Browsing Category

ଦେଶ

ପ୍ରଥମ ଥର ପାଇଁ ଖୋଲାଗଲା ସୁପ୍ରିମକୋର୍ଟରେ EVM ମେସିନ୍, ଭୋଟ୍ ଗଣନାରେ ପରାଜିତ ପ୍ରାର୍ଥୀ ଜିତିଲେ

ଥମ ଥର ପାଇଁ ଖୋଲାଗଲା ସୁପ୍ରିମକୋର୍ଟରେ EVM ମେସିନ୍ ଏବଂ ରେଜିଷ୍ଟ୍ରାରଙ୍କ ତତ୍ତ୍ୱାବଧାନରେ କରାଗଲା ଭୋଟ୍ ଗଣନା । ଆଶ୍ଚର୍ଯ୍ୟକର କଥା ହେଉଛି ଏହିଭୋଟ୍ ଗଣନାରେ ଜିତିଥିଲେ ପରାଜିତ ପ୍ରାର୍ଥୀ । ହରିୟାଣାର ପାଣିପତର ବୁଆନା ଲଖୁ ଗାଁରେ ସରପଞ୍ଚ ପଦବୀ ବିବାଦକୁ ନେଇ ହୋଇଥିଲା ମାମଲା । ଏହି

ମଣିଷ ପାଇଁ ବିପଦ ବାର୍ଡ ଫ୍ଲୁ ଭୂତାଣୁର ମ୍ୟୁଟେସନ୍: ଆଇଆଇଏସ୍‌ସି

ବେଙ୍ଗାଲୁରୁ: ଭାରତୀୟ ବିଜ୍ଞାନ ପ୍ରତିଷ୍ଠାନ (ଆଇଆଇଏସ୍‌ସି)ର ଗବେଷକମାନେ ଜାଣିବାକୁ ପାଇଛନ୍ତି ଯେ ଏଚ୍୫ଏନ୍୧ (ବାର୍ଡ ଫ୍ଲୁ) ଭୂତାଣୁ ନିର୍ଦ୍ଦିଷ୍ଟ ମ୍ୟୁଟେସନ୍ କାରଣରୁ ମଣିଷ ପାଇଁ ସମ୍ଭାବ୍ୟ ବିପଦ ହୋଇପାରେ। ଆଇଆଇଏସ୍‌ସିର ବାୟୋକେମିଷ୍ଟ୍ରି ବିଭାଗର ସହକାରୀ ପ୍ରଫେସର କେଶବର୍ଦ୍ଧନ

ଆତଙ୍କବାଦୀଙ୍କୁ ସାହାଯ୍ୟ କରୁଥିବା ଅଭିଯୋଗ: ତିନିଜଣଙ୍କୁ ଧରିଲା ସୁରକ୍ଷାବାହିନୀ

ଶ୍ରୀନଗର: ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ସୁରକ୍ଷାବାହିନୀ ଜମ୍ମୁ ଓ କାଶ୍ମୀରରେ ଏକ ବଡ଼ ସଫଳତା ହାସଲ କରିଛି। କୁପୱାଡ଼ାର ୱାଜାମା ହଣ୍ଡୱାଡ଼ାରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ ତିନି ଜଣ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ତିନି ଜଣ ହେଉଛନ୍ତି ମହମ୍ମଦ ଇକବାଲ ପଣ୍ଡିତ, ସଜ୍ଜାଦ

ଭୟଙ୍କର ପରିଣତି ଭୋଗିବ : ପାକିସ୍ତାନକୁ ଭାରତର ଚେତାବନୀ

ନୂଆଦିଲ୍ଲୀ : ପାକିସ୍ତାନ ପକ୍ଷରୁ ବାରମ୍ବାର ଭାରତ ବିରୋଧରେ ଯୁଦ୍ଧ ଧମକ ଦିଆଯାଉଥିବାରୁ ତାହାର କଡ଼ା ଜବାବ ଦେଇଛି ଭାରତ । ପାକିସ୍ତାନ ପକ୍ଷରୁ ଯେକୌଣସି ଦୁଃସାହସର ପରିଣତି ଅତ୍ୟନ୍ତ ଭୟାବହ ହେବ ବୋଲି ଭାରତ କହିଛି । ଭାରତର ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ

AIIMS ରୁ ମୁହଁ ଫେରାଉଛନ୍ତି ଡାକ୍ତର; ୨ ବର୍ଷରେ ଛାଡ଼ିଲେଣି ୪୨୯ ଡାକ୍ତର

ନୂଆଦିଲ୍ଲୀ: ଦେଶର ସବୁଠାରୁ ବଡ ସରକାରୀ ମେଡିକାଲ୍ AIIMS ଏବେ ସଂକଟରେ । ଡାକ୍ତରମାନେ ଚାକିରି ଛାଡ଼ିବା ଏବେ ସବୁଠୁ ବଡ଼ ଚିନ୍ତାର ବିଷୟ ପାଲଟିଛି। ଏହାକୁ ନେଇ ସଂସଦରେ ପ୍ରକାଶ ପାଇଥିବା ଏକ ତଥ୍ୟ ସାରା ଦେଶକୁ ବିଚଳିତ କରିଦେଇଛି । ତଥ୍ୟ ମୁତାବକ, ୨୦୨୨ରୁ ୨୪ ମଧ୍ୟରେ ଦେଶର ବିଭିନ୍ନ

‘ଆମ ପାଇଁ, ଆମର ସମ୍ବିଧାନ ଏବଂ ଆମର ଗଣତନ୍ତ୍ର ସର୍ବୋପରି’ : ରାଷ୍ଟ୍ରପତି

ନୂଆଦିଲ୍ଲୀ : ୭୯ତମ ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ସେ କହିଛନ୍ତି ଯେ ଏହି ସମାରୋହ ଆମକୁ ଭାରତୀୟ ହେବାର ଗୌରବକୁ ସ୍ମରଣ କରାଏ । ରାଷ୍ଟ୍ରପତି ମୁର୍ମୁ କହିଛନ୍ତି,

ଧରାଲି ପରେ ଜମ୍ମୁ କଶ୍ମୀର: କିସ୍ତୱାରରେ ବାଦଲଫଟା ବର୍ଷା, ୩୨ ମୃତ

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର କିସ୍ତୱାରରେ ବାଦଲଫଟା ବର୍ଷା । ପ୍ରବଳ ବର୍ଷା ଯୋଗୁଁ ୩୨ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣା ପରେ ତୁରନ୍ତ ଉଦ୍ଧାରକାରୀ ଟିମ୍ ଯାଇଛି । ବାଦଲଫଟା ବର୍ଷା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ବନ୍ୟା ସ୍ଥିତି ଦେଖାଦେଇଛି । ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା

ସ୍ବତନ୍ତ୍ରତା ଦିବସରେ ଅପରେସନ ସିନ୍ଦୂରର ନାୟକମାନଙ୍କୁ ମିଳିବ ବୀରତ୍ବର ସମ୍ମାନ

ଦିଲ୍ଲୀ: ସରକାର ଅପରେସନ ସିନ୍ଦୂରର ନାୟକମାନଙ୍କୁ ସ୍ୱତନ୍ତ୍ର ପୁରସ୍କାର ଦେବାକୁ ବିଚାର କରୁଛନ୍ତି । ସୀମା ସୁରକ୍ଷା ବଳ ଏହି ଅପରେସନର ୧୬ ଜଣ ସାହସୀ ସୀମା ରକ୍ଷକଙ୍କ ପାଇଁ ସାହସିକତା ପଦକ ଘୋଷଣା କରିଛନ୍ତି । ସନ୍ଧ୍ୟା ସୁଦ୍ଧା ସେହି ଯୋଦ୍ଧାମାନଙ୍କ ନାମ ମଧ୍ୟ

ମହାକାଶରୁ ଫେରିବା ପରେ ଭାରତ ଆସିବେ ଶୁଭାଂଶୁ ଶୁକ୍ଳା

ଦିଲ୍ଲୀ: ମହାକାଶ ଯାତ୍ରୀ ଶୁଭାଂଶୁ ଶୁକ୍ଳା ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)ରୁ ସଫଳ ଭାବରେ ଫେରିଛନ୍ତି । ଫେରିବାର ଗୋଟିଏ ଦିନ ପରେ ସେ ଟେକ୍ସାସର ହ୍ୟୁଷ୍ଟନରେ ନିଜ ପୁଅକୁ ଭେଟିଛନ୍ତି । ସେ ହେଉଛନ୍ତି ଭାରତର ଦ୍ବିତୀୟ ସଫଳ ମହାକାଶ ଯାତ୍ରୀ । ଯିଏକି ଏହି

ସ୍ୱାଧୀନତା ଦିବସରେ ମାଂସ ଦୋକାନ ବନ୍ଦ ନିର୍ଦ୍ଦେଶ: ରାଜନୈତିକ ବିବାଦ ଜୋର ଧରିଲା

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସରେ ଦେଶର ଅନେକ ପୌରସଂସ୍ଥା ମାଂସ ଦୋକାନ ଓ କଂସେଇ ଦୋକନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ ନେଇ ରାଜନୈତିକ ବିବାଦ ତୀବ୍ର ହୋଇଛି। ବିଭିନ୍ନ ରାଜନୈତିକ ଦଳର ନେତା ଏହାକୁ ଲୋକଙ୍କ ଖାଦ୍ୟାଭ୍ୟାସ ଓ ସ୍ୱାଧୀନତା ଉପରେ ଆକ୍ରମଣ ବୋଲି ଅଭିଯୋଗ