Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ନଦୀରେ ଖସିପଡିଲା କାର: ୩ ଶିକ୍ଷକ ମୃତ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଗତକାଲି ବିଳମ୍ବିତ ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଆଲମୋରାରୁ ହଲଦ୍ୱାନୀ ଯାଉଥିବା ଏକ କାର ଶିପ୍ରା ନଦୀରେ ଖସିପଡ଼ିଛି। କାରରେ ଥିବା ତିନି ଜଣ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସୂଚନା ପାଇବା ପରେ ଖୈରନା ପୁଲିସ ଷ୍ଟେସନ ଏବଂ ଏସଡିଆରଏଫ ଦଳ ଉଦ୍ଧାର କାର୍ୟ୍ୟ!-->…
ଦିଲ୍ଲୀ ବିସ୍ଫୋରଣ ପାଇଁ ୨୬ ଲକ୍ଷ ଟଙ୍କା ଯୋଗାଡ଼ କରିଥିଲେ ଅଭିଯୁକ୍ତ ପାଞ୍ଚ ଡାକ୍ତର: NIA
ନୂଆଦିଲ୍ଲୀ : ବ୍ଲାଷ୍ଟ ମାମଲାରେ NIAର ଚାଞ୍ଚଲ୍ୟକର ଖୁଲାସା । ବିସ୍ଫୋରଣ ପାଇଁ ୨୬ ଲକ୍ଷ ଟଙ୍କା ଯୋଗାଡ଼ କରିଥିଲେ ଅଭିଯୁକ୍ତ ପାଞ୍ଚ ଡାକ୍ତର । ଜୈଶ-ଇ-ମହମ୍ମଦ ସହ ଜଡ଼ିତ ଏହି ଡାକ୍ତରମାନେ ‘ହ୍ବାଇଟ କଲର ଆତଙ୍କବାଦୀ ମଡ୍ୟୁଲ’ ଗଠନ କରିଥିଲେ । ଏହା ପରେ ନିଜସ୍ବ ପାଣ୍ଠିରେ ୨୬!-->…
ବିଧାୟକଙ୍କୁ ଦେଖି ଠିଆ ନ ହେବାରୁ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍
ନୂଆଦିଲ୍ଲୀ: ହରିୟାଣାରେ ଜଣେ ଡାକ୍ତରଙ୍କ ବିରୋଧରେ ସରକାରୀ କାର୍ଯ୍ୟାନୁଷ୍ଠାନରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଚକିତ ହୋଇଛନ୍ତି। ବିଧାୟକ ଆସିବାବେଳେ ତାଙ୍କୁ ସମ୍ମାନ ଦେବା ପାଇଁ ଡାକ୍ତରଜଣକ ଠିଆ ହୋଇନଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିବାବେଳେ ହାଇକୋର୍ଟ ସରକାରଙ୍କ!-->…
ଆରାବଳୀ ପର୍ବତମାଳାରେ ନୂଆ ଖଣି ଲିଜ୍କୁ ନିଷିଦ୍ଧ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆରାବଳୀ ପର୍ବତମାଳା ଅଞ୍ଚଳରେ ନୂଆ ଖଣି ଲିଜ୍କୁ ସୁପ୍ରିମକୋର୍ଟ ନିଷିଦ୍ଧ କରିଛନ୍ତି। ଗୁରୁବାର ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବଇଙ୍କ ନେତୃତ୍ବାଧୀନ ପୀଠ ଦେଇଥିବା ନିର୍ଦେଶ ଅନୁଯାୟୀ ଆରାବଳୀ ପର୍ବତ ଓ ଏହାର ସଂଲଗ୍ନ ପର୍ବତମାଳାରେ ନୂଆ ଖଣି ଖନନ ପାଇଁ କୌଣସି ଲିଜ୍!-->…
ସୋମବାର ଶପଥ ଗ୍ରହଣ କରିବେ ଜଷ୍ଟିସ ସୂର୍ଯ୍ୟକାନ୍ତ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି। ଏହା!-->…
ଧାରାଭିରେ ଅଗ୍ନିକାଣ୍ଡ: ଜଳିଗଲା ଅନେକ କୁଡ଼ିଆ, ହାର୍ବର ଲାଇନ ଲୋକାଲ ଟ୍ରେନ୍ ସେବା ପ୍ରଭାବିତ
ମୁମ୍ବାଇ : ଶନିବାର ଅର୍ଥାତ୍ ଆଜି ଅପରାହ୍ନରେ ମୁମ୍ବାଇର ଧାରାଭି ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଯାହା ବ୍ୟାପକ ଆତଙ୍କ ସୃଷ୍ଟି କରିଛି । ରେଳ କ୍ରସିଂ ଏବଂ ନୁର ରେଷ୍ଟୁରାଣ୍ଟ ନିକଟରେ ଥିବା ପ୍ଲଟ୍ ନମ୍ବର ୧ର ନଭରଙ୍ଗ କମ୍ପାଉଣ୍ଡରେ ଥିବା ଏକ ଗୋଦାମରେ ଅଗ୍ନିକାଣ୍ଡ!-->…
୫ ଘଣ୍ଟା ବନ୍ଦ ରହିବ ଭାରତୀୟ ରେଳ ସେବା
ଭୁବନେଶ୍ୱର: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର ପେସେଞ୍ଜର ରିଜରଭେସନ ସିଷ୍ଟମ ଆଜି ରାତି ୧୧.୪୫ ରୁ ଆସନ୍ତାକାଲି ଭୋର ୪.୪୫!-->…
କଲକାତା ଓ ଝାଡଖଣ୍ଡର ୪୦ରୁ ଅଧିକ ସ୍ଥାନରେ ଇଡି ରେଡ୍
ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଅଧିକ ସ୍ଥାନରେ ଏକା ସମୟରେ ଚଢାଉ କରିଛନ୍ତି । କୋଇଲା ଚୋରି ଏବଂ ଅବୈଧ ଖଣି ଖନନ ଅଭିଯୋଗରେ ଅଭିଯୁକ୍ତ ନେଟୱାର୍କ ଗୁଡ଼ିକୁ ଟାର୍ଗେଟ କରିଛି ଇଡି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶୁକ୍ରବାର ଦିନ ପ୍ରମୁଖ!-->…
୨୦ ବର୍ଷ ପରେ ବଦଳିଲେ ବିହାର ଗୃହବିଭାଗ ମନ୍ତ୍ରୀ, ନୀତିଶଙ୍କଠାରୁ ଦାୟିତ୍ୱ ନେଲେ ସମ୍ରାଟ
ପାଟଣା: ନୀତଶ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ କରାଯାଇଛି। ୨୦ ବର୍ଷ ପରେ ନୀତିଶ କୁମାର ଗୃହ ବିଭାଗ ଛାଡ଼ିଛନ୍ତି। ଏହି ବିଭାଗ ବିଜେପି ପାଖକୁ ଚାଲିଯାଇଛି । ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ଗୃହ ବିଭାଗର ଦାୟିତ୍ୱ ସମ୍ଭାଳିବେ । ଏବେ ଅର୍ଥ ବିଭାଗ ଜେ଼ଡିୟୁ ହାତରେ । ବିଜେନ୍ଦ୍ର ଯାଦବ!-->…
G20 ସମ୍ମିଳନୀରେ ଯୋଗ ଦେବା ଲାଗି ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା ପ୍ରଥମ G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ଜୋହାନ୍ସ ବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ଯିବା!-->…