Browsing Category

ଦେଶ

ମେଡିସିନରେ ୩ ଜଣଙ୍କୁ ମିଳିଲା ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ୨୦୨୫ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ମେଡିସିନ କ୍ଷେତ୍ରରେ ୩ ଜଣଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଛି। ସେମାନେ ହେଲେ ଆମେରିକାର ମେରି ଇ. ବ୍ରାଙ୍କୋ, ଫ୍ରେଡ ରାମ୍ସଡେଲ ଏବଂ ଜାପାନର ଶିମୋନ ସକାଗୁଚୀ। ପେରିଫେରାଲ

ଟ୍ରକ୍-ବୋଲେରୋ ଧକ୍କା: ୫ ମୃତ, ୪ ଆହତ

ଛତିଶଗଡ଼ : ଛତିଶଗଡ଼ର କବିରଧାମ ଜିଲ୍ଲାରେ ମର୍ମନ୍ତୁଦ ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ଟ୍ରକ୍-ବୋଲେରୋ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି

ନଭେମ୍ବର ୨୨ ପୂର୍ବରୁ ହେବ ବିହାର ବିଧାନସଭା ନିର୍ବାଚନ: ଇଲେକ୍ସନ କମିଶନ

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନକୁ ନେଇ ବଡ଼ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ଆସନ୍ତା ନଭେମ୍ବର ୨୨ ତାରିଖରେ ବିହାର ବିଧାନସଭାର କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ତା’ପୂର୍ବରୁ ବିହାର ବିଧାନସଭାର ନିର୍ବାଚନ ଶେଷ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି ।

ଝଡ଼-ତୋଫାନରେ ଗଲା ୧୦ ଜୀବନ, ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି

ବିହାର : ବର୍ତ୍ତମାନ ପ୍ରତ୍ୟେକ ଅଞ୍ଚଳରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେଉଛି । ଏହି ସମୟରେ ବିହାରରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଯାହା ସ୍ଥାନୀୟ ଅଞ୍ଚଳରେ ଚହଳ ସୃଷ୍ଟି କରିଛି । ଗତକାଲି ବିହାରରେ ଝଡ଼ ଏବଂ ବଜ୍ରପାତ ଯୋଗୁଁ ପାଖାପାଖି ୧୦ ଜଣଙ୍କର ମୃତ୍ୟୁ

ପିଓକେ ଭାରତର ଏକ କୋଠରୀ, ନିଶ୍ଚିତ ଫେରାଇ ଆଣିବୁ: ମୋହନ ଭାଗବତ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)କୁ ଭାରତର ଘରେ ଏକ କୋଠରୀ ଭାବରେ ବର୍ଣ୍ଣନା କରିଛନ୍ତି | ସେ କହିଛନ୍ତି ଯେ ଏହି କୋଠରୀ ଭାରତର ଏକ ଅଂଶ ଏବଂ ଏହାକୁ ଦିନେ ଫେରାଇ ଆଣିବାକୁ ପଡିବ। ମଧ୍ୟପ୍ରଦେଶର ସତନାରେ ଏକ

ଆମେରିକା ସହ କିଛି ପ୍ରସଙ୍ଗ ସମାଧାନ କରିବାର ଆବଶ୍ୟକତା ରହିଛି: ଜୟଶଙ୍କର

ନୂଆଦିଲ୍ଲୀ: ଭାରତର ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର ଆଜି ଭାରତ-ଆମେରିକା ସମ୍ପର୍କର ବର୍ତ୍ତମାନର ସ୍ଥିତି ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ବାଣିଜ୍ୟ ପ୍ରସଙ୍ଗରେ ଭାରତ ଏବଂ ଆମେରିକା ମଧ୍ୟରେ ମତଭେଦ ରହିଛି। ଜୟଶଙ୍କର ସ୍ପଷ୍ଟ କରିଥିଲେ ଯେ ଦୁଇ ଦେଶ

ଦାର୍ଜିଲିଂରେ ବର୍ଷାର ତାଣ୍ଡବ, ଭୂସ୍ଖଳନରେ ଭାଙ୍ଗିଲା ବ୍ରିଜ, ୯ ମୃତ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଦାର୍ଜିଲିଂରେ ପ୍ରବଳ ବର୍ଷାର ତାଣ୍ଡବ । ଭୟଙ୍କର ଭୂସ୍ଖଳନରେ ଭାଙ୍ଗିଲା ବ୍ରିଜ । ଦୁର୍ଘଟଣାରେ ୧୦ ଜଣଙ୍କରୁ ଅଧିକ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ଭୂସ୍ଖଳନ ଯୋଗୁଁ ମିରିକ ଏବଂ କୁର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ ବ୍ରିଜ ମଧ୍ୟ

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ହତ୍ୟା, ମୃତଦେହ ଫେରାଇ ଆଣିବାକୁ ସରକାରଙ୍କୁ ନିବେଦନ

ଆମେରିକା : ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା । ମୃତ ଯୁବକ ଜଣକ ହାଇଦ୍ରାବାଦର ୨୭ ବର୍ଷୀୟ ଚନ୍ଦ୍ରଶେଖର ପାଲେ ବୋଲି ଜଣାପଡିଛି । ଆମେରିକାର ଡଲାସରେ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ସୂଚନାନୁଯାୟୀ, ଭାରତରେ ଡେଣ୍ଟାଲ ସର୍ଜରୀରେ ସ୍ନାତକ ଡିଗ୍ରୀ ହାସଲ

ଘାତକ ସାଜିଛି କଫ୍ ସିରପ୍ : କେନ୍ଦ୍ର ସ୍ଵାସ୍ଥ୍ୟ ସଚିବଙ୍କ ଜରୁରୀ ବୈଠକ

ନୂଆଦିଲ୍ଲୀ : ଘାତକ ସାଜିଛି କଫ୍ ସିରପ୍। ମଧ୍ୟପ୍ରଦେଶରେ ୧୧ ଜଣ କଅଁଳ ଶିଶୁଙ୍କ ଜୀବନ ନେବା ପରେ ଆକ୍ସନ ମୋଡରେ କେନ୍ଦ୍ର ସରକାର। ଏ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ସଚିବ ଜରୁରୀ ବୈଠକ ଡାକିଛନ୍ତି। ଆଜି ଅପରାହ୍ନ ୪ଟାରେ ସବୁ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ଏବଂ ଡ୍ରଗ୍ସ କଣ୍ଟୋଲରଙ୍କ ସହ ଭିଡିଓ

ଦିନିକିଆରେ ବି ଶୁବମନ୍ କ୍ୟାପ୍ଟେନ

ମୁମ୍ବାଇ: ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ ପାଇଁ ଟିମ୍ ଘୋଷଣା କରିଛି ବିସିସିଆଇ । ଟେଷ୍ଟ ପରେ ଦିନିକିଆରେ ଶୁବମନ ଗିଲ୍‌ଙ୍କୁ ନୂଆ ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ରୋହିତ୍‌ ଶର୍ମାଙ୍କ ସ୍ଥାନରେ ଶୁବମନ୍ ଗିଲଙ୍କୁ ଦାୟିତ୍ବ