Browsing Category

ଦେଶ

ପୁଣେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ମୃତ

ପୁଣେ : ପୁଣେରେ ଘଟିଯାଇଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ଏଥିରେ ୮ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଓ ଦମକଳ ବାହିନୀ ଦୁର୍ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିବା ସହ ଗୁରୁତରଙ୍କୁ ହସ୍ପିଟାଲ ନେଇଛନ୍ତି । ସୂଚନା ଅନୁଯାୟୀ, ଏକ ମାଲ ବୋଝେଇ

ଡିସେମ୍ବର ୬ରେ ୩୨ ସ୍ଥାନରେ ହୋଇଥାନ୍ତା ସିରିଜ୍ ବିସ୍ଫୋରଣ !

ନୂଆଦିଲ୍ଲୀ : ୩୨ଟି କାରରେ ୩୨ଟି ବିସ୍ଫୋରଣ ଯୋଜନା । ଧାର୍ଯ୍ୟ ତାରିଖ ଥିଲା ଡିସେମ୍ବର ୬ । ଦିଲ୍ଲୀ ଲାଲକିଲ୍ଲା ବ୍ଲାଷ୍ଟ ତଦନ୍ତରୁ, ତଦନ୍ତକାରୀ ସଂସ୍ଥାକୁ ଏପରି ସାଂଘାତିକ ତଥ୍ୟ ମିଳିଥିବା କୁହାଯାଉଛି । ନଭେମ୍ବର ୧୦ରେ ଏକ ହ୍ୟୁଣ୍ଡାଇ ଆଇ ୨୦ ଗାଡ଼ିରେ

ଉମର କରିଥିଲା ଦିଲ୍ଲୀ ବିସ୍ଫୋରଣ, DNA ଟେଷ୍ଟରୁ ଜଣାପଡ଼ିଲା ସତ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା । DNA ଟେଷ୍ଟରୁ ଚିହ୍ନଟ ହେଲା ବିସ୍ଫୋରଣକାରୀ । ମାଷ୍ଟର ମାଇଣ୍ଡ ଉମର ନବୀ ବିସ୍ଫୋରଣ କରିଥିଲା । ବିସ୍ଫୋରଣ କରିଥିବା ହ୍ୟୁଣ୍ଡାଇ-i20 କାର୍ ଚଲାଉଥିଲା ଡାକ୍ତର ଉମର ଉନ୍ ନବୀ । ତାଙ୍କ ମାଆଙ୍କ ସହ DNA ଟେଷ୍ଟ

ଅପରାଜିତା ଷଡ଼ଙ୍ଗୀ ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ବର, : ସଂସଦରେ ଆଗତ ସମ୍ବିଧାନ ଅଧିନିୟମ (ସଂଶୋଧନ)-୨୦୨୫, ଜମ୍ମୁ ଓ କାଶ୍ମୀର ପୁନର୍ଗଠନ (ସଂଶୋଧନ) ଅଧିନିୟମ-୨୦୨୫, ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଶାସନ (ସଂଶୋଧନ) ଅଧିନିୟମ-୨୦୨୫ ସମ୍ପର୍କରେ ଅନୁଧ୍ୟାନ ପାଇଁ ଗଠିତ ସଂସଦୀୟ ଯୁଗ୍ମ କମିଟିର ଅଧ୍ୟକ୍ଷା ମନୋନୀତ

ମତଦାନ କେନ୍ଦ୍ରରୁ ମିଳିଲା ଭିଭିପାଟ୍ ସ୍ଲିପ୍, ଘଟଣାସ୍ଥଳରେ ଉତ୍ତେଜନା

ଚମ୍ପାରଣ: ପୂର୍ବ ଚମ୍ପାରଣର ସୁଗୈଲୀରେ ଏକ ମତଦାନ କେନ୍ଦ୍ରରେ ଭିଭିପାଟ୍ ସ୍ଲିପ୍ ମିଳିବାକୁ ନେଇ ହଙ୍ଗାମା ହୋଇଛି। ସୁଗୌଲୀରେ ନିମୁଇୟା ଓ୍ବାର୍ଡ ୧୨ରେ ମତଦାନ କେନ୍ଦ୍ର ସଂଖ୍ୟା ୨୧୯ରେ ନିର୍ବାଚନ ପରେ ବୁଧବାର ସକାଳେ ବିଦ୍ୟାଳୟ ସଫେଇ ସମୟରେ ଭିଭିପାଟ୍ ସ୍ଲିପ୍ ଜମିରେ ପଡିଥିବା ମିଳିଥିଲା।

ସୁସ୍ଥ ହୋଇ ଘରକୁ ଫେରିଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ସ୍ଵତନ୍ତ୍ର ଆମ୍ବୁଲାନ୍ସରେ ତାଙ୍କୁ ବାସଭବନକୁ ନିଆଯାଇଛି। ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ନିଶ୍ୱାସ ପ୍ରଶ୍ଵାସ ନେବାରେ ସମସ୍ୟା ଅନୁଭବ କରିବା ପରେ ନଭେମ୍ବର ୧ ରେ ତାଙ୍କୁ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ସନ୍ଦିଗ୍ଧ ଅଟକ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨  ସନ୍ଦିଗ୍ଧ ଅଟକ । ଏକାଧିକ ତଦନ୍ତକାରୀ ସଂସ୍ଥା ଦ୍ଵାରା ଚାଲିଛି ଜେରା । ଦିଲ୍ଲୀ ଲାଲକିଲା ନିକଟରେ କାର୍ ବିସ୍ଫୋରଣ ଘଟଣାରେ ୧୨ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ତଦନ୍ତ ଦଳ । ସନ୍ଦିଗ୍ଧକୁ ସମସ୍ତ ତଦନ୍ତକାରୀ ଦଳ ଜେରା କରୁଥିବା ସୂଚନା ରହିଛି ।

ପ୍ରକାଶ ପାଇଲା ୟୁପିଏସସି ମୁଖ୍ୟ ପରୀକ୍ଷା ଫଳ, ୨୭୩୬ କୃତକାର୍ଯ୍ୟ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର ଫଳାଫଳ ପ୍ରକାଶ ପାଇଛି। ଏଥିରେ ୨୭୩୬ ପରୀକ୍ଷାର୍ଥି କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ସାକ୍ଷାତକାର ପରୀକ୍ଷାରେ ଅଂଶଗ୍ରହଣ କରିବା ଲାଗି ଚୟନ ହୋଇଛନ୍ତି। ଗତ ଅଗଷ୍ଟ ୨୨ ତାରିଖରୁ ୩୧ ତାରିଖ

ଗୋବିନ୍ଦା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଫଳରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ରାତିରେ ଗୋବିନ୍ଦା ତାଙ୍କ ଘରେ ଅଚେତ ହୋଇଯାଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଅଭିନେତାଙ୍କ ଅନେକ ଡାକ୍ତରୀ

ଭୁଟାନରୁ ଫେରି ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଦିଲ୍ଲୀ ବିସ୍ଫୋରଣରେ ପୀଡିତ ଆହତଙ୍କୁ ଭେଟିଛନ୍ତି । ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଆହତଙ୍କୁ ଭେଟିଛନ୍ତି । ଏହି ହସପିଟାଲରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି