙ୍କ ନାଗରିକଙ୍କ ପ୍ରତ୍ୟାବର୍ତ୍ତନ ନେଇ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି। ଭାରତ ଏହାର ନାଗରିକଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କୁ ଟକ୍କର ଦେବେ ଶୁଭେନ୍ଦୁ ଅଧିକାରୀ

ନୂଆଦିଲ୍ଲୀ: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍ ବାଜିଛି। ଆଜି ବିଜେପି ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ବିଜେପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ବାଚନ ମଣ୍ଡଳୀରୁ ନେତା ଶୁଭେନ୍ଦୁ…

ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲର ୧୨ ଆହତ

ତେହରାନ/ତେଲଆଭିଭ୍‌ : ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ରବିବାର ଷୋଡଶ ଦିନରେ ପହଞ୍ଚିଛି। ରବିବାର ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ଜଣ ଆହତ ହୋଇଛନ୍ତି। ଇସ୍ରାଏଲ କର୍ତ୍ତୃପକ୍ଷଙ୍କ କହିବା ଅନୁଯାୟୀ ଇରାନ କ୍ଷେପଣାସ୍ତ୍ର ମାଡ଼ରେ ତେଲଆଭିଭ୍ ଅଞ୍ଚଳରେ ଏକ ସଡକ ନଷ୍ଟ ହୋଇଛି।…

ଗୁଜରାଟରେ ପହଞ୍ଚିଲା ଶିବାଲିକ୍ ଜାହାଜ: ଦୂର ହେବ ଏଲପିଜି ସଙ୍କଟ

ନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ପତାକା ବିଶିଷ୍ଟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏଲପିଜି କ୍ୟାରିଅର ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି। ଜାହାଜଟି ହର୍ମୁଜରୁ ସୁରକ୍ଷିତ ଭାବରେ ପାର ହୋଇ ଭାରତ ଅଭିମୁଖେ ଯାତ୍ରା କରିଥିଲା, ଯେଉଁଥିରେ ୪୫,୦୦୦…

ନିର୍ବାଚନ ତାରିଖ ଘୋଷଣା ପରେ ପଶ୍ଚିମବଙ୍ଗ ଡିଜିପିଙ୍କ ସମେତ ୪ ଆଇପିଏସ ଅଫିସରଙ୍କୁ ବଦଳି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ନିର୍ବାଚନ କମିଶନ ସକ୍ରିୟ ହୋଇଯାଇଛନ୍ତି । ନିର୍ବାଚନ ଆୟୋଗ ତାରିଖ ଘୋଷଣା ମାତ୍ର ଦିନକ ଭିତରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ପଶ୍ଚିମବଙ୍ଗର ମୁଖ୍ୟ ସଚିବ ଏବଂ ଗୃହ ସଚିବଙ୍କୁ ବଦଳି କରିବା ପରେ ନିର୍ବାଚନ…

ଆର୍ୟଲାଣ୍ଡରେ ଜରୁରୀ ଅବତରଣ କଲା ନ୍ୟୁୟର୍କରୁ ଦିଲ୍ଲୀ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ : ନ୍ୟୁୟର୍କରୁ ଦିଲ୍ଲୀ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଆର୍ୟଲାଣ୍ଡରେ ଜରୁରୀ ଅବତରଣ କରିଛି । ଏୟାର ଇଣ୍ଡିଆ ବିମାନ ନ୍ୟୁୟର୍କରୁ ଦିଲ୍ଲୀକୁ ଉଡ଼ାଣ ଭରିଥିଲା । ବିମାନଟି ସ୍ଥାନୀୟ ସମୟ ଭୋର୍ ୪:୩୦ ରେ ଶାନନ ବିମାନବନ୍ଦରରେ ସୁରକ୍ଷିତ…

ଏପ୍ରିଲ ୧ରୁ ମହଙ୍ଗା ହେବ ବାର୍ଷିକ ଟୋଲ୍ ପାସ୍

ନୂଆଦିଲ୍ଲୀ : ହାଇୱେରେ ଯାତାୟାତ କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଖବର । ଆସନ୍ତା ଏପ୍ରିଲ ୧ ତାରିଖରୁ ଜାତୀୟ ରାଜପଥ ଦେଇ ଯାତ୍ରା କରିବା ଆହୁରି ମହଙ୍ଗା ହେବାକୁ ଯାଉଛି । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ପକ୍ଷରୁ ବାର୍ଷିକ ଟୋଲ୍ ପାସ୍ ଏବଂ ଟୋଲ୍ ଟିକସରେ…

ଦୁବାଇ ଏୟାରପୋର୍ଟ ନିକଟରେ ଡ୍ରୋନ୍ ଆଟାକ୍, ସମସ୍ତ ଉଡ଼ାଣ ରଦ୍ଦ

ଦୁବାଇ : ଆମେରିକା-ଇସ୍ରାଏଲ-ଇରାନ ମଧ୍ୟରେ ଚାଲିଥିବ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ସୋମବାର ସକାଳୁ ସକାଳୁ ଦୁବାଇ ଆନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ବଡ଼ ଧରଣର ଡ୍ରୋନ୍ ଆଟାକ୍ ହୋଇଛି । ଏହି ଆକ୍ରମଣରେ ଏୟାରପୋର୍ଟ ନିକଟରେ ଥିବା ଏକ ଇନ୍ଧନ ଟ୍ୟାଙ୍କରେ ଭୟଙ୍କର…

ଏସସିବି ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା…

କଟକ: କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜର X ଆକାଉଣ୍ଟ…