Browsing Category

ଦେଶ

“ମୋଦୀଙ୍କ ଗ୍ୟାରେଣ୍ଟି ଉପରେ ଭରସା କରନ୍ତୁ ନାହିଁ”: ବସ୍ତି ଭଙ୍ଗାକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବସ୍ତି ଭଙ୍ଗାକୁ ବିରୋଧ କରି ଆମ ଆଦମୀ ପାର୍ଟି (ଆପ୍) ଆଜି ଜନ୍ତର ମନ୍ତରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜନ କରିଛି। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଏହି ଅବସରରେ

ପୁରୀ ଦୁର୍ଘଟଣାକୁ ‘ଗମ୍ଭୀର ଚେତାବନୀ’ କହିଲେ ରାହୁଲ ଗାନ୍ଧୀ, ଭିଡ଼ ପରିଚାଳନା ନେଇ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁରୀରେ ଘଟିଥିବା ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି। ସୋସିଆଲ ମିଡିଆ ‘X’ରେ ଏକ ପୋଷ୍ଟ ମାଧ୍ୟମରେ ସେ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।

ପ୍ରବଳ ବର୍ଷା ଯୋଗୁଁ ୨୪ ଘଣ୍ଟା ପାଇଁ ସ୍ଥଗିତ ହେଲା ଚାରିଧାମ ଯାତ୍ରା

ବଡ଼କୋଟ (ଉତ୍ତରାଖଣ୍ଡ): ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଚାରିଧାମ ଯାତ୍ରାକୁ ଆଗାମୀ ୨୪ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି। ଏହି ସମୟରେ ଯମୁନୋତ୍ରୀ ଜାତୀୟ ରାଜପଥ ସମେତ ଅନେକ ପ୍ରମୁଖ ରାସ୍ତା ବନ୍ଦ ରହିଛି।

“ଏ ଦେଶ କାହା ବାପାର ନୁହେଁ”: ୱାକଫ ଆଇନକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ ତେଜସ୍ୱୀ ଯାଦବ

ପାଟନା: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି, "ଏହି ଦେଶ କାହା ବାପାର ନୁହେଁ, ଏହା ଆମ ସମସ୍ତଙ୍କ ହିନ୍ଦୁସ୍ଥାନ।" ପାଟନାର ଗାନ୍ଧୀ ମଇଦାନରେ 'ଇମାରତ-ଏ-ଶରିଆ' ପକ୍ଷରୁ ଆୟୋଜିତ 'ୱାକଫ ବଚାଓ-ଦସ୍ତୁର ବଚାଓ'

ଜାକର୍ତ୍ତା: ଯଦି ପାକିସ୍ତାନ ଭାରତ ଉପରେ ପ୍ରଥମେ ପରମାଣୁ ଆକ୍ରମଣ କରେ, ତେବେ ଭାରତର ଜବାବ କ'ଣ ହେବ? ଏହାର ଏକ ଦୃଢ଼ ଏବଂ ସ୍ପଷ୍ଟ ଉତ୍ତର ଦେଇଛି ଭାରତ। ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଆୟୋଜିତ ଏକ ସେମିନାରରେ ଭାରତୀୟ ନୌସେନାର କ୍ୟାପଟେନ୍ ଶିବ କୁମାର ପଡ଼ୋଶୀ ଦେଶ

ଅହମଦାବାଦ ପ୍ଲେନ କ୍ରାସକୁ ପୂରିନି ମାସେ, ସିନିଅର ଷ୍ଟାଫଙ୍କ ପାର୍ଟି ଭିଡିଓ ଭାଇରଲ

ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ AI171 ର ଦୁଃଖଦ ଦୁର୍ଘଟଣାକୁ ମାସେ ନ ପୂରୁଣୁ ଏକ ଫୁଟେଜ୍ ସାମ୍ନାକୁ ଆସିଛି । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଯେଉଁଥିରେ ଏୟାର ଇଣ୍ଡିଆର ବିମାନବନ୍ଦର ସେବା ଅଧିକାରୀ, AISATSର ବରିଷ୍ଠ ଅଧିକାରୀମାନେ ଏକ ଅଫିସ ପାର୍ଟିରେ

ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆକ୍ସିଅମ୍- ୪ ମିଶନର ଅଂଶ ଭାବରେ ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)ରେ ଅଛନ୍ତି ଭାରତର ଦ୍ୱୀତିୟ ମହାକାଶଚାରୀ ଶୁଭାଂଶୁ। ବୁଧବାର ISSକୁ ଐତିହାସିକ ଯାତ୍ରାରେ ଉଡ଼ାଣ ଭରିଛନ୍ତି। ୪୧

ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ

ଜଣେ ୧୭ ବର୍ଷୀୟା ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ କରାଯାଇଛି। ନାବାଳିକାଙ୍କ ସହିତ ଭିଡିଓ ଶୁଟ୍‌ କରୁଥିବା ଯୁବକ ହିଁ ତାଙ୍କୁ ଦୁଷ୍କର୍ମ କରିଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉତ୍ତରପ୍ରଦେଶର ଗୋରଖପୁର

ପରାଗ ଜୈନ ର’ ମୁଖ୍ୟ ନିଯୁକ୍ତ

ବରିଷ୍ଠ ଭାରତୀୟ ପୁଲିସ ସେବା(ଆଇପିଏସ) ଅଧିକାରୀ ପରାଗ ଜୈନଙ୍କୁ ଭାରତୀୟ ଗୁଇନ୍ଦା ସଂସ୍ଥା ର’ (ଅନୁସନ୍ଧାନ ଓ ବିଶ୍ଳେଷଣ ସଂସ୍ଥା)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ଗତ ମେ ମାସରେ ଆତଙ୍କବାଦ ବିରୋଧରେ ଭାରତର ଅପରେସନ ‘ସିନ୍ଦୂର’ ସମୟରେ ପରାଗ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ

କେରଳ ସ୍କୁଲ୍‌ରେ ଜୁମ୍ବା ନୃତ୍ୟ ନିଷ୍ପତ୍ତିକୁ ମୁସ୍ଲିମ ସମାଜର ତୀବ୍ର ବିରୋଧ

ନୂଆଦିଲ୍ଲୀ: କେରଳ ସରକାରଙ୍କର ନିଶା ନିବାରଣ ଅଭିଯାନର ଏକ ଅଂଶ ଭାବରେ ସ୍କୁଲଗୁଡ଼ିକରେ ନୃତ୍ୟ-ଭିତ୍ତିକ ଫିଟନେସ୍ କାର୍ଯ୍ୟକ୍ରମ ଜୁମ୍ବା ପ୍ରଚଳନ କରିବାକୁ କେରଳ ସରକାର ନିଷ୍ପତ୍ତି ନେଇଛନ୍ତି। ହେଲେ ଏହାକୁ ତୀବ୍ର ବିରୋଧ କରିଛି ରାଜ୍ୟ ମୁସ୍ଲିମ ସମାଜ। ଜୁମ୍ବାରେ କମ୍ ପୋଷାକ ପିନ୍ଧି