Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଡଲାର ତୁଳନାରେ ମୁଦ୍ରାର ମୂଲ୍ୟ ହ୍ରାସ; ମୁଦ୍ରାସ୍ଫୀତି ବୃଦ୍ଧିକୁ ନେଇ ଇରାନରେ ବିକ୍ଷୋଭ
ତେହରାନ: ଆମେରିକୀୟ ଡଲାର ତୁଳନାରେ ମୁଦ୍ରାର ମୂଲ୍ୟ ହ୍ରାସ ଓ ମୁଦ୍ରାସ୍ଫୀତି ବୃଦ୍ଧିକୁ ନେଇ ଇରାନରେ ବଡ ଧରଣର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମଙ୍ଗଳବାର ରାଜଧାନୀ ତେହରାନରେ ଦୋକାନ ବଜାର ବନ୍ଦ କରିଦିଆଯାଇଛି। ପ୍ରମୁଖ ସହରରେ ଲୋକେ ରାସ୍ତାକୁ ଓହ୍ଲାଇ ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ!-->…
ଦିଲ୍ଲୀ ଏନ୍ସିଆରରେ ଘନ କୁହୁଡ଼ି : ବାତିଲ ହେଲା ଶତାଧିକ ବିମାନ
ନୂଆଦିଲ୍ଲୀ: ଦିଲ୍ଲୀର ଏନ୍ସିଆର ଅଞ୍ଚଳରେ ପ୍ରବଳ ଘନ କୁହୁଡ଼ି ଦେଖିବାକୁ ମିଳିଛି। କୁହୁଡି ଯୋଗୁଁ ଗାଡି, ଟ୍ରେନ୍ ଓ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ଦିଲ୍ଲୀ ଏୟାର୍ପୋର୍ଟରେ ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି ହୋଇଛି। ଯାତ୍ରୀ ମାନଙ୍କୁ ସତର୍କ ରହିବାକୁ ଆଇଏମଡି ପକ୍ଷରୁ ବିଶେଷ ସୂଚନା!-->…
ଖୋଲି ନପାରି ୨ଟି ଏଟିଏମରେ ଲଗାଇଲେ ନିଆଁ, ଜଳିଗଲା ୩୭ ଲକ୍ଷ
ତେଲଙ୍ଗାନା : ତେଲଙ୍ଗାନାର ନିଜାମାବାଦ ଜିଲାରେ ୨ଟି ଏଟିଏମରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେବା ମାମଲା ସାମ୍ନାକୁ ଆସିଛି। ଘଟଣାରେ ୩୭ ଲକ୍ଷ ଟଙ୍କା ସମ୍ପୂର୍ଣ୍ଣ ଜଳିଯାଇଛି। ପୁଲିସ ସୂଚନା ଅନୁସାରେ ଦୁର୍ବୃତ୍ତମାନେ ଏଟିଏମ୍ ମେସିନ୍ ତାଡିନେବାକୁ ଆସିଥିଲେ। ମାତ୍ର ଅସଫଳ ହେବାରୁ ମେସିନରେ!-->…
ଭାରତ-ପାକିସ୍ତାନ ଯୁଦ୍ଧବିରତି ମଧ୍ୟସ୍ଥତା ନେଇ ଚୀନର ଦାବିକୁ ପ୍ରତ୍ୟାଖ୍ୟାନ କଲା ଭାରତ
ଆମେରିକା : ଭାରତ-ପାକିସ୍ତାନ ଯୁଦ୍ଧବିରତିର ମଧ୍ୟସ୍ଥତା ଦାବି ତୀବ୍ର ହୋଇଛି । ପ୍ରଥମେ ଆମେରିକା ମଧ୍ୟସ୍ଥତା ଦାବି କରିଥିବାବେଳେ ଏବେ ଚୀନ ଏହାକୁ ନେଇ ଦାବି କରିଛି । କିନ୍ତୁ ଉଭୟ ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ । ଯୁଦ୍ଧବିରତିରେ ୩ୟ ପକ୍ଷର ସମ୍ପୃକ୍ତି ନଥିଲା ବୋଲି ଭାରତ!-->…
ଦୂଷିତ ପାଣି ହେଲା କାଳ: ଇନ୍ଦୋରରେ ଜୀବନ ହାରିଲେଣି ୮, ଅନେକ ହସ୍ପିଟାଲରେ ଭର୍ତ୍ତି
ଇନ୍ଦୋର: ଦେଶର ସବୁଠାରୁ ସ୍ୱଚ୍ଛ ସହର ଇନ୍ଦୋର। କିନ୍ତୁ ଏହି ସହରରେ ହଠାତ୍ ଦୂଷିତ ପାଣି ସାଜିଲା କାଳ। ସୂଚନା ଅନୁସାରେ ଭାଗୀରଥପୁରାରେ ଦୂଷିତ ପାଣି ପିଇବା ପରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ, ବିଭିନ୍ନ ହସ୍ପିଟାଲରେ ୬୬ରୁ ଅଧିକ ଅସୁସ୍ଥ ଲୋକଙ୍କୁ ଚିକିତ୍ସା କରାଯାଉଛି।!-->…
କାରରୁ ୧୫୦ କିଲୋ ଆମୋନିୟମ୍ ନାଇଟ୍ରେଟ୍ ଜବତ; ୨ ଗିରଫ
ନୂଆଦିଲ୍ଲୀ:ରାଜସ୍ଥାନର ଟୋଙ୍କ ଜିଲ୍ଲାରେ DST (ଜିଲ୍ଲା ସ୍ପେଶାଲ୍ ଟିମ୍) ଦଳ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ନୂଆବର୍ଷର ପାର୍ଟି ପୂର୍ବରୁ ରାଜସ୍ଥାନର ଟୋଙ୍କ ଜିଲ୍ଲାରେ ପୋଲିସର ଜିଲ୍ଲା ସ୍ୱତନ୍ତ୍ର ଦଳ (DST) ଏକ ବଡ଼ ଅଭିଯାନ ଚଳାଇଥିଲେ। ବରୋନି ପୋଲିସ ଷ୍ଟେସନ ଅଞ୍ଚଳରେ ଏକ!-->…
ଖାଲିଦା ଜିଆଙ୍କ ପୁଅଙ୍କୁ ଭେଟି ମୋଦିଙ୍କ ପତ୍ର ଦେଲେ ଜୟଶଙ୍କର
ନୂଆଦିଲ୍ଲୀ: ୩ ଥର ବାଂଲାଦେଶର ପ୍ରଧାନମନ୍ତ୍ରୀ ହୋଇଥିବା ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ବୁଧବାର ଦିନ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଢାକାରେ ପହଞ୍ଚିଛନ୍ତି। ସେଠାରେ ସେ ଖାଲିଦା ଜିଆଙ୍କ ପୁଅ ତଥା କାର୍ଯ୍ୟକାରୀ ବିଏନପି ଅଧ୍ୟକ୍ଷ ତାରିକ ରହମାନଙ୍କୁ ଭେଟି!-->…
ପୁଟିନଙ୍କୁ ଟାର୍ଗେଟ ପରେ… ପରାମାଣୁ ମିସାଇଲ ଆକ୍ଟିଭ କଲା ରୁଷ
ନୂଆଦିଲ୍ଲୀ:ପରମାଣୁ କ୍ଷମତାସମ୍ପନ୍ନ ଓରେସନିକ କ୍ଷେପଣାସ୍ତ୍ର ପ୍ରଣାଳୀ ମୁତୟନ କଲା ରୁଷ । ମଙ୍ଗଳବାର ଦିନ ରୁଷ ପ୍ରତିରକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ନିକଟରେ ଡ୍ରୋନ ଆକ୍ରମଣ ପରେ ଏହି ନିଷ୍ପତ୍ତି ନିଆଯାଇଛି ।
ବେଲାରୁଷ ନିଜ!-->!-->!-->…
ପ୍ରସାଦ ସେବନ କରି ୫୦ ଗୁରୁତର, ହସ୍ପିଟାଲରେ ଭର୍ତ୍ତି
ରାଜଗଡ: ରାଜଗଡ ଜିଲାରେ ଏକ ଧାର୍ମିକସ୍ଥଳରେ ଆୟୋଜିତ ପ୍ରସାଦ ସେବନ ପରେ ୫୦ରୁ ଅଧିକ ଲୋକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ରାତିରେ ରାଜଗଡ ଜିଲା ଖିଲଚିପୁର ଥାନା ଅନ୍ତର୍ଗତ ଗାଦିୟା ଲୁହାର ଗାଁରେ ଆୟୋଜିତ ଏକ ଧାର୍ମିକ ସଭାରେ ପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା।!-->…
ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ଗୁଳି କରି ହତ୍ୟା; ହତ୍ୟାକାରୀ କହିଲା-ମୁଁ ମଜା କରୁଥିଲି
ବାଂଲାଦେଶ: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ସେ ହେଲେ ବଜେନ୍ଦ୍ର ବିଶ୍ଵାସ(୪୨)। ଏକ କାରଖାନା ଭିତରେ ସୁରକ୍ଷାକର୍ମୀ ଭାବେ ଡ୍ୟୁଟି କରୁଥିବା ସମୟରେ ବଜେନ୍ଦ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗୁଳି କରିବା ପରେ ହତ୍ୟାକାରୀ ତାତ୍ସଲ୍ୟ କରି ‘ମୁଁ ମଜାକ କରୁଥିଲି’!-->…