Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଜଳିଗଲା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟ
ନୂଆଦିଲ୍ଲୀ : ଦିଲ୍ଲୀରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସାଂସଦ ରହୁଥିବା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ନିଆଁ ଲାଗି ବହୁ ଗାଡି ପୋଡି ପାଉଁଶ ହୋଇଯାଇଛି। ଏପରିକି ଆପାର୍ଟମେଣ୍ଟରେ ରହୁଥିବା କିଛି ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଏହି ଆପର୍ଟମେଣ୍ଟରେ ଅନେକ ରାଜ୍ୟସଭା ସାଂସଦ ରୁହନ୍ତି।!-->…
ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ ଶେଷ, ତେଜସ୍ୱୀ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
ପାଟନା: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଶେଷ ହୋଇଛି। ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିଲା। ଶାସକ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ଅଂଶୀଦାର ଦଳଗୁଡିକ ଆସନ ବୁଝାମଣା ଆଧାରରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରଥମ ପର୍ଯ୍ୟାୟ!-->…
ଗରିବ ରଥ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜଳିଗଲା ୩ଟି ବଗି
ନୂଆଦିଲ୍ଲୀ: ଶନିବାର ସକାଳେ ଅର୍ଥାତ୍ ଆଜି ଲୁଥିଆନାରୁ ଦିଲ୍ଲୀ ଯାଉଥିବା ଗରିବ ରଥ ଏକ୍ସପ୍ରେସ ଟ୍ରେନରେ ଘଟିଛି ଅଗ୍ନିକାଣ୍ଡ । ଜଳିଗଲା ଟ୍ରେନର ତିନୋଟି ଏସି ବଗି । ସିରହିନ୍ଦ ରେଳ ଷ୍ଟେସନରୁ ଅମ୍ବାଲା ଅଭିମୁଖେ ପ୍ରାୟ ଅଧ କିଲୋମିଟର ଦୂରରେ ଥିବା ସମୟରେ ଏହି ଘଟଣା ଘଟିଛି ।
!-->!-->!-->…
BSNLର ଦିୱାଲି ଅଫର, ୧ ଟଙ୍କାରେ କଥା ହେବେ ମନ ଇଛା, ଦିନକୁ ପୁଣି 2GB ଡାଟା
ନୂଆଦିଲ୍ଲୀ: ଆସିଲା ଦମଦାର ଦିୱାଲି ଅଫର୍ । ମୋବାଇଲ ୟୁଜରଙ୍କ ପାଇଁ ବଡ ସୁଯୋଗ । ୧ ଟଙ୍କାରେ ପାଆନ୍ତୁ ଅନଲିମିଟେଡ୍ କଲ୍, ଡେଲି 2GB ଡାଟା । ମାସେ ଯାଏଁ ସବୁ ଫ୍ରି । ଦୀପାବଳି ପାଇଁ ଦେଶର ସରକାରୀ ଟେଲିକମ୍ କମ୍ପାନୀ BSNL ଆଣିଛି ଏମିତି ଦମଦାର ଅଫର୍ ସୁଯୋଗ ଆଣିଦେଇଛି । ୧ ଟଙ୍କାରେ!-->…
ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ପ୍ରଲୋଭନର ଗତିବିଧିରେ ଲାଗିବ ରୋକ୍
ନୂଆଦିଲ୍ଲୀ: ଆଗାମୀ ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ଏବଂ ଅନ୍ୟାନ୍ୟ ପ୍ରଲୋଭନର ଗତିବିଧିକୁ ରୋକାଯିବ। ଏଥିଲାଗି ଭାରତ ନିର୍ବାଚନ ଆୟୋଗ(ଇସିଆଇ) ପ୍ରବର୍ତ୍ତନ ସଂସ୍ଥାଗୁଡ଼ିକର ମୁଖ୍ୟଙ୍କ ସହିତ ଶୁକ୍ରବାର ବୈଠକ କରି ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି।
ଇସିଆଇଙ୍କ ପକ୍ଷରୁ!-->!-->!-->…
ବିହାର ବିଧାନସଭା ନିର୍ବାଚନ: ପରସ୍ପର ବିରୋଧରେ ପ୍ରାର୍ଥୀ ଦେଲେ କଂଗ୍ରେସ-ଆରଜେଡି
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନର ଶେଷ ଦିନ ଆଜି ଥିବାବେଳେ ବହୁ ସଂଖ୍ୟକ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ, ମହାଗଠବନ୍ଧନ ମଧ୍ୟରେ ଆସନ ବଣ୍ଟନ ସମ୍ପର୍କରେ ଚୂଡ଼ାନ୍ତ ଚିତ୍ର ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ। କିଛି!-->…
ଜୁବଲି ହିଲ୍ସ ବିଧାନସଭା ଉପନିର୍ବାଚନ: କଂଗ୍ରେସକୁ ସମର୍ଥନ ଦେଲେ ଓୱେସି
ହାଇଦ୍ରାବାଦ: ତେଲେଙ୍ଗାନାରେ ଜୁବଲି ହିଲ୍ସ ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ( Congress) ପ୍ରାର୍ଥୀ ନବୀନ ଯାଦବ ଶୁକ୍ରବାର ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଥିଲେ। ତାଙ୍କ ସହିତ ଦଳର ବରିଷ୍ଠ ନେତା ଏବଂ ପୂର୍ବତନ କ୍ରିକେଟର ମହମ୍ମଦ ଆଝାରୁଦ୍ଦିନ ଉପସ୍ଥିତ ଥିଲେ, କିନ୍ତୁ ସବୁଠାରୁ!-->…
ଶତ୍ରୁ ପାଇଁ କାଳ Tejas Mk-1A ଲଢ଼ୁଆ ବିମାନ, ପ୍ରଥମ ଉଡ଼ାଣ ସଫଳ
ନୂଆଦିଲ୍ଲୀ : ଭାରତର ସ୍ବଦେଶୀ ଲଢୁଆ ବିମାନ ତେଜସ୍ ନାସିକ ହାଲ୍ କାରଖାନାରେ ନିର୍ମିତ ହୋଇଛି । Tejas Mk-1A ଲଢ଼ୁଆ ବିମାନର ଲୋକାର୍ପଣ ଏବଂ ଏହାର ସଫଳ ଉଡ଼ାଣ ହୋଇଛି । ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗ ଦେଇଛନ୍ତି । ପ୍ରତିରକ୍ଷା କ୍ଷେତ୍ରରେ!-->…
୭୦୦ ବିଲିଅନ ଡଲାର ତଳକୁ ଖସିଲା ଭାରତର ବିଦେଶୀ ମୁଦ୍ରା ଭଣ୍ଡାର
ନୂଆଦିଲ୍ଲୀ: ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ୭୦୦ ବିଲିଅନ ଡଲାର ତଳକୁ ଖସି ଆସିଛି। ଅକ୍ଟୋବର ୩ ତାରିଖରେ ଶେଷ ହୋଇଥିବା ସପ୍ତାହ ସୁଦ୍ଧା ମୁଦ୍ରା ଭଣ୍ଡାର ୨୭୬ ମିଲିଅନ ଡଲାର ହ୍ରାସ ପାଇ ୬୯୯.୯୬ ବିଲିଅନ ଡଲାରରେ ପହଞ୍ଚିଥିଲା ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ସୂଚନା!-->…
ସବୁଠୁ ଶକ୍ତିଶାଳୀ ସିଙ୍ଗାପୁର ପାସପୋର୍ଟ : ୮୫ତମ ସ୍ଥାନରେ ଭାରତ
ଲଣ୍ଡନ: ହେନଲି ପାସପୋର୍ଟ ସୂଚକାଙ୍କ ପକ୍ଷରୁ ଚଳିତବର୍ଷ ପାଇଁ ବିଭିନ୍ନ ଦେଶର ପାସପୋର୍ଟ ତାଲିକା ଜାରି କରାଯାଇଛି। ତଦନୁଯାୟୀ ସିଙ୍ଗାପୁର ପାସପୋର୍ଟ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ସବୁଠୁ ଶକ୍ତିଶାଳୀ ପାସପୋର୍ଟ ଭାବେ ମାନ୍ୟତାଲାଭ କରିଛି। ସିଙ୍ଗାପୁର ପାସପୋର୍ଟଧାରୀ ବ୍ୟକ୍ତି ବିନା!-->…