Browsing Category

ଦେଶ

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ୪ ମୃତ, ୧୦ ଗୁରୁତର

ମୁମ୍ବାଇ : ଦୀପାବଳି ରାତିରେ ମୁମ୍ବାଇ ୱଶୀରେ ଥିବା ରହେଜା କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି । ନିଆଁ ବିଲିଡିଂର ୧୦ମ ମହଲାରେ ଲାଗିଥିଲା । ଘଟଣା ବିଷୟରେ ଖବର ପାଇଁ ନଭି ମୁମ୍ବାଇ ଅଗ୍ନିଶମ ବିଭାଗ

ଦୀପାବଳିରେ ଗ୍ୟାସ୍ ଚାମ୍ବର ପାଲଟିଲା ରାଜଧାନୀ ଦିଲ୍ଲୀ

ଦିଲ୍ଲୀ: ଦୀପାବଳିରେ ଗ୍ୟାସ୍ ଚାମ୍ବର ବନିଲା ରାଜଧାନୀ ଦିଲ୍ଲୀ । ପ୍ରବଳ ବାଣ ଫୁଟାଇବା ଯୋଗୁଁ ସାରା ଦିଲ୍ଲୀ ଧୂଆଁ ଧୂଆଁ ହୋଇଯାଇଛି । ଦିଲ୍ଲୀ-NCRରେ ଅତି ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି । ଦିଲ୍ଲୀର ଏୟାର କ୍ବାଲିଟି ଇଣ୍ଡେକ୍ସ ୫୩୧କୁ ଖସି ଥିବା ବେଳେ,

ବ୍ରହ୍ମୋସକୁ ବିଶ୍ୱର ସର୍ବୋତ୍ତମ କ୍ଷେପଣାସ୍ତ୍ର ଭାବେ କରାଯାଉଛି ବିବେଚନା, ରେଞ୍ଜରେ ରହିଛି ପୁରା ପାକିସ୍ତାନ

ନୂଆଦିଲ୍ଲୀ: ବ୍ରହ୍ମୋସ ରେଞ୍ଜରେ ରହିଛି ପୁରା ପାକିସ୍ତାନ । ଲକ୍ଷ୍ନୌରୁ ପାକିସ୍ତାନକୁ ଏଭଳି ଚେତାବନୀ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅପରେସନ ସିନ୍ଦୁର ବେଳେ ଯାହା ହୋଇଥିଲା ତାହା କେବଳ ଟ୍ରେଲର ଥିଲା । ଯଦି ପାକିସ୍ତାନ ପୁଣି କୌଣସି ପଦକ୍ଷେପ ନିଏ ତାହେଲେ ବଡ ଫଳ

ଭଗବାନ ରାମଙ୍କ ନଗରୀ ରଚିଲା ଇତିହାସ, ୫୬ଟି ଘାଟରେ ୨୬ଲକ୍ଷରୁ ଅଧିକ ଦୀପ ଲଗାଇ ରେକର୍ଡ

ଅଯୋଧ୍ୟାନଗରୀ: ଭଗବାନ ରାମଙ୍କ ନଗରୀ ରଚିଲା ଇତିହାସ । ୨ଟି ଇତିହାସ ଲକ୍ଷ୍ୟରେ ଅଯୋଧ୍ୟାନଗରୀ । ଆଜି ସନ୍ଧ୍ୟାରେ ଅଯୋଧ୍ୟାର ୫୬ଟି ଘାଟରେ ୨୬ଲକ୍ଷରୁ ଅଧିକ ଦୀପ ଲଗାଇ ରେକର୍ଡ ଲକ୍ଷରେ ଅଯୋଧ୍ୟା । ଡ୍ରୋନ ସାହାଯ୍ୟରେ ଦୀପ ଗଣୁଛନ୍ତି ଗିନିଜବୁକ ଟିମ୍ । ଏପଟେ କାଲି ସୂର୍ଯ୍ୟ ଆଳତୀ ବେଳେ

ଦୀପାବଳି ପାଇଁ ସମସ୍ୟାରେ ଫସିଛନ୍ତି ଇଟାଲୀରୁ ଦିଲ୍ଲୀ ଫେରୁଥିବା ଯାତ୍ରୀ, ଏୟାର ଇଣ୍ଡିଆ ବିମାନ ବାତିଲ

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ବିମାନ ଯାତ୍ରୀଙ୍କୁ ବଡ଼ ଝଟକା । ଫଳରେ ସମସ୍ୟାରେ ଫସିଛନ୍ତି ଅନେକ ଯାତ୍ରୀ । ଇଟାଲୀ ମିଲାନରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନ ଶୁକ୍ରବାର ବାତିଲ କରାଯାଇଛି । ଦୀପାବଳି ଯୋଗୁଁ ଅନେକ ଯାତ୍ରୀ ହଇରାଣ ହୋଇଛନ୍ତି । ଏୟାର ଇଣ୍ଡିଆ ବିମାନ ନମ୍ବର

ଛଟ୍ ପୂଜା ପାଇଁ ଘରକୁ ଫେରୁଥିବା ବେଳେ ଟ୍ରେନରୁ ଖସିପଡିଲେ ୩ ଯାତ୍ରୀ, ୨ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ରର ନାସିକ ରୋଡ୍ ରେଳ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ଛଟ ପୂଜା ପାଇଁ ଘରକୁ ଫେରୁଥିବା ତିନି ଜଣ ଯାତ୍ରୀ ଟ୍ରେନ୍ରୁ ଛିଟିକି ପଡିବାର ଦୁଇଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଜଣେ ଗୁରୁତର ଆହତ ହୋଇଥିଲେ । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏକ

ଦୀପ ଜାଳିବାରେ ଅଯଥା ଟଙ୍କା ଖର୍ଚ୍ଚ କରନାହିଁ: ଅଖିଳେଶ

ନୂଆଦିଲ୍ଲୀ: ଦୀପାବଳିରେ ଦୀପ ଏବଂ ମହମବତୀ ଜଳାଇବା ସମ୍ପର୍କରେ ଅଖିଳେଶ ଯାଦବଙ୍କ ବୟାନକୁ ନେଇ ଆଲୋଚନା ଜୋର ଧରିଛି | ବିଜେପି ନେତାମାନେ ଏସପି ଅଧ୍ୟକ୍ଷଙ୍କୁ କଡା ଟାର୍ଗେଟ କରିଛନ୍ତି। ଆଜି ବରିଷ୍ଠ ବିଜେପି ନେତା ମୁଖତାର ଆବାସ ନକଭି କହିଛନ୍ତି ଯେ ଦୀପାବଳିରେ ଦୀପ ନ ଜଳାଇବା ବିଷୟରେ

ମୁନୀରଙ୍କ ଧମକର କଡ଼ା ଜବାବ ଦେଲେ ରାଜନାଥ

ନୂଆଦିଲ୍ଲୀ: ତାଲିବାନଠାରୁ ନିର୍ମମଭାବେ ପରାସ୍ତ ହୋଇ ରକ୍ତମୁଖା ହୋଇପଡ଼ିଛନ୍ତି ପାକିସ୍ତାନ ସେନାମୁଖ୍ୟ ତଥା ଫିଲଡ ମାର୍ସାଲ ଅସୀମ ମୁନୀର । କିନ୍ତୁ ତାଲିବାନ ବଦଳରେ ସେ ଭାରତକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ପାକିସ୍ତାନ କେବେ ବି ନଇଁବ ନାହିଁ । ଯେକୌଣସି ଦୁଃସାହସର ଦୃଢ ଜବାବ

ଟ୍ରମ୍ପଙ୍କ ଶୁଳ୍କ ଯୁଦ୍ଧ ସହ ଜିଏସଟି ସଂସ୍କାରର କୌଣସି ସଂପର୍କ ନାହିଁ: ସୀତାରମଣ

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର କହିଛନ୍ତି ଯେ ଜିଏସଟି (GST) ହ୍ରାସର ପ୍ରଭାବ ସାଧାରଣ ଜନତାଙ୍କ ଉପରେ ପଡିଛି। ତେବେ ସରକାର ୫୪ଟି ସାମଗ୍ରୀର ଦର ଉପରେ ନଜର ରଖିଛନ୍ତି, ଯେପରିକି ଦର ହ୍ରାସର ସୁଫଳ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚିବ । ଶନିବାର ଅନୁଷ୍ଠିତ ଏକ

ଭାରତୀୟ ସେନାରେ ସାମିଲ ହେଲା ୧୧୩ଟି ଇଲେକ୍ଟ୍ରିକ୍ ବସ୍

ନୂଆଦିଲ୍ଲୀ: ଭାରତୀୟ ସେନାରେ ସାମିଲ ହେଲା ୧୧୩ଟି ଇଲେକ୍ଟ୍ରିକ୍ ବସ୍। ଯାହାକି ସେନାଙ୍କ ପାଇଁ ଏହା ଏକ ବଡ଼ ପଦକ୍ଷେପ। ଭାରତୀୟ ସେନା ୧୭ ଅକ୍ଟୋବର ୨୦୨୫ରେ JBM ଅଟୋ ଲିମିଟେଡ୍ ସହିତ ଏକ ଚୁକ୍ତି ସ୍ୱାକ୍ଷର କରିଥିଲା, ଯାହାର ମୂଲ୍ୟ ₹୧୩୦.୫୮ କୋଟି ଥିଲା। ଏହା ସେନାର ପ୍ରଥମ ଏପରି