Browsing Category

ଦେଶ

ବିହାର ସରକାରଙ୍କ ବଡ ଘୋଷଣା, ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌

ପାଟନା : ସାମ୍ବାଦିକଙ୍କ ପାଇଁ ଖୁସି ଖବର । ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ । ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ଏକ ଭେଟି ଦେଇଛନ୍ତି । ସାମାଜିକ ସୁରକ୍ଷା ପେନ୍‌ସନ୍‌ ପରେ ଏବେ ମାନ୍ୟତାପ୍ରାପ୍ତ ସାମ୍ବାଦିକଙ୍କୁ ବିହାର ‘ସାମ୍ବାଦିକ ସମ୍ମାନ

ମୁଁ ଏଭଳି ସରକାରଙ୍କୁ ସମର୍ଥନ କରୁଥିବାରୁ ଦୁଃଖିତ:ନୀତିଶଙ୍କୁ ଘେରିଲେ ଚିରାଗ

ପାଟନା: ଆଗାମୀ ଦୁଇ ମାସ ପରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀ ଏବଂ ସରକାର ପରସ୍ପର ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣୁଛନ୍ତି। ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ମୁଖ୍ୟ ତଥା କେନ୍ଦ୍ର

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ର ପାଖକୁ କୌଣସି ପ୍ରସ୍ତାବ ଯାଇନାହିଁ

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି | ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି | ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ

ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା ପ୍ରଭାରୀ

ଆମ ସରକାର ସମୟରେ ଜାତିଗତ ଜନଗଣନା ନ କରିବା ଭୁଲ ଥିଲା : ରାହୁଲ

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର (୨୫ ଜୁଲାଇ, ୨୦୨୫) କହିଛନ୍ତି ଯେ ତାଙ୍କ ଦଳ କ୍ଷମତାରେ ଥିବା ସମୟରେ ଜାତିଗତ ଜନଗଣନା ନକରିବା ତାଙ୍କର ଭୁଲ ଥିଲା, କିନ୍ତୁ ଏବେ ସେ ଏହି ଭୁଲକୁ ସଂଶୋଧନ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ସେ କହିଛନ୍ତି ଯେ ଜାତିଗତ

ପୁଣି ତଳମୁହାଁ ହେଲା ସେୟାର ମାର୍କେଟ; ସେନ୍‌ସେକ୍ସ ୭୦୦ ପଏଣ୍ଟ୍‌ ହ୍ରାସ

ମୁମ୍ବାଇ: ଲଗାତାର ଭାବେ ସେୟାର୍‌ ବଜାର ହ୍ରାସ ହେବା‌ରେ ଲାଗିଛି। ସେନ୍‌ସେକ୍ସ ୭୨୦ରୁ ଅଧିକ ପଏଣ୍ଟ୍‌ ହ୍ରାସ ପାଇଛି। ଯେତେବେଳେ କି ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇଛି। ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇ ୨୪୮୩୭ରେ ବନ୍ଦ୍‌ ହୋଇଛି। ବିଏସଇ ସେନ୍‌ସେକ୍ସର କଥା କହିବା ତ

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ଜୟପୁର: ଜୟପୁରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହେବାପରେ ଜରୁରୀ ଅବତରଣ କରିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ବିମାନକୁ ଶନିଦଶା ଲାଗିଛି କି? ବୋଲି ଲୋକେ ପ୍ରଶ୍ନ କରିଛନ୍ତି। କାରଣ ୨୦୨୫ ଜୁନ ୧୨ ତାରିଖରେ

ଜମ୍ମୁ-କଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ଜଣେ ଯବାନ ସହିଦ୍, ୨ ଆହତ

ନୂଆଦିଲ୍ଲୀ: ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ନେଲା ଯବାନଙ୍କ ଜୀବନ। ଶୁକ୍ରବାର ଦିନ ଜମ୍ମୁ ଓ କଶ୍ମୀରର ପୁଞ୍ଚରେ ଥିବା ନିୟନ୍ତ୍ରଣ ରେଖା ନିକଟରେ ଏକ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟି ଭାରତୀୟ ସେନାର ଜଣେ ଯବାନ ସହିଦ୍ ହୋଇଛନ୍ତି। ଜାଟ୍ ରେଜିମେଣ୍ଟର ଜଣେ ସୈନିକ (ଅଗ୍ନିବୀର)ଙ୍କ ମୃତ୍ୟୁ ଘଟିଥିବା

ଶାସ୍ତ୍ର ଓ ଶସ୍ତ୍ର ଉଭୟ ଜରୁରୀ : ସିଡିଏସ୍

ନୂଆଦିଲ୍ଲୀ : ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ( ସିଡିଏସ ) ଜେନେରାଲ ଅନିଲ ଚୌହାନ କହିଛନ୍ତି ଯେ 'ଅପରେସନ୍ ସିନ୍ଦୂର' ଏବେ ବି ଚାଲିଛି ଏବଂ ସେନାକୁ ସବୁବେଳେ ସର୍ବାଧିକ ସତର୍କ ସ୍ଥିତିରେ ରହିବାକୁ ପଡିବ। ସେ କହିଛନ୍ତି ଯେ ଯୁଦ୍ଧ ପାଇଁ ଶସ୍ତ୍ର ଏବଂ ଶାସ୍ତ୍ର (ଜ୍ଞାନ) ଉଭୟ ଆବଶ୍ୟକ।

ସର୍ବଦଳୀୟ ବୈଠକରେ ସହମତି: ସୋମବାରଠାରୁ ସୁରୁଖୁରୁରେ ଚାଲିବ ସଂସଦ

ବିହାରରେ ଭୋଟର ତାଲିକା ସଂଶୋଧନ ଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର)କୁ ବିରୋଧ କରି ସଂସଦରେ ଦୁଇଦିନ ଧରି ହଟ୍ଟଗୋଳ ଲାଗି ରହିବା ପରେ ଶୁକ୍ରବାର ସୁଧାର ଆସିଛି। ସର୍ବଦଳୀୟ ବୈଠକରେ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ