Browsing Category

ଦେଶ

ମାଛ ଧରିବା ପାଇଁ ପୋଖରୀକୁ ଡେଇଁଲେ ରାହୁଲ!

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳର ନେତାମାନେ ଜନସାଧାରଣଙ୍କୁ ପ୍ରଭାବିତ କରିବା ପାଇଁ ସେତିକି ଭିନ୍ନଭିନ୍ନ ଉପାୟମାନ ଅପଣାଉଛନ୍ତି। ଏହି କ୍ରମରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏଥିରେ

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଆଇଆଇଟି କାନପୁର ଦେଲା ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ: ଭାରତୀୟ ପ୍ରଶାସନିକ ସେବାରେ ଉଲ୍ଲେଖନୀୟ ଅବଦାନ, ଉତ୍କୃଷ୍ଟ ପ୍ରଶାସନିକ ଦକ୍ଷତା, ଦେଶ ଓ ଗଣତନ୍ତ୍ରକୁ ସୁଦୃଢ କରିବାର ଅବିସ୍ମରଣୀୟ ଅବଦାନ ପାଇଁ ଆଇଆଇଟି କାନପୁର ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାରଙ୍କୁ Distinguished Alumni Award (DAA)

ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନକୁ ଆଉ କିଛି ଦିନ ବାକି ଥିବାବେଳେ ଶନିବାର ଭୋଜପୁରୀ ଅଭିନେତା ତଥା ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ ମିଳିଥିବା ଜଣାପଡିଛି। ରବି ନିକଟରେ ବିହାରକୁ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯାଇ ଫେରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ରାତିରେ

ବିହାର ବିଧାନସଭା ନିର୍ବାଚନ ହେଉଛି ବିକାଶ ଓ ଜଙ୍ଗଲରାଜ ମଧ୍ୟରେ ଲଢେଇ: ଶାହା

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ଶାସକ ଏନଡିଏ ଓ ବିରୋଧୀ ମହାମେଣ୍ଟ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ବିଜେପି ନେତା ତଥା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଗୋପାଳଗଞ୍ଜରେ ନିର୍ବାଚନ ପ୍ରଚାର ବେଳେ କହିଛନ୍ତି ଯେ ବିହାର ବିଧାନସଭା ନିର୍ବାଚନ ହେଉଛି ବିକାଶ ଓ

ଦଳାଚକଟା ପରେ ଶ୍ରୀକାକୁଲମ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ କାଶୀବୁଗାରେ ଥିବା ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଦଳାଚକଟା ଘଟଣାରେ ୧୦ ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଛି । ଘଟଣା ପରେ ପୋଲିସ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ନେଇ ପ୍ରତିବନ୍ଧକ ଲଗାଇଛି । ଘଟଣାରେ ଅନେକ ଶ୍ରଦ୍ଧାଳୁଙ୍କ ହାଡ଼

ଇତିହାସ ରଚିବ ISRO, ମହାକାଶ ଯିବ ‘ବାହୁବଳୀ’

ନୂଆଦିଲ୍ଲୀ: ଭାରତୀୟ ଅନ୍ତରୀକ୍ଷ ଏଜେନ୍ସି(ISRO) ମହାକାଶ ଜଗତରେ ନୂଆ ଇତିହାସ ରଚିବାକୁ ଯାଉଛି । ଦେଶର ସବୁଠାରୁ ଭାରୀ କମ୍ୟୁନିକେସନ ସାଟେଲାଇଟ୍ LVM3-M5 ଉତକ୍ଷେପଣ ପାଇଁ ISRO ସମସ୍ତ ପ୍ରସ୍ତୁତି ଶେଷ କରିଛି । CMS-3 ଆଜି ସନ୍ଧ୍ୟାରେ ମହାକାଶ କେନ୍ଦ୍ରରୁ ଉତକ୍ଷେପଣ କରାଯିବ ।

ସହଜ ହେଲା ଆଧାର ଅପଡେଟ କରିବା, ଅନଲାଇନରେ ବଦଳାଇ ପାରିବେ ନାମ ଓ ମୋବାଇଲ ନମ୍ବର

ନୂଆଦିଲ୍ଲୀ: ଏଣିକି ଆଧାରର ଏସବୁ ଅପଡେଟ କରିବାକୁ ଯିବାକୁ ପଡିବ ନାହିଁ ଜନସେବା କେନ୍ଦ୍ର | ଘରେ ବସି ଆରାମରେ ଆପଣ ଆଧାର ଅପଡେଟ କରିପାରିବେ | ବାସ୍ତବରେ UIDAI (ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ) ନଭେମ୍ବର ୧ ତାରିଖରୁ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ

ବିହାର ନିର୍ବାଚନ: ରାଲିରେ ଯୋଗଦେଇ କଂଗ୍ରେସ ଏବଂ ଆରଜେଡିକୁ ସମାଲୋଚନା କଲେ ମୋଦୀ

ବିହାର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ଆରାରେ ଏକ ନିର୍ବାଚନୀ ରାଲିରେ କଂଗ୍ରେସ ଏବଂ ଆରଜେଡିକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଅପରେସନ ସିନ୍ଦୂରର ସଫଳତା ଦେଶର ମନୋବଳକୁ ବୃଦ୍ଧି କରିଥିଲା, କିନ୍ତୁ ବିରୋଧୀ ଦଳଗୁଡ଼ିକ ଏଥିରେ ଖୁସି ନଥିଲେ। ସେ କହିଥିଲେ ଯେ କଂଗ୍ରେସ

ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ବଜିରପୁର ଶିଳ୍ପାଞ୍ଚଳରେ ଶନିବାର ଏକ ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀର ୯ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ବିହାର ଥାନା ଅଞ୍ଚଳରେ ଥିବା ଏହି କାରଖାନାରେ ଷ୍ଟିଲ୍ ଆଲୁମିନିୟମ୍ ବାସନ କୁସନ ପ୍ରସ୍ତୁତ ହୁଏ।

ଧର୍ମେନ୍ଦ୍ର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଦେଓଲ ଅସୁସ୍ଥ ହୋଇପଡିଛନ୍ତି। ଗତ ରାତିରେ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି