Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ସବମରିନ ବାଘସୀରରେ ଯାତ୍ରା କରି ନୂଆ ଇତିହାସ ରଚିଲେ ମହାମହିମ
ନୂଆଦିଲ୍ଲୀ: ରାଷ୍ଟ୍ରପତି ତଥା ତିନି ସେନାର ସର୍ବୋଚ୍ଚ କମାଣ୍ଡର ଦ୍ରୌପଦୀ ମୁର୍ମୁ କର୍ଣ୍ଣାଟକର କରୱାର ନୌସେନା ବେସ୍ ଠାରେ ସବମରିନ ବାଘସୀରରେ ଯାତ୍ରା କରି ନୂଆ ଇତିହାସ ରଚିଛନ୍ତି । ଭାରତୀୟ ନୌସେନାର କାଲଭାରୀ ଶ୍ରେଣୀର ବୁଡ଼ା ଜାହାଜ ‘ଆଇଏନଏସ୍ ବାଘସୀରରେ ପ୍ରାୟ ତିନି ଘଣ୍ଟା ସମୟ!-->…
ଅପରେସନ ସିନ୍ଦୁର ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ପ୍ରତୀକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୯ ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ। ଏହା ଚଳିତ ବର୍ଷର ମନ କି ବାତର ଶେଷ ଏପିସୋଡ୍। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି ୨୦୨୫ ମସିହାରେ ଭାରତର ଗର୍ବର ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି!-->…
ଅବଧି ଶେଷ ହୋଇଥିଲେ ଡ୍ରାଇଭିଂ ଲାଇସେନ୍ସକୁ ବୈଧ ବିବେଚନା କରାଯିବନି
ନୂଆଦିଲ୍ଲୀ: ଅବଧି ଶେଷ ହୋଇସାରିଥିବା ଡ୍ରାଇଭିଂ ଲାଇସେନ୍ସକୁ କୌଣସି ପରିସ୍ଥିତିରେ ବୈଧ ବିବେଚନା କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟରେ କହିଛନ୍ତି। ଜଷ୍ଟିସ ଏହସାନୁଦ୍ଦିନ ଅମନୁଲ୍ଲା ଓ ଜଷ୍ଟିସ ଏସ.ଭି.ଏନ.ଭଟ୍ଟିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତରେ ଆଗତ!-->…
ଇଣ୍ଡିଗୋରେ ପରିଚାଳନାଗତ ବିଭ୍ରାଟ ମାମଲା: ଡିଜିସିଏଙ୍କୁ ତଦନ୍ତ ରିପୋର୍ଟ ଦାଖଲ
ନୂଆଦିଲ୍ଲୀ: ଚଳିତମାସ ପ୍ରାରମ୍ଭରେ ଘରୋଇ ଏୟାରଲାଇନ୍ସ ଇଣ୍ଡିଗୋରେ ଯେଉଁ ପରିଚାଳନାଗତ ବିଭ୍ରାଟ ସୃଷ୍ଟି ହୋଇଥିଲା ସେଥିଯୋଗୁଁ ବିଭିନ୍ନ ବିମାନବନ୍ଦରରେ ସହସ୍ରାଧିକ ଯାତ୍ରୀଙ୍କୁ ଅକଥନୀୟ ଦୁର୍ଦଶା ଭୋଗିବାକୁ ପଡିଥିଲା। ଏହି ପରିପ୍ରେକ୍ଷୀରେ ଡିସେମ୍ବର ୫ରେ ବେସାମରିକ ବିମାନ ଚଳାଚଳ!-->…
ଭୂକମ୍ପ ଝଟକାରେ ଥରିଲା ତାଇୱାନ, ତୀବ୍ରତା ୭.୦
ତାଇପେଇ : ଭୂକମ୍ପ ଝଟକାରେ ଥରିଲା ତାଇୱାନ ରାଜଧାନୀ ତାଇପେଇ । ଶନିବାର ବିଳମ୍ବିତ ରାତିରେ ତାଇୱାନର ଉତ୍ତର-ପୂର୍ବ ଉପକୂଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ୭.୦ ରହିଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ୟିଲାନ୍ ଜିଲ୍ଲାରୁ ପ୍ରାୟ ୩୦ କିଲୋମିଟର ଦୂର ସମୁଦ୍ର!-->…
ହାଇଦ୍ରାବାଦ ଥିଏଟର ଦଳାଚକଟା ମାମଲା: ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଜଣଙ୍କ ବିରୋଧରେ ଚାର୍ଜସିଟ୍
ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ପୁଲିସ ଶନିବାର ଚାର୍ଜଶିଟ୍ ଦାଖଲ କରିଛି। କୋର୍ଟରେ ଦାଖଲ ହୋଇଥିବା ୧୦୦ ପୃଷ୍ଠାର ଚାର୍ଜଶିଟ୍ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାମ ରହିଛି। ମାମଲାର ୧୧ ନମ୍ବର ଅଭିଯୁକ୍ତ ହେଉଛନ୍ତି ଅଭିନେତା ଅଲ୍ଲୁ!-->…
ମନରେଗା ଆଇନ ଉଚ୍ଛେଦକୁ ବିରୋଧ, ସାରା ଦେଶରେ ବିକ୍ଷୋଭ କରିବ କଂଗ୍ରେସ
ନୂଆଦିଲ୍ଲୀ: ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ । ଏନେଇ ସାରା ଦେଶରେ ବିକ୍ଷୋଭ କରିବ ଜାତୀୟ କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବ । ଆଜି ଦିଲ୍ଲୀରେ ବସିଥିବା କାର୍ଯ୍ୟକାରିଣୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜି-ରାମ-ଜି!-->…
ବାଂଲାଦେଶରେ ଗାୟକ ଜେମ୍ସଙ୍କ କନସର୍ଟରେ ଆକ୍ରମଣ, ୨୦ ଆହତ
ବାଂଲାଦେଶ: ଷ୍ଟେଜ୍ ଉପରେ ବର୍ଷିଲା ଇଟା ପଥର । ବାଂଲାଦେଶର ଏକ କନସର୍ଟ ଉପରେ ଆକ୍ରମଣ । ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ ଘଟିଛି ଘଟଣା । ଶୁକ୍ରବାର ରାତିରେ ଏକ ସ୍କୁଲର ବାର୍ଷିକ କାର୍ଯ୍ୟକ୍ରମ!-->…
ନାଇଜେରିଆରେ ISIS କ୍ୟାମ୍ପ ଧ୍ବଂସ, ବହୁ ଆତଙ୍କବାଦୀ ମୃତ
ନୂଆଦିଲ୍ଲୀ: ଆମେରିକା ଆକ୍ରମଣରେ ISIS ଆତଙ୍କବାଦୀଙ୍କ ନାଇଜେରିଆ ସଂଗଠନ ଧ୍ବଂସ । ନାଇଜେରିଆର ସୋକୋଟୋ ପ୍ରଦେଶରେ ଥିବା ISIS କ୍ୟାମ୍ପ ଧ୍ବସଂ ହୋଇ ଯାଇଛି। ସୂଚନା ଦେଇଛି ଆମେରିକା ସେନା । ବହୁ ସଂଖ୍ୟାରେ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ ଏହାର ସଂଖ୍ୟା ସ୍ପଷ୍ଟ!-->…
ଆମେରିକାରେ ଭୀଷଣ ତୁଷରପାତ, ୧୮୦୦ରୁ ଅଧିକ ଫ୍ଲାଇଟ୍ ବାତିଲ
ନୂଆଦିଲ୍ଲୀ: ଆମେରିକାରେ ୧୮୦୦ରୁ ଅଧିକ ଫ୍ଲାଇଟ୍ କ୍ୟାନସଲ । ଭୀଷଣ ତୁଷରପାତ ଯୋଗୁ ବାତିଲ ହୋଇଛି ପ୍ରାୟ ୧୮୦୨ ଟି ବିମାନ । ଶୀତକାଳୀନ ଝଡ଼ ଡେଭିନ୍ ଯୋଗୁଁ ବିଭିନ୍ନ ବିମାନବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି । ଗତକାଲି ଅପରାହ୍ଣ ପ୍ରାୟ ୪ଟା ସୁଦ୍ଧା!-->…