Browsing Category

ଦେଶ

ନ୍ୟୁୟର୍କରେ ଅତର୍କିତ ଗୁଳିକାଣ୍ଡ: ଚାହୁଁ ଚାହୁଁ ଚାଲିକଲା ୫ ଜୀବନ

ନ୍ୟୁୟର୍କ: ଆମେରିକାର ନ୍ୟୁୟର୍କରେ ଭୟଙ୍କର ଗୁଳିକାଣ୍ଡ, ଏହି ଭୟଙ୍କର ଗୁଳିକାଣ୍ଡରେ ୫ଜଣଙ୍କ ମୃତ୍ୟୁ ହୋଇଛି । ସର୍ବସାଧାରଣ ସ୍ଥାନରେ ଆଖିବୁଜା ଗୁଳି ଚଳାଇଲେ ବନ୍ଧୁକଧାରୀ । ଏଥିରେ ଜଣେ ପୁଲିସ ଅଧିକାରୀଙ୍କ ସହ ୪ ଜଣଙ୍କ ମୃ୍ତ୍ୟୁ ହୋଇଛି । ପାଲଟା ଗୁଳିରେ ସୁଟର ମଧ୍ୟ ପ୍ରାଣ ହରାଇଛି ।

ଜୁଲାଇ ୩୦ରେ ଉତକ୍ଷେପଣ ହେବ ନାସା-ଇସ୍ରୋ ମିଳିତ ଉପଗ୍ରହ ନିସାର

ନୂଆଦିଲ୍ଲୀ : ନାସା ଓ ଇସ୍ରୋ ଦ୍ୱାରା ମିଳିତ ଭାବରେ ବିକଶିତ ଏକ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ‘ନିସାର’, ଜୁଲାଇ ୩୦ରେ ସନ୍ଧ୍ୟା ୫.୪୦ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ। ୨ ହଜାର ୩୯୨ କିଲୋଗ୍ରାମ ଓଜନ ବିଶିଷ୍ଟ, ନିସାର ଏକ ଭିନ୍ନ ପୃଥିବୀ ପର୍ଯ୍ୟବେକ୍ଷଣ

ଓଡ଼ିଶା ଉପକୂଳରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର କ୍ରମାଗତ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର: ଭାରତର ପ୍ରତିରକ୍ଷା କ୍ଷେତ୍ରରେ ଏକ ବଡ଼ ସଫଳତା ସ୍ୱରୂପ, ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପକ୍ଷରୁ 'ପ୍ରଳୟ' କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ ଉଡ଼ାଣ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣଗୁଡ଼ିକ ଜୁଲାଇ ୨୮ ଏବଂ ୨୯, ୨୦୨୫ ରେ ଓଡ଼ିଶା ଉପକୂଳରେ

ତୁର୍କୀ ବିକ୍ରି କରୁଛି ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ବୋମା: ପ୍ରତିରକ୍ଷା ଶିଳ୍ପ ମେଳାରେ ପ୍ରଦର୍ଶନ କଲା

ଆଙ୍କରା: ତୁର୍କୀ ଡ୍ରୋନ୍‌ର ରପ୍ତାନିକାରୀ ଭାବେ ଖ୍ୟାତି ହାସଲ କରିଛି। ଏବେ ତୁର୍କୀ ବ୍ୟାପକ ଧ୍ୱଂସ ଘଟାଉଥିବା ବୋମାର ନିର୍ମାତା ମଧ୍ୟ ହୋଇଛି। ଇସ୍ତାନବୁଲରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ପ୍ରତିରକ୍ଷା ଶିଳ୍ପ ମେଳା ଆଇଡିଇଏଫ ୨୦୨୫ରେ, ତୁର୍କୀ ବିଶ୍ୱର ଦୁଇଟି ସବୁଠାରୁ ବିପଦପୂର୍ଣ୍ଣ

ନେହେରୁଙ୍କ ପାଇଁ ପିଓକେର ସୃଷ୍ଟି, କଂଗ୍ରେସର ଭୁଲରୁ ପାକିସ୍ତାନ ସୃଷ୍ଟି- ଲୋକସଭାରେ ବର୍ଷିଲେ ଶାହ

ନୂଆଦିଲ୍ଲୀ: ପିଓକେ ପ୍ରସଙ୍ଗରେ ନେହେରୁଙ୍କୁ ନିଶାନା କଲେ ଶାହ । ସଂସଦରେ ଅପରେସନ ସିନ୍ଦୂର ନେଇ ମହାବିତର୍କ ବେଳେ କଂଗ୍ରେସକୁ ଟାର୍ଗେଟ୍ କଲେ ଶାହ । ପିଓକେ ପ୍ରସଙ୍ଗ ଉଠାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହେରୁଙ୍କୁ କଟାକ୍ଷ କଲେ ଶାହ । କହିଲେ- ନେହେରୁଙ୍କ ପାଇଁ ପିଓକେର

ଗୋଟିଏ ସପ୍ତାହରେ ୪ କ୍ବିଣ୍ଟାଲ ସୁନା କିଣିଲା ରିଜର୍ଭ ବ୍ୟାଙ୍କ

ମୁମ୍ବାଇ : ଜୁନ୍ ୨୦୨୫ ଶେଷ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣି ଥରେ ବିପୁଳ ପରିମାଣରେ ସୁନା କ୍ରୟ କରିଛି। ରିଜର୍ଭ ବ୍ୟାଙ୍କ ମାତ୍ର ଗୋଟିଏ ସପ୍ତାହରେ ପ୍ରାୟ ୪ କ୍ୱିଣ୍ଟାଲ (୦.୨ ଟନ୍) ସୁନା କିଣିଛି, ଯାହା ଦ୍ଵାରା ଦେଶର ମୋଟ ସୁନା ଭଣ୍ଡାର ୨୭ ଜୁନ୍ ସୁଦ୍ଧା ୮୭୯.୮ ଟନ୍ ହୋଇଛି।

ଅପରେସନ ସିନ୍ଦୂରରେ ବିମାନ ନଷ୍ଟ ନେଇ ଜବାବ ରଖିଲେ ରାଜନାଥ, କହିଲେ-ପରୀକ୍ଷାର ଫଳ ଗୁରୁତ୍ୱପୂର୍ଣ୍ଣ, ପେନସିଲ ଭାଙ୍ଗିବା…

ନୂଆଦିଲ୍ଲୀ ୨୮।୭: ସଂସଦର ମୌସୁମୀ ଅଧିବେଶନରେ ସୋମବାର ‘ଅପରେସନ ସିନ୍ଦୂର’ ଉପରେ ଆଲୋଚନା ଚାଲିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଲୋଚନା ଆରମ୍ଭ କରିଥିବା ବେଳେ ବିରୋଧୀ ଦଳ ସାମରିକ ଅଭିଯାନ କାଳରେ ଭାରତୀୟ ବାୟୁସେନାର କେତୋଟି ବିମାନ ନଷ୍ଟ ହୋଇଛି ବୋଲି ପ୍ରଶ୍ନ କରିଛନ୍ତି।

ସଂସଦରେ ଅପରେସନ ‘ସିନ୍ଦୂର’ର ସଫଳତା ବଖାଣିଲେ ସରକାର, ଯୁଦ୍ଧବିରତି କାହିଁକି କଲ ପ୍ରଶ୍ନ କରି ଘେରିଲେ ବିରୋଧୀ

ଲୋକସଭାରେ ସୋମବାର ଅପରେସନ ‘ସିନ୍ଦୂର’ ଉପରେ ଆଲୋଚନା ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଲୋଚନାରେ ଅଂଶଗ୍ରହଣ କରି ଅପରେସନ ‘ସିନ୍ଦୂର’ର ସଫଳତା ବଖାଣିଛନ୍ତି। ତେବେ ବିରୋଧୀ ସରକାରଙ୍କୁ ନାନା ପ୍ରଶ୍ନ କରି ଘେରିଛନ୍ତି। ଯୁଦ୍ଧ ବିରତି କାହିଁକି କଲ ? ଏବେ ପିଓକେ ଆଣିବାନି ତ କେବେ

ପହଲଗାଓଁ ଆକ୍ରମଣର ମାଷ୍ଟରମାଇଣ୍ଡ ହାସିମ୍‌ ମୁସା ନିପାତ

ଜମ୍ମୁ: ଶ୍ରୀନଗରରେ ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷା ବାହିନୀଙ୍କ ଗୁଳିରେ ନିପାତ ହୋଇଛି କୁଖ୍ୟାତ ଆତଙ୍କବାଦୀ ହାସିମ୍‌ ମୁସା। ପହଲଗାଓଁ ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲା ହାସିମ୍‌ ମୁସା। ଶ୍ରୀନଗର ହରଓ୍ବାନ ଦଚିଗାମ ଜାତୀୟ ଉଦ୍ୟାନ ଅଞ୍ଚଳରେ ଭାରତୀୟ ସେନା ପକ୍ଷରୁ

ଆଜି ପୁଣି ବଳଙ୍ଗା ପୀଡ଼ିତାଙ୍କ ଦିଲ୍ଲୀ ଏମସରେ ୩ୟ ଅସ୍ତ୍ରୋପଚାର !

ବଳଙ୍ଗା : ଆଜି ବଳଙ୍ଗା ପୀଡ଼ିତାଙ୍କ ହୋଇପାରେ ୩ୟ ଅସ୍ତ୍ରୋପଚାର । ଦିଲ୍ଲୀ ଏମସରେ ନାବାଳିକା ପୀଡ଼ିତାଙ୍କ ଚିକିତ୍ସା ଜାରି ରହିଛି । ଯଦି ଆଜି ଅସ୍ତ୍ରୋପଚାର ହୁଏ ତେବେ ବୟାନ ରେକର୍ଡ କରିବା ପାଇଁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡ଼ିବ । ପୀଡ଼ିତାଙ୍କ ପରିବାର