Browsing Category

ଦେଶ

ଦନ୍ତେୱାଡ଼ାରେ ଆତ୍ମସମର୍ପଣ କଲେ ୩୭ ମାଓବାଦୀ

ଛତିଶଗଡ଼: ଛତିଶଗଡ଼ର ଦନ୍ତେୱାଡ଼ା ଜିଲାରେ ୩୭ ଜଣ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୭ ଜଣଙ୍କ ଉପରେ ୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଏହି ମାଓବାଦୀମାନେ ବରିଷ୍ଠ ପୁଲିସ ଏବଂ ସିଆରପିଏଫ ଅଧିକାରୀଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ଏସପି ଗୌରବ ରାଏ

ବଢିଲା ଏସ୍‌ଆଇଆର୍‌ ପ୍ରକ୍ରିୟା ଅବଧି: ନିର୍ବାଚନ କମିଶନ

ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ ପକ୍ଷରୁ ଏକ ବଡ ସୂଚନା ମିଳିଛି। ଚଳିତ ଏସ୍‌ଆଇଆର୍‌ ପ୍ରକ୍ରିୟା ତାରିଖ ସଂଶୋଧ ବୃଦ୍ଧି ହୋଇଛି। ବର୍ତ୍ତମାନ୍ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏସ୍‌ଆଇଆର୍‌ ଫର୍ମ ପୂରଣ କରିପାରିବେ। ବର୍ତ୍ତମାନ ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଏସ୍‌ଆଇଆର୍‌

ଡିଟୱା ଅପଡେଟ: ଦକ୍ଷିଣ ଭାରତରେ ବିମାନ ଓ ରେଳସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ: ଭାରତ ମୁହାଁ ଅଗ୍ରସର ହେଉଛି ବାତ୍ୟା ଡିଟୱା । ଫଳରେ ତାମିଲନାଡୁ-ପୁଡୁଚେରୀ ଉପକୂଳରେ ଅତି ପ୍ରବଳ ବର୍ଷା ଯୋଗୁଁ ତାମିଲନାଡୁର ଅନେକ ସ୍ଥାନ ପ୍ରଭାବିତ ହେଉଛି । ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶର ଅନେକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ରାଜ୍ୟ ସରକାରଙ୍କ

‘ଡିଟୱା’ ପ୍ରଭାବ: ତାମିଲନାଡ଼ୁରେ ବିଭିନ୍ନ ପରୀକ୍ଷା ବାତିଲ

ତାମିଲନାଡ଼ୁ : ଶ୍ରୀଲଙ୍କାରେ ଛାରଖାର କରିବା ପରେ ଭାରତ ମୁହାଁ ହୋଇଛି ବାତ୍ୟା ଡିଟୱା । ତାମିଲନାଡ଼ୁ, ପୁଡ଼ୁଚେରୀ ଉପକୂଳ ଆଡ଼କୁ ମାଡ଼ି ଆସୁଛି । ଆଜି ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ତାମିଲନାଡୁରେ ପବନ ସହ ବର୍ଷା ଆରମ୍ଭ ହୋଇଛି । ଆଗକୁ ଆହୁରି ଭୟଙ୍କର

ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏତଲା । ଦିଲ୍ଲୀ ପୁଲିସର ଅର୍ଥନୈତିକ ଅପରାଧ ଶାଖା ନ୍ୟାସନାଲ ହେରାଲ୍ଡ ମାମଲାରେ ଲୋକସଭା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୁଦ୍ଧରେ ଆଉ ଏକ ଏତଲା

ଆତ୍ମସମର୍ପଣ କଲେ ୧୫ ମାଓବାଦୀ

ମୁମ୍ବାଇ: ଦିନକୁ ଦିନ ଭୁଶୁଡ଼ୁଛି ମାଓଗଡ଼। ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍‌ଏମ୍‌ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ସମସ୍ତଙ୍କ ମୁଣ୍ଡରେ ମୋଟ ୯୨ ଲକ୍ଷ ଟଙ୍କାର ପୁରସ୍କାର

ଶ୍ରୀରାମଙ୍କ ୭୭ ଫୁଟ ଉଚ୍ଚ କାଂସ୍ୟ ପ୍ରତିମୂର୍ତ୍ତି ଅନାବରଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଗୋଆର କନାକୋନାସ୍ଥିତ ପର୍ତ୍ତଗାଲୀ ଗାଁରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତ୍ତଗାଲୀ ଜୀବୋତ୍ତମ ମଠରେ ଭଗବାନ ଶ୍ରୀରାମଙ୍କ ୭୭ ଫୁଟ ଉଚ୍ଚ ବିଶ୍ବର ସବୁଠାରୁ ବଡ କାଂସ୍ୟ ପ୍ରତିମୂର୍ତ୍ତିର ଅନାବରଣ କରିଛନ୍ତି। ଏହି ପ୍ରତିମୂର୍ତ୍ତି

କଲେଜିୟମ୍ ବ୍ୟବସ୍ଥା ଉଚ୍ଛେଦର ପୁନଃବିଚାର କରାଯିବ: ସିଜେଆଇ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ନୂଆ ବିଚାରପତି ନିଯୁକ୍ତି ଓ ବଦଳି ଲାଗି ପ୍ରଚଳିତ କଲେଜିୟମ୍ ବ୍ୟବସ୍ଥାର ଉଚ୍ଛେଦ ଉପରେ ପୁନଃବିଚାର କରାଯିବ ବୋଲି ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି। କଲେଜିୟମ୍ ବ୍ୟବସ୍ଥା ଉଚ୍ଛେଦ କରି ତା’ ସ୍ଥାନରେ ନ୍ୟାସନାଲ ଜୁଡିସିଆଲ

ଶ୍ରୀଲଙ୍କା ପରେ ଭାରତକୁ ମାଡ଼ି ଆସୁଛି ଡିଟୱା, ପ୍ରଭାବିତ ହେବ ୩ ରାଜ୍ୟ !

ନୂଆଦିଲ୍ଲୀ: ଶ୍ରୀଲଙ୍କାକୁ ଶ୍ରୀହୀନ କରି ଭାରତ ମୁହାଁ ହୋଇଛି ବାତ୍ୟା । ତାମିଲନାଡ଼ୁ, ପୁଡ଼ୁଚେରୀ ଉପକୂଳ ଆଡ଼କୁ ମାଡ଼ି ଆସୁଛି ଡିଟୱା । ଗତ ୬ ଘଣ୍ଟା ଧରି ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ଆଗକୁ ବଢ଼ୁଛି । ଆଜି ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏଣ୍ଟ୍ରି କରିବ । ଆସନ୍ତାକାଲି

ଏୟାରବସ୍ A320 ଫ୍ୟାମିଲି ବିମାନରେ ଯାନ୍ତ୍ରିକ ତ୍ରୁଟି, ବିମାନ ସେବା ପ୍ରଭାବିତ

ନୂଆଦିଲ୍ଲୀ : ଦେଶର ବିମାନଯାତ୍ରୀଙ୍କ ପାଇଁ ବଡ଼ ଖବର । ଗମ୍ଭୀର ବୈଷୟିକ ତ୍ରୁଟି ଯୋଗୁଁ ସାରା ବିଶ୍ବରେ ଏୟାରବସ୍ A320 ଫ୍ୟାମିଲି ବିମାନଗୁଡିକୁ ବ୍ୟାପକ ସପ୍ଟୱେର୍ ଏବଂ ହାର୍ଡୱେର ଅପଗ୍ରେଡ୍ ପାଇଁ ବନ୍ଦ କରାଯାଉଛି । ଯାହା ଏୟାରବସ୍ A320 ଉଡ଼ାଣର ସମଗ୍ର ବିମାନ କ୍ଷେତ୍ରକୁ