Browsing Category

ଦେଶ

ଆଖି ବୁଜିଲେ ମହାଭାରତର ‘କର୍ଣ୍ଣ’

ମୁମ୍ବାଇ: ବଲିଉଡ ଅଭିନେତା ତଥା ମହାଭାରତର ପ୍ରସିଦ୍ଧ କର୍ଣ୍ଣ ଭୂମିକାରେ ଅଭିନୟ କରିଥିବା ପଙ୍କଜ ଧୀରଙ୍କ ଆଜି ପରଲୋକ ହୋଇଛି । ବି.ଆର ଚୋପ୍ରାଙ୍କ ମହାଭାରତରେ କର୍ଣ୍ଣଙ୍କ ସ୍ମରଣୀୟ ଚରିତ୍ର ପାଇଁ ଘରେ ଘରେ ପରିଚିତ ହୋଇଥିଲେ ପଙ୍କଜ । ମିଳିଥିବା ସୂଚନା ଅନୁସାରେ ଗତ କିଛି ଦିନ ହେବ ସେ

ବିଜ୍ଞାପନ ପାଇଁ ପ୍ରାକ୍‌ ଅନୁମତି ଜରୁରୀ: ନିର୍ବାଚନ କମିସନଙ୍କ ମାର୍ଗଦର୍ଶିକା

ନୂଆଦିଲ୍ଲୀ: ଆସନ୍ତା ନଭେମ୍ବରରେ ବିହାର ବିଧାନସଭା ନିର୍ବାଚନ ସମେତ ୭ ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିିପ୍ରେକ୍ଷୀରେ ନିର୍ବାଚନ କମିସନ (ଇସି)ଙ୍କ ପକ୍ଷରୁ ମଙ୍ଗଳବାର ସବୁ ପଞ୍ଜିକୃତ ରାଜନୈତିକ ଦଳ ଏବଂ ପ୍ରାର୍ଥୀଙ୍କ ପାଇଁ ସାନି

ଦିଲ୍ଲୀବାସୀଙ୍କୁ ସୁପ୍ରିମକୋର୍ଟଙ୍କ ଉପହାର, ଦିଲ୍ଲୀରେ ସବୁଜ ବାଣକୁ ଅନୁମତି

ନୂଆଦିଲ୍ଲୀ : ଦିଲ୍ଲୀବାସୀଙ୍କ ଆଶଙ୍କାକୁ ଦୂର କଲେ ସୁପ୍ରିମକୋର୍ଟ । ଦିଲ୍ଲୀରେ ସବୁଜ ବାଣକୁ ମିଳିଲା ଅନୁମତି । କୋର୍ଟ ଦିଲ୍ଲୀ-ଏନସିଆରରେ ସବୁଜ ବାଣ ବିକ୍ରୟ ଉପରେ ପ୍ରତିବନ୍ଧକ ଉଠାଇ ଦେଇଛନ୍ତି ଏବଂ ବାଣ ଫୁଟାଇବାକୁ ମଧ୍ୟ ଅନୁମତି ଦେଇଛନ୍ତି । ପ୍ରଧାନ ବିଜାରପତି ଜଷ୍ଟିସ ବିଆର

ମହିଳାମାନଙ୍କୁ ଯୋଗୀଙ୍କ ଦୀପାବଳି ଭେଟି, ମାଗଣାରେ ମିଳିବ ଏଲପିଜି ସିଲିଣ୍ଡର

ଲକ୍ଷ୍ନୌ : ଦୀପାବଳିରେ କୋଟି କୋଟି ମହିଳାଙ୍କୁ ଖୁସି ଖବର ଦେବେ ସରକାର । ମହିଳା ଓ ଯୁବତୀଙ୍କୁ ମାଗଣାରେ ଗ୍ୟାସ୍ ସିଲିଣ୍ଡର ଯୋଗାଇବେ । ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଲୋକଭବନରେ ଆୟୋଜିତ ଏକ ସମାରୋହରେ ମାଗଣା ଏଲପିଜି ସିଲିଣ୍ଡର

ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ ରବି ନାୟକଙ୍କ ପରଲୋକ

ପଣାଜୀ : ଗୋଆର କୃଷି ମନ୍ତ୍ରୀ ତଥା ପୂର୍ବ ମୁଖ୍ୟମନ୍ତ୍ରୀ ରବି ନାୟକଙ୍କ ହାର୍ଟଆଟାକରେ ପରଲୋକ ହୋଇଛି । ୭୯ ବର୍ଷ ବୟସରେ ତାଙ୍କ ବାସଭବନରେ ହାର୍ଟଆଟାକ ହେବା ଯୋଗୁଁ ତାଙ୍କ ଜୀବନ ଚାଲିଯାଇଛି । ତାଙ୍କୁ ଏକ ପ୍ରାଇଭେଟ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ତାଙ୍କର ରାତି ୧

୭୦୦ ଘାତକ କ୍ଷେପଣାସ୍ତ୍ର କିଣିବ ବାୟୁସେନା

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଯୁଦ୍ଧ ବିମାନ ପାଇଁ ୭୦୦ଟି ସ୍ୱଦେଶୀ ଭାବରେ ବିକଶିତ ଅସ୍ତ୍ର ମାର୍କ ୨ କ୍ଷେପଣାସ୍ତ୍ର କିଣିବାକୁ ଯୋଜନା କରୁଛି। ଏହି କ୍ଷେପଣାସ୍ତ୍ରଗୁଡ଼ିକ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ | ଏହା ଏୟାର ଟୁ ଏୟାର କ୍ଷେପଣାସ୍ତ୍ର ଶ୍ରେଣୀରେ

ବିଷ ଇଞ୍ଜେକ୍ସନ ଦେଇ ପତ୍ନୀହନ୍ତା ସାଜିଲା ସ୍ବାମୀ

ବେଙ୍ଗାଲୁରୁ: ଡାକ୍ତରଙ୍କୁ ଲୋକ ଦ୍ବିତୀୟ ଈଶ୍ବର ବୋଲି ମାନନ୍ତି। ହେଲେ ବେଳେ ବେଳେ ସେହି ଡାକ୍ତରମାନେ ସୈତାନ ପାଲଟି ଯାଆନ୍ତି। ନିଜର ସ୍ବାର୍ଥ ପାଇଁ କାହାର ଜୀବନ ନେବାକୁ ବି ପଛାନ୍ତି ନାହିଁ। ଏହାଠାରୁ ଅଧିକ ଦୁଃଖଦ କଥା ଆଉ କ’ଣ ହୋଇପାରେ? ବେଙ୍ଗାଲୁରୁରେ ଜଣେ ଡାକ୍ତରଙ୍କ

ମୃତ୍ୟୁ ଦଣ୍ଡ ଲାଗି ଫାଶୀ ବଦଳରେ ଘାତକ ଇଞ୍ଜେକସନ୍ ବ୍ୟବହାର କରାଯାଇପାରିବ ନାହିଁ କାହିଁକି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୃତ୍ୟୁଦଣ୍ଡାଦେଶ ହୋଇଥିବା କଏଦୀଙ୍କ ପାଇଁ ମୃତ୍ୟୁଦଣ୍ଡର ପଦ୍ଧତି ଭାବରେ ଘାତକ ଇଞ୍ଜେକ୍ସନ ବ୍ୟବହାର କରିବାକୁ ସରକାରଙ୍କ ବିରୋଧ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। କୋର୍ଟ କହିଛନ୍ତି ଯେ, ସରକାର ସମୟ ସହିତ ଖାପ ଖୁଆଇବାକୁ ଇଚ୍ଛୁକ ନୁହନ୍ତି। ମୃତ୍ୟୁଦଣ୍ଡକୁ ଘାତକ

ଦୁର୍ଗାପୁର ଗଣଦୁଷ୍କର୍ମ ମାମଲା: ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଗିରଫ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସ। ଛାତ୍ରୀଙ୍କୁ ରାତିରେ ହଷ୍ଟେଲରୁ ବାହାରକୁ ଆସିବା ଲାଗି ପ୍ରବର୍ତ୍ତାଇବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ

ଦୁର୍ଗାପୁର ଜଙ୍ଗଲରେ କ୍ରାଇମ୍‍ ସିନ୍‍ ରିକ୍ରିଏସନ୍‍

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଖୋଳତାଡ ଜାରି ରଖିଛି ଦୁର୍ଗାପୁର ପୁଲିସ । ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରାଉଚରା କରାଯିବା ପରେ ଆଜି ପୁଲିସ କ୍ରାଇମ ସିନ୍‍ ରିକ୍ରିଏସନ୍‍ କରୁଛି । ଜଣେ ଅଭିଯୁକ୍ତକୁ ଧରି ଦୁର୍ଗାପୁର