Browsing Category

ଦେଶ

ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ । ଆଜିକୁ ୩୦ ଦିନ ତଳେ ଦୁଇ ଦେଶ ମଧ୍ୟରେ ହୋଇଥିଲା ଅସ୍ତ୍ରବିରତି ଘୋଷଣା । ମେ ୧୦ ତାରିଖ ଦିନ ସଂଧ୍ୟାରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣା ହୋଇଥିଲା । ପହଲଗାମରେ ଆତଙ୍କୀ ହମଲା ପରେ ଭାରତ ପକ୍ଷରୁ ହୋଇଥିବା ଅପରେସନ

ହରିୟାଣା ଜମି ଦୁର୍ନୀତି: ଇଡିରେ ହାଜର ହେଲେ ନି ରବର୍ଟ ଭଦ୍ରା, ପୁଣି ସମନ କଲା ଇଡି

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ତଥା ବଶିଷ୍ଟ ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଥିତ ହରିୟାଣା ଜମି ଦୁର୍ନୀତିରେ ପଚରାଉଚରା ପାଇଁ ଆଜି ଇଡ଼ି ଭଦ୍ରାଙ୍କୁ ହାଜର ହେବାକୁ ନୋଟିସ କରିଥିଲା । କିନ୍ତୁ ଭଦ୍ରା ଅସୁସ୍ଥତା ଦର୍ଶାଇ

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌: ଦେଶରେ ୨୪ ଘଣ୍ଟାରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୬, ୪୯୧ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି

ସମୁଦ୍ର ଭିତରେ କଣ୍ଟେନର୍ ଭର୍ତ୍ତି ଜାହାଜରେ ବିସ୍ଫୋରଣ : ୪ କ୍ରିଉ ସଦସ୍ୟ ନିଖୋଜ,୧୮ ଜଣ ଉଦ୍ଧାର

କୋଚି : କେରଳ ଉପକୂଳ ନିକଟରେ ସିଙ୍ଗାପୁର ପତାକା ଲାଗିଥିବା ଏକ ଜାହାଜରେ ବିସ୍ଫୋରଣ ହୋଇଥିବା ଖବର ଆସିଛି। କେରଳ ଉପକୂଳରେ ସମୁଦ୍ର ଭିତରେ ସିଙ୍ଗାପୁରର ଏହି ଜାହାଜଟି କଲମ୍ବୋରୁ ମୁମ୍ବାଇ ଯାଉଥିବା ଜାହାଜରେ ପ୍ରଚଣ୍ତ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜାହାଜର ୪ କ୍ରିଉ ସଦସ୍ୟ ନିଖୋଜ

ଆସିଲା ରାଜା ରଘୁବଂଶୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ମେଘାଳୟରେ ରାଜା ରଘୁବଂଶୀ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୁଲିସ। ରାଜାଙ୍କୁ ତାଙ୍କ ସ୍ତ୍ରୀ ସୋନମ ସୁପାରି କିଲରଙ୍କ ଜରିଆରେ ହତ୍ୟା କରିଥିଲେ। ସୋମବାର ରାଜାଙ୍କ ବ୍ୟବଚ୍ଛେଦ ରିପୋର୍ଟ ପୁଲିସକୁ ହସ୍ତଗତ ହୋଇଛି। ରାଜାଙ୍କୁ କିପରି ହତ୍ୟା କରାଯାଇଥିଲା ତାହା ରିପୋର୍ଟରେ ଦର୍ଶାଯାଇଛି।

କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ

ସରିଲା ରିଙ୍କୁ ସିଂହ- ପ୍ରିୟା ସରୋଜଙ୍କ ନିର୍ବନ୍ଧ, ନଭେମ୍ବରରେ ହେବ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସମାଜବାଦୀ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସରିଛି। ରବିବାର ଲକ୍ଷ୍ନୌର ସେଣ୍ଟ୍ରାଲ ହଲ୍‌ରେ ଉଭୟଙ୍କ ପରିବାରବର୍ଗ ଓ ଅତିଥିଙ୍କ ଗହଣରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ନିର୍ବନ୍ଧ ପାଇଁ ୩୦୦ ଅତିଥିଙ୍କୁ ନିମନ୍ତ୍ରଣ ଦିଆଯାଇଥିବାବେଳେ,

ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି

ସିନ୍ଦେଙ୍କ ବିମାନ ବିଳମ୍ବ ପାଇଁ ବଂଚିଗଲା ମହିଳାଙ୍କ ଜୀବନ

ନୂଆଦିଲ୍ଲୀ: ଗତକାଲି ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଥିଲା । ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ ତାଙ୍କୁ ବୁଝାସୁଝା କରିବା

୨୪ ଘଣ୍ଟାରେ ୩୯୧ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର