Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମୋମୋ ଗୋଦାମ ଅଗ୍ନିକାଣ୍ଡ ଘଟଣାରେ ମମତା ସରକାରଙ୍କୁ କଡ଼ା ସମାଲୋଚନା କଲେ ଶାହ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଶାଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । କୋଲକତା ମୋମୋ ଗୋଦାମ ଅଗ୍ନିକାଣ୍ଡ ଘଟଣାରେ ମମତା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଶାହ । ଶାହ ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା!-->…
ବେଲୁଚିସ୍ତାନର ୧୦ ସହର ଉପରେ କବଜା କଲା BLA, ୧୦ ପାକ୍ ଜବାନ ମୃତ
ବେଲୁଚିସ୍ତାନ: ବେଲୁଚିସ୍ତାନର ରାଜଧାନୀ କ୍ୱେଟାରେ ବେଲୁଚିସ୍ତାନ ଲିବରେସନ ଆର୍ମି (BLA) ଲଢ଼ୁଆମାନେ ଅନେକ ବଜାରକୁ ନିୟନ୍ତ୍ରଣ କରିଛନ୍ତି । ‘ଦି ବେଲୁଚିସ୍ତାନ ପୋଷ୍ଟ’, X ରେ ପୋଷ୍ଟ କରିଛି ଯେ BLA ଲଢ଼ୁଆମାନେ, ବଜାରଗୁଡ଼ିକୁ କବଜା କରୁଛନ୍ତି । ଏପର୍ଯ୍ୟନ୍ତ, ସେମାନେ!-->…
ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର
ମୁମ୍ବାଇ : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ହେଲେ ସୁନେତ୍ରା ପାୱାର । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା । ଅଜତି ପାୱାରଙ୍କ ବିମାନ ଦୁର୍ଘଟଣାରେ ଜୀବନ ଯିବା ପରେ ଏହି ପଦ ପାଇଁ ସୁନେତ୍ରାଙ୍କୁ ଚୟନ କରାଯାଇଥିଲା । NCP!-->…
ଖଣିରେ ଭୂସ୍ଖଳନ, ଚାଲିଗଲା ୨୦୦ରୁ ଅଧିକ ଜୀବନ
କଙ୍ଗୋ : କଙ୍ଗୋର ପୂର୍ବ ଭାଗରେ ଥିବା ରୁବାୟା କୋଲଟାନ୍ ଖଣିରେ ଏକ ବଡ଼ ଧରଣର ଭୂସ୍ଖଳନ । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ଶ୍ରମିକ ଓ ମହିଳା ମଧ୍ୟ ରହିଛନ୍ତି । ପ୍ରବଳ ବର୍ଷା ଯୋଗୁ ଖଣିର ମାଟି!-->…
ପୁଅ ଜନ୍ମ ନ ହେବାରୁ ସ୍ତ୍ରୀକୁ ମାରି ନଦୀରେ ଫିଙ୍ଗିଲା ସ୍ବାମୀ
ବିହାର : ପୁଅ ପାଇଁ ପତ୍ନୀଙ୍କୁ ହତ୍ୟା କଲା ସ୍ବାମୀ । ବିହାରର ମୁଜାଫରପୁର ଜିଲ୍ଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସିକନ୍ଦରପୁର ଥାନା ଅଞ୍ଚଳର ୧୭ ନମ୍ବର ୱାର୍ଡର ବାଲୁଘାଟ ଗଳି ନମ୍ବର ୩ରେ ପୁଅ ନ ଥିବାରୁ ରାଗରେ ସ୍ୱାମୀ ତାଙ୍କ ଭାଇମାନଙ୍କ ସହିତ ମିଶି ତାଙ୍କ!-->…
ମଧ୍ୟାହ୍ନଭୋଜନ ଖାଇ ୪୫ ଛାତ୍ରଛାତ୍ରୀ ଅସୁସ୍ଥ, ୧୦ ଗୁରୁତର
ତେଲଙ୍ଗାନା : ତେଲଙ୍ଗାନାର କୋନିଜେରଲା ମଣ୍ଡଳରେ ବୋଡିୟାଥାଣ୍ଡା ସରକାରୀ ପ୍ରାଇମେରୀ ସ୍କୁଲରେ ୩୮ ଜଣ ଖାଦ୍ୟ ବିଷାକ୍ତ ହେବାରୁ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଏମାନଙ୍କ ଭିତରେ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣା ସଙ୍ଗାରେଡ୍ଡୀ ଜିଲ୍ଲାର ସରକାରୀ ପ୍ରାଇମେରୀ ସ୍କୁଲରେ!-->…
ଆସନ୍ତାକାଲି କେନ୍ଦ୍ର ବଜେଟ, ସଂସଦରେ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ
ଭୁବନେଶ୍ୱର : ଆସନ୍ତାକାଲି କେନ୍ଦ୍ର ବଜେଟ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ସଂସଦରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବଜେଟ ଉପସ୍ଥାପନ କରିବେ । ନିର୍ମଳା କ୍ରମାଗତ ନବମ ଥର ପାଇଁ ବଜେଟ ଆଗତ କରିବେ । ଅର୍ଥନୀତିରେ ସଂସ୍କାର ଆଣିବା ପାଇଁ କେନ୍ଦ୍ରୀୟ ବଜେଟରେ ବିଭିନ୍ନ!-->…
ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି
ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଗତ ୨୮ ତାରିଖରେ ପୁଣେ ଜିଲ୍ଲାର ବାରାମତୀରେ ବିମାନ ଦୁର୍ଘଟଣାଜନିତ!-->!-->!-->…
ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଜାତିର ପିତା, ଅହିଂସାର ମାର୍ଗଦର୍ଶକ, ଭାରତକୁ ସ୍ୱାଧୀନତା ଦେଇଥିବା ମହାନ୍ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ । ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ!-->…
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୁନେତ୍ରା ପୱାର
ମୁମ୍ବଇ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପତ୍ନୀ ସୁନେତ୍ରା ପୱାର । ଶନିବାର ସନ୍ଧ୍ୟା ୫ଟାରେ ସୁନେତ୍ରା ଶପଥ ନେବେ ।
ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଦାୟିତ୍ଵ ସହ ଅଜିତ ପୱାରଙ୍କ ଦାୟିତ୍ଵରେ ଥିବା ଅବକାରୀ ଏବଂ କ୍ରୀଡ଼ା!-->!-->!-->…