Browsing Category

ଦେଶ

ଟ୍ରମ୍ପଙ୍କ ଶାନ୍ତି ବୋର୍ଡକୁ ଫ୍ରିଜ୍ ରୁଷୀୟ ସମ୍ପତ୍ତିରୁ ୧ ବିଲିୟନ ଡଲାର ଦେବେ ପୁଟିନ

ମସ୍କୋ: ଇସ୍ରାଏଲ-ପାଲେଷ୍ଟାଇନ ସମସ୍ୟା ସମେତ ବିଶ୍ୱ ବିବାଦର ସମାଧାନ ପାଇଁ ଏକ ନୂତନ ଅନ୍ତର୍ଜାତୀୟ ସଂସ୍ଥା ଶାନ୍ତି ବୋର୍ଡରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆମନ୍ତ୍ରଣର ଜବାବ ଦେଇଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ସେ ଆମେରିକାରେ ଫ୍ରିଜ୍ ହୋଇଥିବା…

ଭାରତ ସହ ପ୍ରତିରକ୍ଷା ଚୁକ୍ତିକୁ ୟୁରୋପୀୟ ସଂଘର ଅନୁମୋଦନ, ଆତଙ୍କବାଦ ବିରୋଧୀ ଲଢ଼େଇରେ ବି ମିଳିବ ସାହାଯ୍ୟ

ନୂଆଦିଲ୍ଲୀ: ୟୁରୋପୀୟ ସଂଘ (ଇୟୁ) ଭାରତ ସହ ନୂତନ ପ୍ରତିରକ୍ଷା ଚୁକ୍ତି (ସୁରକ୍ଷା ଓ ପ୍ରତିରକ୍ଷା ଚୁକ୍ତି)କୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ହେବାକୁ ଥିବା ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଏହା ସ୍ୱାକ୍ଷରିତ ହେବ। ୟୁରୋପୀୟ ସଂଘର ବୈଦେଶିକ ନୀତି ମୁଖ୍ୟ କାଜା…

୨୦୦ ଫୁଟ ଖାଇକୁ ଖସିଲା ସେନା ଗାଡ଼ି, ୧୦ ଯବାନ ସହିଦ

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି । ଘଟଣାରେ ୭ ଜଣ ସୈନିକ ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣାରେ ଭଦ୍ରବାହ-ଚମ୍ବା ଇଣ୍ଟରଷ୍ଟେଟ ରୋଡରେ ଖନ୍ନି ଟପ୍ ରେ ହୋଇଛି । ଖବର…

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର ନିର୍ଦ୍ଦୋଷରେ ଖଲାସ, ଶିଖ ବିରୋଧୀ ହିଂସା ମାମଲାରେ ଥିଲେ ଦୋଷୀ

ନୂଆଦିଲ୍ଲୀ : ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ନିର୍ଦ୍ଦୋଷରେ ଖଲାସ୍ କରିଛି । ଜନକପୁରୀ ଓ ବିକାଶପୁରୀ ଅଞ୍ଚଳରେ ହୋଇଥିବା ହିଂସାକାଣ୍ଡ ସହ ଜଡିତ ଏକ ମାମଲାରେ ଦୋଷମୁକ୍ତ କରିଛନ୍ତି । ଏହି ମାମଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା ।…

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୭ ଶ୍ରମିକ ମୃତ

ଛତିଶଗଡ଼: ଛତିଶଗଡ଼ ବଲୋଦା ବଜାରରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ପ୍ଲାଣ୍ଟର ଡିଏସି କୋଇଲା ଭାଟିରେ ହଠାତ୍ ବିସ୍ଫୋରଣ ହେବା ଯୋଗୁଁ ୭ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି । ବିସ୍ଫୋରଣରେ କିଛି ଶ୍ରମିକ ଆହତ ମଧ୍ୟ ହୋଇଛନ୍ତି । ବିସ୍ଫୋରଣ ସମୟରେ ଶ୍ରମିକ ଆଖପାଖ ଅଞ୍ଚଳରେ ସଫେଇ କାମ…

ବସ-ଟ୍ରକ ଧକ୍କା ହେବା ଯୋଗୁଁ ଲାଗିଲା ନିଆଁ, ୨ ମୃତ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ନନ୍ଦାଲ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଘରୋଇ ବସ୍ ଏବଂ କଣ୍ଟେନର ଲରି ଧକ୍କା ହେବା ଯୋଗୁଁ ୨ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣାରେ ରାତି ୧.୩୦ ମିନିଟରେ ଘଟିଛି ।ଖବର ମୁତାବକ, ନେଲୋରରୁ ହାଇଦ୍ରାବାଦକୁ ଯାଉଥିବା ବସର ଡାହାଣ ଟାୟାର…

ସୁରକ୍ଷା କଥା ଉଠାଇ ଗ୍ରୀନଲାଣ୍ଡ ଉପରେ ଅଧିକାର ଜାହିର କଲେ ଟ୍ରମ୍ପ

ନୂଆଦିଲ୍ଲୀ : ପୁଣି ଗ୍ରୀନଲାଣ୍ଡ ଦାବି ଦୋହରାଇଲେ ଟ୍ରମ୍ପ । ସୁରକ୍ଷା କଥା ଉଠାଇ ଗ୍ରୀନଲାଣ୍ଡ ଉପରେ ଅଧିକାର ଜାହିର କରିଛନ୍ତି ଟ୍ରମ୍ପ । ଆମେରିକା କେବଳ ଗ୍ରୀନଲାଣ୍ଡକୁ ସୁରକ୍ଷା ଦେଇପାରିବ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସ୍ୱିଜରଲାଣ୍ଡର ଡାଭୋସରେ…

ବିଜେପି ନୂଆ ମୁଖିଆଙ୍କ ପ୍ରଥମ ବୈଠକ

ନୂଆଦିଲ୍ଲୀ: ନୂଆ ବିଜେପି ମୁଖିଆ ନୀତିନ ନବୀନଙ୍କ ପ୍ରଥମ ବୈଠକ ଦଳର ମୁଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି । ଏହି ବୈଠକ ତିନୋଟି ଅଧିବେଶନରେ ଅନୁଷ୍ଠିତ ହେଉଛି ।ବିଜେପିର ନବନିଯୁକ୍ତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କର କାର୍ଯ୍ୟକାଳ ଆରମ୍ଭ କରିଛନ୍ତି । ସଂଗଠନ ଏବଂ ନିର୍ବାଚନ…

ଦେଢ଼ଲକ୍ଷ ପାର୍ କଲା ସୁନା ଦର

ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି ।ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର…

ଖାଇକୁ ଖସିଲା ଜିପ୍, ୩ ମୃତ, ୧୨ ଆହତ

ଉଦୟପୁର : ରାଜସ୍ଥାନ ଉଦୟପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉଦୟପୁର ଜିଲ୍ଲା ଆଦିବାସୀ ଅଞ୍ଚଳ କୋଟଡାର ବିଲବନରୁ ଯାଉଥିବା ଏକ ଜିପ୍ ଅନିୟନ୍ତ୍ରିତ ହୋଇ୬୦ ଫୁଟ ଗଭୀର ଖାଇକୁ ଖସିପଡିଛି । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ ଜୀବନ ଚାଲିଯାଇଥବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି ।…