Browsing Category

ଦେଶ

ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍

ନୂଆଦିଲ୍ଲୀ : ଏଣିକି ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍ । କମ୍ପ୍ୟୁଟରରେ ୬ ଘଣ୍ଟାରେ ଥରେ ହୋଇଯିବ ଲଗଆଉଟ୍ । ଆସନ୍ତା ମାର୍ଚ୍ଚ ପହିଲାରୁ ଲାଗୁ ହେବ ନୂଆ ନିୟମ‘ସିମ୍ ବାଇଣ୍ଡିଂ’ ନିୟମ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି । ସିମ୍ କାର୍ଡ ନଥିଲେ ହ୍ୱାଟସଆପ୍, ଟେଲିଗ୍ରାମ୍…

ମଦ ଦୁର୍ନୀତି ମାମଲା: ଦୋଷମୁକ୍ତ ହେଲେ କେଜରିୱାଲ ଓ ସିସୋଦିଆ  

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦୋଷ ମୁକ୍ତ ହେଲେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରିବନ୍ଦ କେଜରିୱାର ଓ ପୂର୍ବତନ ଉପମୁଖ୍ୟ ମନ୍ତ୍ରୀ ମନୀଷ ସିସୋଦିଆ । ଦୋଷ ମୁକ୍ତ କଲେ ଦିଲ୍ଲୀ ରାଉଜ ଏଭିନ୍ୟୁ କୋର୍ଟ । ସିବିଆଇ ପ୍ରମାଣ ଦେଇ ଦେଇ ପାରିଲା ନାହିଁ । ପ୍ରମାଣ ନ…

ଆଫଗାନିସ୍ତାନ ସେନା ଗୁଳିରେ ଖସିଲା ପାକିସ୍ତାନୀ F-16 ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ପାକିସ୍ତାନକୁ ଶକ୍ତ ଧକ୍କା । ଆଫଗାନିସ୍ତାନ ସେନା ଗୁଳିରେ ଖସିଲା ପାକିସ୍ତାନୀ F-16 ଯୁଦ୍ଧ ବିମାନ । ଆଫଗାନିସ୍ତାନର ଏୟାରସ୍ପେଶ ଉଲ୍ଲଂଘନ କରି ଏଣ୍ଟ୍ରି କରିଥିବା ପାକିସ୍ତାନ ବାୟୁସେନାର ଏକ F-16 ଯୁଦ୍ଧ ବିମାନକୁ ଆଫଗାନିସ୍ତାନ ସେନା ଗୁଳି କରି ଖସାଇ ଦେଇଛି । ପାକିସ୍ତାନ…

‘ପ୍ରଚଣ୍ଡ’ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜସ୍ଥାନର ଜୈସଲମେରଠାରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ହେଲିକପ୍ଟର ‘ପ୍ରଚଣ୍ଡ’ରେ ଏକ ସଫଳ ଉଡ଼ାଣ କରିଛନ୍ତି। ଏହି ଐତିହାସିକ ଉଡ଼ାଣ ସହ ସେ ଦେଶର ପ୍ରଥମ ରାଷ୍ଟ୍ରପତି ଭାବେ ‘ପ୍ରଚଣ୍ଡ’ ହେଲିକପ୍ଟରରେ ଉଡ଼ିବାର…

ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୫୫ ମୃତ

ନୂଆଦିଲ୍ଲୀ: ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍ । କାବୁଲ ଓ କାନ୍ଦାହାରରେ ବୋମାମାଡ଼ । ଭୟଙ୍କର ରୂପ ନେଇଛି ଆଫଗାନିସ୍ତାନ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସୀମା ବିବାଦ । ଆଜି ସକାଳୁ ପାକିସ୍ତାନ ବାୟୁସେନା ଆଫଗାନିସ୍ତାନର ରାଜଧାନୀ କାବୁଲ ଏବଂ କାନ୍ଦାହାର…

କୋଲକାତାରେ ଭୂକମ୍ପ ଝଟକା

କୋଲକାତା : ଆଜି ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୪ ଥିବା ସୂଚନା ମିଳିଛି । କୋଲାକାତା ସମେତ ଅନ୍ୟାନ୍ୟ ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଦ୍ବିପହର ୧ଟା ୨୦ ମିନିଟ୍ ସମୟରେ ଅନୁଭୂତ ହୋଇଥିବା ଜଣାପଡିଛି ।…

DGCAର ନୂଆ ନିୟମ, ଟିକେଟ୍ କ୍ୟାନସଲ୍ କଲେ ମିଳିବ ପୂରା ରିଫଣ୍ଡ

ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ଟଙ୍କା । DGCA ଜାରି କଲା ନୂଆ ନିୟମ । ୪୮ ଘଣ୍ଟା ମଧ୍ୟରେ ଫ୍ରି କ୍ୟାନ୍ସଲ୍ । ୭ ଦିନରେ ମିଳିବ ରିଫଣ୍ଡ୍ । ଟିକେଟ୍ ବାତିଲ୍ ପାଇଁ ଆଉ ଦେବାକୁ ପଡ଼ିବନି ଅଧିକ ଚାର୍ଜ । ଭାରତୀୟ ବିମାନ…

ସୁନେତ୍ରା ପାୱର ହେଲେ ଏନସିପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ମହାରାଷ୍ଟ୍ର : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ତଥା ଦିବଂଗତ ନେତା ଅଜିତ ପାୱରଙ୍କ ପତ୍ନୀ ସୁନେତ୍ର ପାୱରଙ୍କୁ ଏନସିପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏହି ନିଷ୍ପତ୍ତି ପାର୍ଟିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅଧିବେସନ…

ମାଲିକ ଘରେ ନକଲି ଇଡି ଚଢାଉ କଲା ଚାକରାଣୀ

ନୂଆଦିଲ୍ଲୀ : ଦିଲ୍ଲୀର ନ୍ୟୁ ଫ୍ରେଣ୍ଡସ୍ କଲୋନି ଅଞ୍ଚଳରେ ଏକ ଅଜବ ଘଟଣା । ଜଣେ ଚାକରାଣୀ ତାଙ୍କ ମାଲିକଙ୍କ ଘରେ ଏକ ନକଲି ED ଚଢାଉ କରିଛି । ଦିଲ୍ଲୀ ପୋଲିସ ଚାକରାଣୀ ଏବଂ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରିଛି । ପୋଲିସ ପୋଷାକ, ଦାମୀ ଘରୋଇ ଜିନିଷପତ୍ର ଏବଂ ଅସ୍ତ୍ରଶସ୍ତ୍ର ଉଦ୍ଧାର…

ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି । ଇନଷ୍ଟାଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେକର୍ଡ । ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ ପ୍ରତିଷ୍ଠା କରିଛନ୍ତି । ୨୦୧୪ରେ…