Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଆତଙ୍କୀ ଲିଙ୍କ୍ରେ ସରକାରୀ କର୍ମଚାରୀ, ଲଶ୍କର ଓ ହିଜବୁଲ ପାଇଁ କରୁଛନ୍ତି କାମ
ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ ଜାମ୍ମୁ-କାଶ୍ମୀରରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ ରଖିଥିବା ଜଣାପଡ଼ିବା ପରେ ୩ କର୍ମଚାରୀଙ୍କୁ ସରକାର ଚାକିରିରୁ ବିଦା କରିଛନ୍ତି।
ଜାମ୍ମୁ-କାଶ୍ମୀର!-->!-->!-->…
ଆତଙ୍କୀ ଶିବିର ଧ୍ବଂସ କରିବାର ୫ ମିନିଟ ପରେ ପାକିସ୍ତାନକୁ ସୂଚୀତ କରାଯାଇଥିଲା : ସିଡିଏସ୍
ନୂଆଦିଲ୍ଲୀ : ଭାରତର ଅପରେସନ ସିନ୍ଦୂର ବିଷୟରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଅନିଲ ଚୌହାନ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ନଷ୍ଟ କରିବାର ପାଞ୍ଚ ମିନିଟ୍ ପରେ ପାକିସ୍ତାନକୁ ସୂଚନା ଦିଆଯାଇଥିଲା। ଆକ୍ରମଣ ପରେ ଭାରତ ପାକିସ୍ତାନକୁ ଫୋନ୍!-->…
JEE ଆଡଭାନ୍ସ ୨୦୨୫ ରେଜଲ୍ଟ ପ୍ରକାଶିତ, ରଜିତ ଗୁପ୍ତା ସର୍ବଭାରତୀୟ ଟପ୍ପର
JEE ଆଡଭାନ୍ସ ରେଜଲ୍ଟ ପ୍ରକାଶିତ ହୋଇଛି । ଚଳିତବର୍ଷ ପରୀକ୍ଷାର ଆୟୋଜନ ଆଇଆଇଟି କାନପୁରରେ ହୋଇଥିଲା । ପରୀକ୍ଷାର୍ଥୀ ନିଜର ରେଜଲ୍ଟ ଅଫିସିଆଲ ୱେବସାଇଟ jeeadv.ac.in କୁ ଯାଇ ଚେକ୍ କରିପାରିବେ ।
ରଜିତ ଗୁପ୍ତା ଚଳିତବର୍ଷ ଅଲ ଇଣ୍ଡିଆ ରାଙ୍କ ୧ ହାସଲ କରି ସମଗ୍ର ଦେଶରେ ଟପର ହୋଇଛନ୍ତି!-->!-->!-->…
ସିକ୍କିମ ଭୂସ୍ଖଳନରେ ୩ ଯବାନ ସହିଦ, ୬ ଜଣ ନିଖୋଜ
ସିକ୍କିମ: ପ୍ରବଳ ବର୍ଷା ପରେ ସିକ୍କିମରେ ଭୟଙ୍କର ଭୂସ୍ଖଳନ । ଭୂସ୍ଖଳନରେ ଧସିଲା ଯବାନଙ୍କ କ୍ୟାମ୍ପ୍ । ଉତ୍ତର ସିକ୍କିମର ଛାଟେନ୍ ଅଞ୍ଚଳରେ ଭୟଙ୍କର ଭୂସ୍ଖଳନରେ ଧସିଛି ଯବାନଙ୍କ କ୍ୟାମ୍ପ୍ । ଯେଉଁଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଯବାନ ଏବେବି ନିଖୋଜ ଅଛନ୍ତି । ଘଟଣା ପରେ ୪!-->…
ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୦୩ କରୋନା ମାମଲା ଚିହ୍ନଟ; ୪ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ୮ଟାରେ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ସକ୍ରିୟ କୋଭିଡ୍-୧୯ ମାମଲା ସଂଖ୍ୟା ୩,୯୬୧ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୩ ଟି ନୂତନ!-->…
ଏବେ ବି ଫେରିନି ୬୧୮୧ କୋଟି ମୂଲ୍ୟର ୨୦୦୦ ଟଙ୍କିଆ ନୋଟ୍
ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୦୦ ଟଙ୍କାର ନୋଟ୍ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେବାର ପ୍ରାୟ ଦୁଇ ବର୍ଷ ବିତିଗଲାଣି, କିନ୍ତୁ ଏହି ନୋଟଗୁଡ଼ିକର ଏକ ବଡ଼ ସଂଖ୍ୟା ଏବେ ବି ଲୋକଙ୍କ ପାଖରେ ପଡ଼ି ରହିଛି। ଏଗୁଡ଼ିକର ମୋଟ ମୂଲ୍ୟ ୬୧୮୧ କୋଟି ଟଙ୍କା ହେବ। ଗତ ମେ ୧ ତାରିଖ!-->…
ଜି-୭ ସମ୍ମିଳନୀରେ ଭାଗ ନନେଇପାରନ୍ତି ମୋଦୀ
ନୂଆଦିଲ୍ଲୀ: ଏଥର ଜି-୭ ସମ୍ମିଳନୀରେ ଅଂଶଗ୍ରହଣ ନକରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାନାଡାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୋଦୀଙ୍କ ଭାଗ ନେବାର ସମ୍ଭାବନା ଖୁବ୍ କମ୍। ଜି-୭ ହେଉଛି ବିଶ୍ୱର ସର୍ବାଧିକ ଶିଳ୍ପୋନ୍ନତ ଅର୍ଥନୀତି। ଯାହାକି ଫ୍ରାନ୍ସ, ଜର୍ମାନୀ, ଇଟାଲୀ,!-->…
ଓଡ଼ିଶା ପରେ ବିଜେପି ଫୋକସରେ ପଶ୍ଚିମବଙ୍ଗ: ୨୦୨୬ରେ ସରକାର ଗଢ଼ିବାକୁ ରଣନୀତି
କୋଲକାତା: ଆକ୍ସନ ମୋଡରେ ବିଜେପି । ଏଥର କଳେ ବଳେ କୌଶଳେ ପଶ୍ଚିମବଙ୍ଗରେ ସରକାର ଗଢିବାକୁ ଲକ୍ଷ୍ୟ ରଖିଛି ବିଜେପି । ଭାରତର ବିଭିନ୍ନ ରାଜ୍ୟରେ ବିଜେପି କ୍ଷମତାରେ ଥିବା ଅନ୍ୟ ଦଳମାନଙ୍କୁ ପରାଜିତ କରି ଗେରୁଆ ଗଡ଼ କରି ଚାଲିଥିବା ବେଳେ ମୋଦୀଙ୍କ ନେତୃତ୍ବ ଏବଂ ମୋଦୀ ମ୍ୟାଜିକ ପାଇଁ ଅନେକ!-->…
ଅପରେସନ ସିନ୍ଦୂର; ସାମରିକ ତ୍ରୁଟିକୁ ସ୍ବୀକାର କଲେ ସିଡିଏସ୍
ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ମେ’ ୭ରେ ପାକିସ୍ତାନ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’କୁ କାର୍ଯ୍ୟକାରୀ କରାଯାଇଥିଲା। ଏହି ଆକ୍ରମଣରେ ପାକିସ୍ତାରେ ଥିବା ବିଭିନ୍ନ ଆତଙ୍କବାଦୀ ସଂଗଠନର ୯ ଆଡ୍ଡାସ୍ଥଳ ଧ୍ବଂସ କରାଯାଇଥିବାବେଳେ ୧୧ ବାୟୁସେନା!-->…
ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୨ ମୃତ
ଗୁଆହାଟୀ: ଉତ୍ତର-ପୂର୍ବ ଭାରତରେ ବର୍ଷା ବିତ୍ପାତ ଯୋଗୁ ୩୨ ଜଣଙ୍କ ଜୀବନ ଗଲାଣି। ଆସାମ, ଅରୁଣାଚଳ ପ୍ରଦେଶ, ମଣିପୁର, ତ୍ରିପୁରା, ମିଜୋରାମ ଓ ମେଘାଳୟ ଭଳି ଏକାଧିକ ଉତ୍ତର-ପୂର୍ବ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ସ୍ଥତି ଅସମ୍ଭାଳ ହୋଇପଡିଛି। ଏଥିରେ ୧୨ ହଜାରରୁ ଅଧିକ ପ୍ରଭାବିତ ହୋଇଛନ୍ତି।!-->…