Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପାକ୍ ସୀମାରେ ସମରାଭ୍ୟାସ ଆରମ୍ଭ କଲା ଭାରତ
ନୂଆଦିଲ୍ଲୀ: ଭାରତର ତିନି ପ୍ରତିରକ୍ଷା ବାହିନୀ ପକ୍ଷରୁ ଗୁରୁବାର ପାକିସ୍ତାନ ସଂଲଗ୍ନ ସୀମାରେ ୧୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମରାଭ୍ୟାସକୁ ‘ତ୍ରିଶୂଳ’ ନାମରେ ନାମିତ କରାଯାଇଛି। ଗୁଜରାଟ ଓ ରାଜସ୍ଥାନରେ!-->…
ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ନିଯୁକ୍ତ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।!-->…
ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ
ମୁମ୍ବଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଉଥିବା ଘଟଣା ଲୋକଲୋଚନକୁ ଆସିଛି। ଏହାକୁ ନେଇ ମୁମ୍ବଇ ପୁଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଇଛି ବୋଲିି!-->…
ବିହାର ନିର୍ବାଚନ: ୧୦୦ ଆସନରେ ପ୍ରଭାବ ପକାଇବ ଏସ୍ଆଇଆର
ପାଟନା: ବିହାର ବିଧାନସଭାର ୨୪୩ ଆସନ ପାଇଁ ଆସନ୍ତା ନଭେମ୍ବର ୬ ଓ ୧୧ରେ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବିଜେପି ନେତୃତ୍ବାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ବାଧୀନ ଇଣ୍ଡି ମେଣ୍ଟ ସମେତ ଅନ୍ୟ ରାଜନୈତିକ ଦଳଗୁଡିକ ପ୍ରଚାର କାର୍ଯ୍ୟକୁ ବ୍ୟାପକ କରିବାରେ!-->…
୧୫୦ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
ଗୁଜରାଟ: ଆଜି ଏକତା ଦିବସ ପାଳୁଛି ଦେଶ । ୧୫୦ତମ ଜୟନ୍ତୀରେ ଲୌହ ମାନବ ସର୍ଦ୍ଦାର ପଟେଲଙ୍କୁ କୃତଜ୍ଞତା ଜଣାଉଛି ଦେଶ । ଗୁଜରାଟରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି!-->…
ଲୋକସଭା ନିର୍ବାଚନରେ ଭୋଟ ଚୋରି କରି ଏନଡିଏ ସରକାର ଗଠନ କରିଛି: ରାହୁଲ
ନାଳନ୍ଦା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରି ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ତାଙ୍କର ସମ୍ପୂର୍ଣ୍ଣ ଶକ୍ତି ଖଟାଇ ଦେଇଛନ୍ତି ବିରୋଧୀ ଦଳ କଂଗ୍ରେସର ନେତା ରାହୁଲ ଗାନ୍ଧୀ। ରାହୁଲ ଲଗାତାର ଦ୍ୱିତୀୟ ଦିନ ପାଇଁ ବିହାର ବିଧାନସଭା ନିର୍ବାଚନ ରାଲି କରିଛନ୍ତି।
ଗୁରୁବାର!-->!-->!-->…
ପଣବନ୍ଦୀ ଥିବା ୧୭ ଶିଶୁ ଉଦ୍ଧାର, ପୁଲିସ ଗୁଳିରେ ୟୁଟ୍ୟୁବର ନିହତ
ମୁମ୍ବଇର ରା’ ଷ୍ଟୁଡିଓରେ ପଣବନ୍ଦୀ ଡ୍ରାମା ଶେଷ ହୋଇଛି। ୩ ଘଣ୍ଟାର ହାଇଡ୍ରାମା ପରେ ପୁଲିସ ଗୁଳିରେ ପିଲାଙ୍କୁ ପଣବନ୍ଦୀ ରଖି ଆତଙ୍କ ସୃଷ୍ଟି କରିଥିବା ଜଣେ ୟୁଟ୍ୟୁବର ରୋହିତ ଆର୍ଯ୍ୟା ନିହତ ହୋଇଛି। ଏହା ସହିତ ସେ ପଣବନ୍ଦୀ ରଖିଥିବା ୧୭ ଶିଶୁଙ୍କୁ ଉଦ୍ଧାର କରାଯାଇଛି।
ଗୁରୁବାର ଉକ୍ତ!-->!-->!-->…
ମୁଜାଫରପୁରରେ ଆରଜେଡି-କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦୀ
ପାଟନା: ବନ୍ଧୁକ, ନିଷ୍ଠୁରତା, ତିକ୍ତତା, କୁଶାସନ, ଦୁର୍ନୀତି ଏହି ପାଞ୍ଚଟି ଶଦ୍ଦର ପ୍ରୟୋଗ କରି ଆରଜେଡି-କଂଗ୍ରେସ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଜି ବିହାରରେ ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ଆରଜେଡି ଏବଂ କଂଗ୍ରେସ ସରକାର ସମୟରେ ହୋଇଥିବା ପାଞ୍ଚଟି କାମର ତାଲିକା!-->…
ପିଓକେରେ ବଢୁଛି ଆତଙ୍କବାଦୀ କାର୍ଯ୍ୟକଳାପ: ଭାରତକୁ ଅନୁପ୍ରବେଶ ଅପେକ୍ଷାରେ ୧୨୦ ଆତଙ୍କବାଦୀ
ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀର ସୀମା ଦେଇ ପାକିସ୍ତାନ ପଟୁ ଭାରତ ମଧ୍ୟକୁ ପ୍ରବେଶ କରିବାକୁ ୧୨୦ ଆତଙ୍କବାଦୀ ସୁଯୋଗ ଅପେକ୍ଷାରେ ଅଛନ୍ତି ବୋଲି ଗୁଇନ୍ଦା ବିଭାଗ ରିପୋର୍ଟରୁ ଜଣାପଡ଼ିଛି। ଗୁଇନ୍ଦା ବିଭାଗର ରିପୋର୍ଟ ଅନୁଯାୟୀ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ଗତ କିଛିଦିନ ହେବ ଆତଙ୍କବାଦୀ!-->…
ଫେବ୍ରୁଆରି ୧୭ରୁ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା
ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) 2026 ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି। ପ୍ରକାଶିତ ତାରିଖ ଅନୁଯାୟୀ, CBSE ଦଶମ ପରୀକ୍ଷା ଫେବୃଆରୀ 17, 2026 ରୁ ଆରମ୍ଭ ହୋଇ ମାର୍ଚ୍ଚ 10, 2026 ପର୍ଯ୍ୟନ୍ତ ଚାଲିବ, ଯେତେବେଳେ କି ଦ୍ୱାଦଶ ପରୀକ୍ଷା!-->…