Browsing Category

ଦେଶ

ଗୁଜରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ, ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ହର୍ଷ ସାଙ୍ଘଭୀ

ଗୁଜରାଟ : ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱରେ ନୂଆ କ୍ୟାବିନେଟ ଗଠନ ହୋଇଛି । ନୂଆ କ୍ୟାବିନେଟ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ଗାନ୍ଧିନଗରର ମହାତ୍ମା ମନ୍ଦିରରେ ହୋଇଛି । ନୂଆ ମନ୍ତ୍ରିମଣ୍ଡଳ ପୁନର୍ଗଠନ ହୋଇଛି । ହର୍ଷ ସାଙ୍ଘଭୀ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ

ଋଷ ଠାରୁ ତେଲ କିଣା ପ୍ରସଙ୍ଗ ଉପରେ ଟ୍ରମ୍ପଙ୍କୁ ଜବାବ ଦେଲା ଭାରତ

ନୂଆଦିଲ୍ଲୀ: ଋଷ ଠାରୁ ତେଲ କିଣା ପ୍ରସଙ୍ଗ ଉପରେ ଜବାବ ରଖିଲା ଭାରତ । ଟ୍ରମ୍ପଙ୍କ ଦାବିକୁ ନେଇ କେନ୍ଦ୍ର ସରକାର କହିଲେ ଦେଶର ଉପଭୋକ୍ତାଙ୍କ ସ୍ୱାର୍ଥରକ୍ଷାକୁ ଦିଆଯିବ ଅଗ୍ରାଧିକାର । ହଁ ଦର୍ଶକବନ୍ଧୁ, ପୁଣି ଆମେରିକା ରାଷ୍ଟ୍ରପତିଙ୍କର ବିଭ୍ରାନ୍ତିକର ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ

ଲାଞ୍ଚ ନେଇ ସିବିଆଇ ହାତରେ ଧରା ପଡ଼ିଲେ ଡିଆଇଜି

ଚଣ୍ଡିଗଡ଼ : ପଞ୍ଜାବ ପୁଲିସର (Punjab police) ଜଣେ ଡିଆଇଜି ଲାଞ୍ଚ ନେଇ ସିବିଆଇ (CBI) ହାତରେ ଧରା ପଡ଼ିଛନ୍ତି । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ମାସକୁ ୫ ଲକ୍ଷ ଟଙ୍କା ନେଉଥିବାବେଳେ ସିବିଆଇ ତାଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ପଞ୍ଜାବ ପୁଲିସର ରେଞ୍ଜର ଡେପୁଟି

ମୋବାଇଲ୍ ଗେମ୍ ଖେଳୁଥିବା ବେଳେ ବାଳକଙ୍କ ମୃତ୍ୟୁ

ଲକ୍ଷ୍ମୌ: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମୋବାଇଲ୍ ଗେମ୍ ଖେଳୁଥିବା ସମୟରେ ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ପିଲାର ପରିବାରଲୋକଙ୍କ କହିବା ଅନୁଯାୟୀ, ବିବେକ ଫ୍ରି ଫାୟାର ଗେମ୍ ଖେଳିବାରେ ଅଭ୍ୟସ୍ତ ଥିଲା। ଗତବୁଧବାର ଦିନ ସେ ଲଗାତାର

ଆତ୍ମସମର୍ପଣ କଲେ ୧୭୦ ମାଓବାଦୀ

ଛତିଶଗଡ଼: ଛତିଶଗଡ଼ ପୁଲିସ ନିକଟରେ ୧୭୦ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏତେ ସଂଖ୍ୟକ ମାଓବାଦୀ ସଂଗଠନ ଛାଡ଼ି ମୁଖ୍ରସ୍ରୋତରେ ସାମିଲ ହେବାକୁ ଆଗେଇ ଆସିବା ସୁରକ୍ଷା ବାହିନୀ ପାଇଁ ବଡ଼ ସଫଳତା ବୋଲି କୁହାଯାଉଛି। ଦଣ୍ଡକାରଣ୍ୟ ଜଙ୍ଗଲରେ ସକ୍ରିୟ ଥିବା ଏହି ମାଓବାଦୀଙ୍କ ସଂଗଠନର ଟପ୍ ନେତା

୨୮ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ୫ଟି ଷ୍ଟେସନରେ ମିଳିବନି ପ୍ଲାଟଫର୍ମ ଟିକେଟ

ନୂଆଦିଲ୍ଲୀ : ପାର୍ବଣ ଋତୁରେ ବଢୁଥିବା ଭିଡକୁ ନଜରରେ ରଖି ଭାରତୀୟ ରେଳ ଦିଲ୍ଲୀର ୫ ମୁଖ୍ୟ ଷ୍ଟେସନରେ ପ୍ଲାଟଫର୍ମ ଟିକେଟ ବିକ୍ରି ୨୮ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହି ନିୟମ ତତ୍କାଳ ପ୍ରଭାବରେ ଲାଗୁ କରାଯାଇଛି। ରେଳ କହିଛି କି ଯାତ୍ରୀଙ୍କ ସୁରକ୍ଷା ଓ ଭିଡ

ଇସ୍ତଫା ଦେଲେ ଗୁଜରାଟର ସବୁ ମନ୍ତ୍ରୀ, ଆସନ୍ତାକାଲି ହେବ ମନ୍ତ୍ରିମଣ୍ଡଳ ପୁନର୍ଗଠନ

ଗୁଜରାଟ : ଗୁଜରାଟ ରାଜନୀତିରେ ହଲଚଲ । ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ଛାଡ଼ି ରାଜ୍ୟର ମୋଟ ୧୬ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ସବୁ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବାର ସୂଚନା ରହିଛି । ଆସନ୍ତକାଲି ୧୧ଟା

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ସାଙ୍ଗ ମୃତ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏକ ସ୍କର୍ପିଓ ମୁହାଁମୁହିଁ ଧକ୍କା ହେବା ଫଳରେ ନିଆଁ ଲାଗିବାରୁ ୪ ଜଣ ସାଙ୍ଗ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ବୁଧବାର

ବିପଜ୍ଜନକ ସ୍ତରରେ ପ୍ରଦୂଷଣ ସ୍ତର, ରାଜଧାନୀରେ କ୍ଲାଉଡ୍ ସିଡିଂ ପାଇଁ ପ୍ରସ୍ତୁତି ଶେଷ

ଦିଲ୍ଲୀ: ସମସ୍ତ ଚେଷ୍ଟା ପରେ ବି ପ୍ରଦୂଷଣର ମାତ୍ରା କମିବାର ନା ନେଉନି । ଏଥର ଦୀପାବଳି ପୂର୍ବରୁ ହିଁ ଦିଲ୍ଲୀର ବାୟୁ ବିଷାକ୍ତ ହୋଇଯାଇଛି । ରାଜଧାନୀ ଦିଲ୍ଲୀର ଅନେକ ଅଞ୍ଚଳରେ ପ୍ରଦୂଷଣ ସ୍ତର ବିପଜ୍ଜନକ ସ୍ତରରେ ପହଞ୍ଚିଛି । ବିଶେଷଜ୍ଞମାନେ କହିଛନ୍ତି ଯେ ଗାଡ଼ି ଗୁଡ଼ିକରୁ ବାହାରୁଥିବା

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଜେଡିୟୁ

ବିହାର : ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଜେଡିୟୁ । ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ମଙ୍ଗଳବାର ଦିନ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ୫୭ ଜଣ