Browsing Category

ଦେଶ

ପୂର୍ବତନ କେନ୍ଦ୍ରମନ୍ତ୍ରୀ କେପି ଉନ୍ନିକୃଷ୍ଣନଙ୍କର ଦେହାନ୍ତ

କେରଳ : ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ କେନ୍ଦ୍ରମନ୍ତ୍ରୀ କେପି ଉନ୍ନିକୃଷ୍ଣନଙ୍କର ଦେହାନ୍ତ ହୋଇଛି । କେରଳ କୋଝିକୋଡର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ଦେହାନ୍ତ ଘଟିଛି । ଉନ୍ନିକୃଷ୍ଣନ୍ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଖବର ମୁତାବକ,…

ଦୁବାଇରୁ ସୁରକ୍ଷିତ ଫେରିଲେ ବ୍ୟାଡମିଣ୍ଟନ ତାରକା ପିଭି ସିନ୍ଧୁ

ବେଙ୍ଗାଲୁରୁ : ସୁରକ୍ଷିତ ଭାବେ ସ୍ବଦେଶ ଫେରିଛନ୍ତି ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ । ମଧ୍ୟ ପ୍ରାଚ୍ୟରେ ଲାଗି ରହିଥିବା ଭୟାବହ ଯୁଦ୍ଧ ଏବଂ ଦୁବାଇରେ ଫସି ରହିବା ପରେ ବେଙ୍ଗାଲୁରୁ ସ୍ଥିତ ନିଜ ବାସଭବନକୁ ଫେରିଛନ୍ତି । ତେବେ ଏହି ସଂକଟ ଯୋଗୁଁ ଚଳିତ ଅଲ୍ ଇଂଲଣ୍ଡ ଚାମ୍ପିଅନସିପ୍…

୧୪ ଦେଶ ଛାଡ଼ିବାକୁ ଆମେରିକୀୟଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି । ଜରୁରୀକାଳୀନ ନିର୍ଦ୍ଦେଶ ଜାରି କଲା ଆମେରିକା ବୈଦେଶିକ ବିଭାଗ । ମଧ୍ୟ-ପ୍ରାଚ୍ୟର ୧୪ଟି ଦେଶରେ ଥିବା ଆମେରିକୀୟ ନାଗରିକମାନଙ୍କୁ “ଗମ୍ଭୀର ସୁରକ୍ଷା ବିପଦ” ଦର୍ଶାଇ ତୁରନ୍ତ ସେହି ସ୍ଥାନ ଛାଡ଼ିବାକୁ କୁହାଯାଇଛି । ଇରାନ,…

ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ , ଥରିଲା ସୁମାତ୍ରା ଦ୍ୱୀପ

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ । ୬.୧ ତୀବ୍ରତାରେ ଥରିଲା ସୁମାତ୍ରା ଦ୍ୱୀପ । ମଙ୍ଗଳବାର ସକାଳେ ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ ନିକଟରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲ୍ ରେ ୬.୧ ରହିଥିଲା । ସୁମାତ୍ରା ଦ୍ୱୀପର ସିନାବାଙ୍ଗଠାରୁ…

ଇରାନର ସରକାରୀ ଟିଭି ଚ୍ୟାନେଲ ମୁଖ୍ୟାଳୟ ଉପରେ ଇସ୍ରାଏଲର ଆକ୍ରମଣ

ନୂଆଦିଲ୍ଲୀ : ଧ୍ୱଂସ ହେଲା ଇରାନର ସରକାରୀ ଟିଭି କେନ୍ଦ୍ର । ଇରାନର ସରକାରୀ ଟିଭି ଚ୍ୟାନେଲ ମୁଖ୍ୟାଳୟ ଉପରେ ଇସ୍ରାଏଲର ବଡ଼ ଧରଣର ଆକ୍ରମଣ । ତେହେରାନରେ ଥିବା ଇରାନର ସରକାରୀ ପ୍ରସାରଣ କେନ୍ଦ୍ର (IRIB) କୁ ବୋମାମାଡ଼ କରି ସମ୍ପୂର୍ଣ୍ଣ ଭାବେ ନଷ୍ଟ କରିଦେଇଛନ୍ତି ଇସ୍ରାଏଲ ସେନା ।…

ସାଉଦି ଆରବରେ ଆମେରିକା ଦୂତାବାସ ଉପରେ ଇରାନର ଡ୍ରୋନ୍ ଆକ୍ରମଣ

ନୂଆଦିଲ୍ଲୀ : ରକ୍ତମୁଖା ଇରାନ । ରିୟାଦରେ ଥରିଲା ଆମେରିକା ଦୂତାବାସ । ସାଉଦି ଆରବରେ ଥିବା ଆମେରିକା ଦୂତାବାସ ଉପରେ ଡ୍ରୋନ୍ ଆକ୍ରମଣ । ଆଜି ସକାଳେ ସାଉଦି ଆରବର ରିୟାଦରେ ଥିବା ଆମେରିକା ଦୂତାବାସ ଉପରେ ଏକ ବଡ଼ ଧରଣର ଆକ୍ରମଣ ହୋଇଛି । ଏହି ଆକ୍ରମଣ ପଛରେ ଇରାନ ଥିବା ଜଣାପଡ଼ିଛି ।…

ଇରାନର ମିସାଇଲ୍ ଶକ୍ତିକୁ ଶେଷ କରିବ ଆମେରିକା: ମାର୍କୋ ରୁବିଓ

ନୂଆଦିଲ୍ଲୀ : ଧ୍ୱଂସ ହେବ ଇରାନର ନୌସେନା ଏବଂ ମିସାଇଲ୍ । ଇରାନର ମିସାଇଲ୍ ଶକ୍ତିକୁ ଆମେରିକା ଶେଷ କରିବ ବୋଲି କହିଛନ୍ତି ମାର୍କୋ ରୁବିଓ । ଇରାନ ବିରୁଦ୍ଧରେ ଚାଲିଥିବା ସାମରିକ ଅଭିଯାନର ମୁଖ୍ୟ ଲକ୍ଷ୍ୟ ସ୍ପଷ୍ଟ କରିଛନ୍ତି ଆମେରିକା ବିଦେଶ ମନ୍ତ୍ରୀ ମାର୍କୋ ରୁବିଓ । କହିଛନ୍ତି,…

ଖେମିନିଙ୍କ ହତ୍ୟାର ପ୍ରତିଶୋଧ ପାଇଁ ରକ୍ତମୁଖା ଇରାନ: ୩ ଦିନରେ ଇରାନରେ ୫୫୫ ଜଣଙ୍କ ମୃତ୍ୟୁ

ତେହେରାନ/ୱାସିଂଟନ/ତେଲ୍‌ଅଭିଭ୍: ମଧ୍ୟପ୍ରାଚ୍ୟ ଯୁଦ୍ଧ ଅତି ଭୟଙ୍କର ରୂପ ନେଇଛି। ଇରାନ ଏହାର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖେମିନିଙ୍କ ହତ୍ୟାର ପ୍ରତିଶୋଧ ନେବାପାଇଁ ଯାଜନା କରୁଛି। ଖେମିନିଙ୍କ ହତ୍ୟାର ପ୍ରତିଶୋଧ ନେବାପାଇଁ ଏହା ଦୃଢ଼ ସଂକଳ୍ପ ନେଇଛି। ଏଥିପାଇଁ ଇରାନ ଆଜି ଇସ୍ରାଏଲ…

ଦୋହଲିଗଲା ଷ୍ଟକ୍‌ ବଜାର: ସେନ୍‌ସେକ୍ସ ୧୦୪୮ ପଏଣ୍ଟ୍‌ ଖସିଲା, ଆମେରିକାରୁ ପାକିସ୍ତାନ ପର୍ଯ୍ୟନ୍ତ ପ୍ରଭାବ

ମୁମ୍ବାଇ: ଇରାନ ଉପରେ ଆମେରିକା-ଇସ୍ରାଏଲ୍‌ର ଆକ୍ରମଣ ପ୍ରଭାବରେ ସୋମବାର ସମଗ୍ର ଏସିଆର ଷ୍ଟକ୍‌ ବଜାର ଦୋହଲିଯାଇଛି। ଭାରତଠାରୁ ଆରମ୍ଭ କରି ପାକିସ୍ତାନ ପର୍ଯ୍ୟନ୍ତ ଚାରିଆଡ଼େ ଯୁଦ୍ଧର ତାତି ଅନୁଭୂତ ହୋଇଛି। ନିବେଶକମାନେ ସେୟାର ବିକ୍ରି କରିବାରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍‌ସେକ୍ସ…

ଇରାନ ଯୁଦ୍ଧ ପାଇଁ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ବନ୍ଦ

ନୂଆଦିଲ୍ଲୀ: ଶନିବାର ଉପସାଗରୀୟ ଆରବ ରାଷ୍ଟ୍ରଗୁଡ଼ିକରେ ଇରାନ କ୍ଷେପଣାସ୍ତ୍ର ଆକ୍ରମଣ ପରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ଅନ୍ତର୍ଜାତୀୟ ହବ୍ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ବିମାନ ଚଳାଚଳକୁ ସ୍ଥଗିତ ରଖିଛି। ଦୁବାଇ ବିମାନବନ୍ଦର କର୍ତ୍ତୃପକ୍ଷ…