Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଉଡ଼ାଣ ବେଳେ ପକ୍ଷୀ ମାଡ଼, ଏୟାର ଇଣ୍ଡିଆର ବିମାନ ବାତିଲ
ନୂଆଦିଲ୍ଲୀ: କଲମ୍ବୋରୁ ଚେନ୍ନାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ଅଘଟଣ । ମଙ୍ଗଳବାର ବାର୍ଡ ହିଟ ଯୋଗୁଁ ବିମାନକୁ ବାତିଲ କରାଯାଇଥିବା ବିମାନବନ୍ଦର କର୍ତ୍ତୃପକ୍ଷ କହିଛନ୍ତି।
ଘଟଣା ସମୟରେ ବିମାନରେ ୧୫୮ ଜଣ ଯାତ୍ରୀ ଉପସ୍ଥିତ ଥିଲେ। ତେବେ ବିମାନଟିକୁ ସୁରକ୍ଷିତ ଭାବରେ ଅବତରଣ!-->!-->!-->…
୬୦ କୋଟି ଠକେଇ ମାମଲା: ଶିଳ୍ପା ସେଠୀଙ୍କୁ EOWର ଜେରା
ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ୫ ଘଣ୍ଟା ଧରି ପଚରାଉଚରା କରିଛି । ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ୬୦ କୋଟି ଟଙ୍କାର ଠକେଇ ମାମଲା ପୋଲିସ ରାଡାରରେ ରହିଛି । ଏ ନେଇ ଶିଳ୍ପାଙ୍କ ସ୍ୱାମୀ ରାଜ!-->…
ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ମିଳିଲା ସରକାରୀ ବାସଭବନ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ବାସଭାବନ ଛାଡିବାର ଗୋଟିଏ ବର୍ଷ ପରେ ମଧ୍ୟ ଆମ୍ ଆଦମୀ ପାର୍ଟିର ପ୍ରମୁଖ କିମ୍ବା ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ଶେଷରେ ଏକ ନୂଆ ସରକାରୀ ବାସଭବନ ମିଳିଛି । ଦିଲ୍ଲୀ ହାଇକୋର୍ଟରେ ଏକ ଶୁଣାଣି ପରେ ଏହି ନିଷ୍ପତ୍ତି ଆସିଛି ।!-->…
ଇଟାଲୀରେ ସଡ଼କ ଦୁର୍ଘଟଣା: ୪ ଭାରତୀୟଙ୍କ ମୃତ୍ୟୁ
ଇଟାଲୀ: ଇଟାଲୀର ମାଟେରାରେ ଏକ ସଡ଼କ ଦୁର୍ଘଟଣାରେ ଚାରି ଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ହୋଇଛି । ରୋମରେ ଥିବା ଭାରତୀୟ ଦୂତାବାସ ସୋମବାର ଏହି ଘଟଣା ବିଷୟରେ ସୂଚନା ଦେଇଛି । ସୂଚନା ଦେଇ ଇଟାଲୀୟ ସମାଚାର ଏଜେନ୍ସି ANSA ରିପୋର୍ଟ କରିଛି ଯେ ଆଗ୍ରି ଭ୍ୟାଲିର ମାଟେରାର ସ୍କାନଜାନୋ!-->…
ଆମେରିକା ସେନାରେ ଦାଢି-ପଗଡି ଉପରେ କଟକଣା, ଭାରତର ନେତାଙ୍କ ବିରୋଧ
ନୂଆଦିଲ୍ଲୀ : ଆମେରିକୀୟ ସେନା ନୂଆ ନିୟମ ଯୋଗୁଁ ବିବାଦରେ ଫସିଛି। ନୂଆ ନିୟମାବଳୀରେ ଦାଢି ଓ ଲମ୍ବା କେଶ ଉପରେ କଟକଣା ଲାଗିଛି । ଯାହା ଫଳରେ ଶିଖ୍, ମୁସଲିମ୍ ଓ ଅର୍ଥୋଡକ୍ସ ୟେହୁଦୀ ସୈନିକଙ୍କୁ ନିଜ ଧର୍ମ ଓ ସେବା ମଧ୍ୟରୁ ଯେ କୌଣସି ଗୋଟିଏକୁ ଚୟନ କରିବାକୁ ପଡିବ। ନିକଟରେ ଆମେରିକୀୟ!-->…
ବିହାର ନିର୍ବାଚନ : ବଡ଼ ଘୋଷଣା, ସମସ୍ତ ଆସନରେ ପ୍ରାର୍ଥୀ ଦେବ ମାୟାବତୀଙ୍କ ବିଏସପି
ବିହାର : ଆଗାମୀ ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ବିହାର ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟ ଗୁରୁବାର (୬ ନଭେମ୍ବର) ଏବଂ ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର (୧୧ ନଭେମ୍ବର) ରେ ହେବ!-->…
ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଓକିଲ ନିଲମ୍ବିତ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ବି.ଆର ଗଭଇଙ୍କ ଉପରକୁ ଜୋତା ଫିଙ୍ଗିବାକୁ ଉଦ୍ୟମ କରିଥିବା ଆଇନଜୀବୀ ରାକେଶ କିଶୋରଙ୍କୁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆରୁ ନିଲମ୍ବନ କରାଯାଇଛି। ଏହି ଅବଧି ମଧ୍ୟରେ ସେ ଓକିଲାତି କରିପାରିବେ ନାହିଁ। ବିସିଆଇ ତାଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ!-->…
କଫସିରପ୍ ଖାଇ ୧୪ ଶିଶୁଙ୍କ ମୃତ୍ୟୁ ମାମଲା: ‘ଅପନା ମେଡିକାଲ ଷ୍ଟୋର୍ସ’ର ଲାଇସେନ୍ସ ରଦ୍ଦ
ଭୋପାଳ: ମଧ୍ୟ ପ୍ରଦେଶର ଛିନ୍ଦଓ୍ବାଡାରେ କଫସିରପ୍ ଖାଇ ୧୪ ଶିଶୁଙ୍କ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରସିୟାରେ ପରିଚାଳିତ ‘ଅପନା ମେଡିକାଲ ଷ୍ଟୋର୍ସ’ର ଲାଇସେନ୍ସ ରଦ୍ଦ କରାଯାଇଛି। ଏହାର ପରିଚାଳିକା ଜ୍ୟେତି ସୋନି(ଡାକ୍ତର ପ୍ରବୀଣ ସୋନିଙ୍କ ପତ୍ନୀ)। ଖାଦ୍ୟ ଏବଂ!-->…
ନଭେମ୍ବର ୬ ଓ ୧୧ରେ ହେବ ବିହାର ନିର୍ବାଚନ, ୧୪ରେ ଫଳାଫଳ
ନୂଆଦିଲ୍ଲୀ: ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ। ସୋମବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି। ଚଳିତ ଥର ବିହାରରେ!-->…
ଆରଏସଏସ ସଂସ୍ଥାପକ ହେଡଗେଓ୍ବାରଙ୍କୁ ଭାରତ ରତ୍ନ ଦେବାକୁ ମୁସଲମାନ ସଂଗଠନର ଦାବି
ନୂଆଦିଲ୍ଲୀ: (ଆରଏସଏସ(ରାଷ୍ଟ୍ରୀୟ ସ୍ଵଂୟସେବକ ସଂଘ) ସଂସ୍ଥାପକ କେଶବ ବଳିରାମ ହେଡଗେଓ୍ବାରଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବାକୁ ଦାବି ହୋଇଛି। ଏହି ଦାବି କରିଛି ଏକ ମୁସଲମାନ ସଂଗଠନ। ଉତ୍ତରପ୍ରଦେଶର ସହାରନପୁରର ଏକ ମୁଲସମାନ ସଂଗଠନ ଜମୀୟତ ହିମାୟତୁଲ ଇସଲାମର!-->…