Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଦେଶର ଅତ୍ୟାଧୁନିକ ହେଲିକପ୍ଟର DHRUV-NG ଉଦ୍ଘାଟିତ
ନୂଆଦିଲ୍ଲୀ: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ଠାରେ ପରବର୍ତ୍ତୀ ପିଢ଼ିର ସିଭିଲ୍ ହେଲିକପ୍ଟର DHRUV-NG ଉଦଘାଟନ କରିଛନ୍ତି । ମନ୍ତ୍ରୀ ଶ୍ରୀ ନାଇଡୁ ଏରୋ ଇଣ୍ଡିଆ ଶୋ’ରେ HAL ଦ୍ୱାରା ପ୍ରଦର୍ଶିତ!-->…
୨୦୨୬ରେ ବେଙ୍ଗଲରେ ବିଜେପି ସରକାର: ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ
ନୂଆଦିଲ୍ଲୀ: ବେଙ୍ଗଲ ନିର୍ବାଚନ ପୂର୍ବରୁ କୋଲକାତାରେ ଅମିତ ଶାହଙ୍କ ରଣହୁଁକାର । ୨୦୨୬ ମସିହାରେ ବେଙ୍ଗଲରେ ବିଜେପି ସରକାର ନିଶ୍ଚିତ ବୋଲି କହିଛନ୍ତି ସୌରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ। ଆହୁରି ମଧ୍ୟ ସେ କହିଛନ୍ତି ୨୦୨୪ରେ ଓଡ଼ିଶା ଓ ଆନ୍ଧ୍ରରେ ପ୍ରଥମ କରି ସରକାର ଗଠନ କରିଛୁ। ୨୦୨୬ରେ!-->…
ଘାଟିରୁ ଖସିଲା ବସ୍ : ୭ ଯାତ୍ରୀ ମୃତ, ୧୫ ଆହତ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।
ସୂଚନା ଅନୁସାରେ ଉତ୍ତରଖଣ୍ଡର ଆଲମୋରା ଜିଲ୍ଲାର ଭିକିଆସେନ ନିକଟରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଗଭୀର ଘାଟିରେ!-->!-->!-->…
ପୁଟିନ୍ଙ୍କ ଘର ଉପରେ ଡ୍ରୋନ୍ ଆକ୍ରମଣ
ମସ୍କୋ- ପୁଟିନ୍ଙ୍କ ଘର ଉପରେ ଡ୍ରୋନ୍ ଆକ୍ରମଣ କରିବା ପାଇଁ ଚେଷ୍ଟା କରାଯାଇଥିବା ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ୍ ସୂଚନା ଦେଇଛନ୍ତି । ୟୁକ୍ରେନ୍ ଏହି ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିବା ସେ କହିଛନ୍ତି । ଡିସେମ୍ବର ୨୮ ଏବଂ ୨୯ ତାରିଖରେ ଏହି ଆକ୍ରମଣ କରାଯାଇଥିଲା ।!-->…
ନୂଆବର୍ଷରେ କାଶୀ ବିଶ୍ୱନାଥଙ୍କ ଦର୍ଶନ ଲାଗି ୨ କିଲୋମିଟର ପର୍ଯ୍ୟନ୍ତ ଲାଗିଛି ଶ୍ରଦ୍ଧାଳୁଙ୍କ ଧାଡ଼ି
ବାରାଣାସୀ: ନୂଆବର୍ଷ ପାଇଁ ଦେଶର ବିଭିନ୍ନ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି । କିଛି ସ୍ଥାନରେ ଲମ୍ବା ଧାଡ଼ି ଲାଗିଥିବାବେଳେ ଅନ୍ୟ ସ୍ଥାନରେ ଠିଆ ହେବା ପାଇଁ ଯଥେଷ୍ଟ ସ୍ଥାନ ନାହିଁ । ବିଶ୍ୱାସର ପରିପ୍ରକାଶକୁ ଦୃଷ୍ଟିରେ ରଖି, ଅନେକ ମନ୍ଦିର ନୂଆ ନିର୍ଦ୍ଦେଶାବଳୀ!-->…
ମୁମ୍ୱାଇରେ ବସ୍ ଦୁର୍ଘଟଣାରେ ୪ ମୃତ, ୯ ଆହତ
ମୁମ୍ୱାଇ : ମୁମ୍ୱାଇରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଭାଣ୍ଡୁପ ୱେଷ୍ଟ ରେଲୱେ ଷ୍ଟେସନ୍ ନିକଟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏକ BEST ବସ୍ ଦୁର୍ଘଟଣାରେ ୩ ମହିଳାଙ୍କ ସମେତ ୪ ଜଣଙ୍କ ମୃତ୍ୟୁ!-->…
ତାଇୱାନ ବିରୋଧରେ ଚୀନର ଯୁଦ୍ଧାଭ୍ୟାସକୁ ସମର୍ଥନ କଲା ରୁଷ
ନୂଆଦିଲ୍ଲୀ: ଚୀନ ତାଇୱାନକୁ ଚାରିପଟୁ ଘେରି ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ସୋମବାର ଚୀନର ପିପୁଲ୍ସ ଲିବରେସନ ଆର୍ମି(ପିଏଲଏ) ‘ଜଷ୍ଟିସ ମିଶନ ୨୦୨୫’ ନାମରେ ବଡ଼ ଧରଣର ସୈନ୍ୟ ଅଭ୍ୟାସ ଆରମ୍ଭ କରିଥିବାବେଳେ ଏଥିରେ ସ୍ଥଳସେନା, ନୌସେନା, ବାୟୁସେନାକୁ ତାଇୱାନର ଚତୁର୍ଦିଗରେ ମୁତୟନ କରାଯାଇଛି।!-->…
ଟ୍ରେନ୍ ଲାଇନଚ୍ୟୁତ: ୧୩ ଯାତ୍ରୀ ମୃତ
ନୂଆଦିଲ୍ଲୀ : ମେକ୍ସିକୋର ଦକ୍ଷିଣ-ପୂର୍ବ ଓଆକ୍ସାକା ଅଞ୍ଚଳରେ ଏକ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମେକ୍ସିକୋ ଉପସାଗର ଏବଂ ପ୍ରଶାନ୍ତ ମହାସାଗର ମଧ୍ୟରେ ଯାତ୍ରା କରୁଥିବା ଟ୍ରେନ୍ ଟି ୨୪୧ ଜଣ ଯାତ୍ରୀ ଏବଂ!-->…
ଅଶାନ୍ତ ବାଂଲାଦେଶ: ଜାଳି ଦେଲେ ହିନ୍ଦୁଙ୍କ ଘର
ନୂଆଦିଲ୍ଲୀ:ବାଂଲାଦେଶରେ ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ହିଂସା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ପରଠାରୁ ଦେଶ ଅଶାନ୍ତ ହୋଇପଡ଼ିଛି। ଏହି ସମୟରେ, ଜଣେ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ପିଟି ପିଟି ହତ୍ୟା କରଯାଇଥିଲା। ତା’ପରେ ଅମୃତ!-->…
କୁଳଦୀପ ସେନଗରଙ୍କୁ ଶକ୍ତ ଝଟ୍କା: ଜାମିନ ନିଷ୍ପତ୍ତି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଉନ୍ନାଓ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା କୁଲଦୀପ ସିଂହ ସେନଗରଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତା ଦର୍ଶାଇଛନ୍ତି। ସୁପ୍ରିମକୋର୍ଟ ସେନଗରଙ୍କୁ ଏକ ନୋଟିସ!-->…