Browsing Category

ଦେଶ

ଧାରଣାରେ କାମ କରୁଥିବାବେଳେ ମାଡ଼ି ଆସିଲା ଟ୍ରେନ୍; ଘଟଣାସ୍ଥଳରେ ୧୧ଜଣ କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଚୀନର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଥିବା କୁନମିଙ୍ଗସ୍ଥିତ ଲୁଓୟାଙ୍ଗଝୋନ ଷ୍ଟେସନରେ ଗୁରୁବାର ଏକ ଭୟାବହ ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରେଳ ଧାରଣାରେ କାମ କରୁଥିବା ୧୧ ଜଣ ରକ୍ଷଣାବେକ୍ଷଣ କର୍ମଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଥିବା

ବିଦେଶରୁ ଚାଲୁଛି କଂଗ୍ରେସର ସୋସିଆଲ ମିଡିଆ ଆକାଉଣ୍ଟ୍ : ବିଜେପି

ନୂଆଦିଲ୍ଲୀ : ବିଜେପି ସାଂସଦ ସମ୍ବିତ ପାତ୍ର ଅଭିଯୋଗ କରିଛନ୍ତି ଯେ କଂଗ୍ରେସ ଦଳ ଭାରତ ବିରୁଦ୍ଧରେ ଏକ ବ୍ୟାଖାନ ସୃଷ୍ଟି କରିବା ପାଇଁ ଦେଶ ବାହାରର ବିଭିନ୍ନ ବ୍ୟକ୍ତିଙ୍କ ସହ ହାତ ମିଳାଇଛି। ସେ କହିଛନ୍ତି ଯେ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକର ‘ଲୋକେସନ’ ବ୍ୟବସ୍ଥାକୁ ଆଧାର କରି ଏହା

ଘନେଇଲା ଇମ୍ରାନ ଖାଁ ମୃତ୍ୟୁ ରହସ୍ୟ, ଆଡ଼ିଆଲା ଜେଲ ଆଗରେ ହଙ୍ଗାମା

ଇସଲାମାବାଦ : ଦିନକୁ ଦିନ ଅଧିକ ରହସ୍ୟମୟ ହେଉଛି ଇମ୍ରାନ ଖାଁ ମୃତ୍ୟୁ ଖବର । ଏହାକୁ ପାକିସ୍ତାନ(Pakiatan)ର ଆଡ଼ିଆଲା ଜେଲ ବାହାରେ ବହୁତ ହଙ୍ଗାମା ହୋଇଛି। ଆଜି ଖାଇବର ପଖତୁନଖ୍ୱା (କେପିକେ) ମୁଖ୍ୟମନ୍ତ୍ରୀ ସୋହେଲ ଆଫ୍ରିଦି ଇମ୍ରାନ ଖାନଙ୍କୁ ଭେଟିବା ପାଇଁ ଆଡ଼ିଆଲା ଜେଲରେ ପହଞ୍ଚିଥିଲେ।

ହ୍ବାଇଟହାଉସ ଗୁଳିକାଣ୍ଡ ପଛରେ ପାକିସ୍ତାନ : ତାଲିବାନ

କାବୁଲ: ଆମେରିକାରେ ହ୍ୱାଇଟ୍ ହାଉସ୍ ଉପରେ ଆକ୍ରମଣ କରିଥିବା ଜଣେ ଆଫଗାନିସ୍ତାନ ନାଗରିକଙ୍କ ଉପରେ ଅଭିଯୋଗ ଆସିଛି। ଏହାକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଫଗାନିସ୍ତାନକୁ ଦାୟୀ କରିଛନ୍ତି । ଏବେ ଏହାର ଜବାବ ଦେଇଛି ତାଲିବାନ ।ତାଲିବାନ ମୁଖପାତ୍ର ସୁହେଲ୍ ଶାହିନ୍ ଆକ୍ରମଣରେ ଆଇଏସଆଇ

ଏକାଧିକ ବିବାହ କଲେ ୧୦ ବର୍ଷ ଜେଲ୍

ଗୌହାଟୀ : ଆସାମ ବିଧାନସଭାରେ ଗୁରୁବାର (୨୭ ନଭେମ୍ବର, ୨୦୨୫) ବହୁବିବାହ ନିଷେଧ କରିବା ପାଇଁ ଏକ ବିଲ୍ ପାସ୍ ହୋଇଛି। ଏହି ଆଇନ ଅନୁଯାୟୀ, ଦୋଷୀ ସାବ୍ୟସ୍ତ ହୋଇଥିବା ଯେକୌଣସି ବ୍ୟକ୍ତିଙ୍କୁ ଏକ ଫୌଜଦାରୀ ଅପରାଧ ବୋଲି ବିବେଚନା କରାଯିବ ଏବଂ କିଛି ବ୍ୟତିକ୍ରମ ସହିତ, ସର୍ବାଧିକ ୧୦ ବର୍ଷ

ପାକ୍‌ ମନ୍ତବ୍ୟକୁ ଭାରତର ଖଣ୍ଡନ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଅଯୋଧ୍ୟାର ଶ୍ରୀରାମ ମନ୍ଦିରରେ ଅନୁଷ୍ଠିତ ଧ୍ବଜାରୋହଣ ଉତ୍ସବ ସମ୍ପର୍କରେ ପାକିସ୍ତାନ ସରକାର ଦେଇଥିବା ମନ୍ତବ୍ୟକୁ ଭାରତ ତୀବ୍ର ନିନ୍ଦା କରିବା ସହ ଖଣ୍ଡନ କରିଛି। ବୁଧବାର ଭାରତର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି ଯେ ଅନ୍ୟକୁ

ଶେଖ ହସିନା ଙ୍କୁ ୨୧ ବର୍ଷ କାରାଦଣ୍ଡ

ଢାକା : ବାଂଲାଦେଶର ଏକ ଅଦାଲତ ୩ଟି ଦୁର୍ନୀତି ମାମଲାରେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୨୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛି । ଖବର ଅନୁସାରେ ପୂର୍ବଚୋଲରେ ରାଜୁକ-ନ୍ୟୁ-ଟାଉନ୍ ପ୍ରକଳ୍ପରେ ଜମି ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ଏହି ତିନୋଟି ମାମଲା ହସିନାଙ୍କ ବିରୋଦ୍ଧରେ

ବିହାର ବିଧାନସଭା : ବାଚସ୍ପତି ହୋଇ ପାରନ୍ତି ପ୍ରେମ କୁମାର

ପାଟନା : ବିହାର ବିଧାନସଭାର ବାଚସ୍ପତି ହୋଇ ପାରନ୍ତି ବିଜେପିର ବରିଷ୍ଠ ବିଧାୟକ ପ୍ରେମ କୁମାର । ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ଏନଡିଏ । ବିଜୟ ପରେ ଏନଡିଏ ସହଯୋଗୀ ବିଜେପି , ଜେଡ଼ିୟୁ ଓ ଅନ୍ୟାନ୍ୟ ଦଳକୁ ନେଇ ନୀତୀଶ ମନ୍ତ୍ରିମଣ୍ଡଳ ଶପଥ ନେଇଥିଲେ ସୁଦ୍ଧା

୧.୨୩ ଲକ୍ଷରେ ପହଞ୍ଚିଲା ସୁନା

ନୂଆଦିଲ୍ଲୀ : ସୁନା ମୂଲ୍ୟ ୧୬୨ଟଙ୍କା ବୃଦ୍ଧି ପାଇ ୧.୨୩ଲକ୍ଷ ଟଙ୍କାରେ ପହଞ୍ଚିଛି । କିଛିଦିନ ସୁନା ମୂଲ୍ୟରେ ହ୍ରାସପରେ ପୁନର୍ବାର ବୃଦ୍ଧି ପାଇଛି । ଇଣ୍ଡିଆ ବୁଲିୟନ୍ ଆଣ୍ଡ୍ ଜୁଏଲର୍ସ ଆସୋସିଏସନ୍ (IBJA) ଅନୁଯାୟୀ ସୁନା ମୂଲ୍ୟ ୧୬୨ଟଙ୍କା ବୃଦ୍ଧି ପାଇ ପ୍ରତି୧୦ ଗ୍ରାମ ୧,୨୩,୩୦୮ଟଙ୍କାରେ

ନୀତୀଶଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ପାଟନା : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନୂତନ କ୍ୟାବିନେଟ ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତାଙ୍କ ନୂତନ କ୍ୟାବିନେଟର ପ୍ରଥମ ବୈଠକ କରିଛନ୍ତି । ଏହା ସହ ୧୮ତମ ବିଧାନସଭାର ପ୍ରଥମ ଅଧିବେଶନ ତାରିଖ ଘୋଷଣା କରିଛନ୍ତି ।