Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଦିଲ୍ଲୀ ଏନସିଆରରେ ପ୍ରଦୂଷଣ ସ୍ଥିତି ଉତ୍କଟ, ଛୋଟ ପିଲାଙ୍କ ସ୍କୁଲ ଛୁଟି
ନୂଆଦିଲ୍ଲୀ: ଉତ୍ତର ଭାରତରେ ପ୍ରଚଣ୍ଡ ଶୀତ ଲହରୀ ଜାରି ରହିଛି। ଦିନକୁ ଦିନ ତାପମାତ୍ରା ଯେତିକି କମୁଛି ବାୟୁ ଗୁଣବତ୍ତା ମଧ୍ୟ ଖରାପ ହେବାରେ ଲାଗିଛି। ବିଶେଷକରି ଦିଲ୍ଲୀ-ଏନସିଆରରେ ପ୍ରଦୂଷଣର ମାତ୍ରା ଖରାପ ସ୍ଥିତିକୁ ଯାଉଛି। ପିଲାମାନଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦକୁ ଆଖି ଆଗରେ ରଖି ସରକାର!-->…
ଦିଲ୍ଲୀ ଏନ୍ସିଆର୍ରେ ଘନ କୁହୁଡି : ବାତିଲ ହେଲା ୧୨୯ ବିମାନ, ଆଡଭାଇଜରୀ ଜାରି
ନୂଆଦିଲ୍ଲୀ : ଉତ୍ତର ଭାରତରେ ପ୍ରବଳ ଶୀତ ଲହରି ଜାରି ରହିଥିବାବେଳେ ଆଜି ସକାଳୁ ଦିଲ୍ଲୀ ଏନ୍ସିଆର୍ ରେ ଘନ କୁହୁଡ଼ି ଦେକିବାକୁ ମିଳିଛି । ଘନ କୁହୁଡି ଯୋଗୁଁ ଦୃଶ୍ୟମାନ କ୍ଷମତା କମିଯାଇଛି। ଯାହାଫଳରେ ଯାନବାହନ ଚଳାଚଳ ବିଶେଷ ଭାବେ ପ୍ରଭାବିତ ହୋଇଛି। ଏପରିକି ବିମାନ ଚଳାଚଳ ମଧ୍ୟ!-->…
ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ହତ୍ୟା ମାମଲା: ୭ ଗିରଫ
ନୂଆଦିଲ୍ଲୀ : ଛାତ୍ର ନେତା ଉସମାନ ହାଦିଙ୍କ ମୃତ୍ୟୁ ପରେ ଜଳୁଛି ବାଂଲାଦେଶ । ସ୍ଥିତି ପୁଣି ଥରେ ଖରାପ ହୋଇଛି । ଗୁରୁବାର ରାତିରେ ହାଦିଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଦେଶରେ ଦଙ୍ଗା ଆରମ୍ଭ ହୋଇଥିଲା । ଜଣେ ହିନ୍ଦୁ ଯୁବକଙ୍କ ନିର୍ମମ ହତ୍ୟା କରିବା ମାମଲାରେ ୭ ଜଣଙ୍କୁ ଗିରଫ!-->…
କୁହୁଡି ପାଇଁ ଅବତରଣ କରିପାରିଲାନି ମୋଦିଙ୍କ ହେଲିକପ୍ଟର
ପଶ୍ଚିମବଙ୍ଗ : ଘନ କୁହୁଡି କାରଣରୁ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ମୋଦିଙ୍କ ହେଲିକପ୍ଟର । ପଶ୍ଚିମବଙ୍ଗର ତାହେରପୁର ଅବତରଣ ନ କରିପାରିବାରୁ ଫେରିଆସିଲା ହେଲିକପ୍ଟର । ପଶ୍ଚିମବଙ୍ଗ ନଦିଆର ତାହେରପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକ୍ରମ ରହିଥିଲା । କୋଲକତା!-->…
ଇମ୍ରାନ୍ ଖାନ୍ ଓ ପତ୍ନୀଙ୍କୁ ୧୭ ବର୍ଷ ଜେଲ ଦଣ୍ଡାଦେଶ
କରାଚୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇର ସଂସ୍ଥାପକ ଇମ୍ରାନ୍ ଖାନ୍ ଏବଂ ପତ୍ନୀ ବୁଶରା ବିବିଙ୍କୁ ଜେଲ୍ ଦଣ୍ଡାଦେଶ ହୋଇଛି । ଆଜି ପାକିସ୍ତାନର ସ୍ଵତନ୍ତ୍ର କୋର୍ଟ ୧୭ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ଉଭୟଙ୍କୁ ୧ କୋଟି ଟଙ୍କାର ଜରିମାନା ସହ ୧୭ ବର୍ଷ ଲାଗି!-->…
ଦିଲ୍ଲୀ ଏୟାରପୋର୍ଟରେ ଯାତ୍ରୀଙ୍କୁ ପିଟିଲେ ପାଇଲଟ
ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ଅଜବ ଘଟଣା । ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ଜଣେ ଯାତ୍ରୀ ଉପରେ ଆକ୍ରମଣ କରିଛନ୍ତି । ଏୟାରଲାଇନ ଯାଞ୍ଚ ନିର୍ଦ୍ଦେଶ ହେବା ପରେ ଅଭିଯୁକ୍ତ ପାଇଲଟଙ୍କୁ ନିଲମ୍ବିତ କରାଯାଇଛି । ଭିଡିଓ ସୋସିଆଲ ମିଡିଆରେ ଆସିବା ପରେ ସତ ଜଣାପଡିଥିଲା ।
!-->!-->!-->…
ରାଜଧାନୀ ଏକ୍ସପ୍ରେସ୍ ଧକ୍କାରେ ୮ ହାତୀ ମୃତ
ହୋଜାଇ : ୮ଟା ହାତୀକୁ ଧକ୍କା ଦେଇ ଲାଇନଚ୍ୟୁତ ହେଲା ରାଜଧାନୀ ଏକ୍ସପ୍ରେସ । ବିଳମ୍ବିତ ରାତିରେ ଆସାମର ହୋଜାଇ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । ସାଇରାଙ୍ଗ-ନୂଆଦିଲ୍ଲୀ ଏକ୍ସପ୍ରେସର ୫ଟି କୋଚ୍ ଓ ଇଂଜିନ ଲାଇନଚ୍ୟୁତ ହୋଇଛି । ବିଳମ୍ବିତ ରାତିରେ ହାତୀପଲ!-->…
ପୁଲିସ ଗୁଳିରେ କୁଖ୍ୟାତ ମାଓବାଦୀ ନିହତ
ଛତିଶଗଡ଼: ଛତିଶଗଡ଼ର ବିଜାପୁର ଅନ୍ତର୍ଗତ ଇନ୍ଦ୍ରାବତୀ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ଜଣେ କୁଖ୍ୟାତ ମାଓବାଦୀ ନିହତ ହୋଇଛି। ତା’ର ନାଁ ଫଗୁନ ମାଡଭି। ଫଗୁନ ନାମରେ ଛତିଶଗଡ଼ ସରକାର ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।
ଇନ୍ଦ୍ରାବଦୀ!-->!-->!-->…
ରୋଚକ ଦୃଶ୍ୟ: ଏକାଠି ବସି ଚା ପିଇଲେ ମୋଦୀ, ପ୍ରିୟଙ୍କା, ସୁପ୍ରିୟା-ଧର୍ମେନ୍ଦ୍ର ଯାଦବ
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଶେଷ ହେବା ପରେ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି । ଅଧିବେଶନ ଶେଷ ହେବା ପରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ଶାସକ ଓ ବିରୋଧୀ ଦଳର ତମାମ ସାଂସଦମାନଙ୍କୁ!-->…
ଇଡ଼ି ରେଡ୍: ଟ୍ରାଭେଲ ଏଜେଣ୍ଟଠାରୁ ୪ କୋଟିରୁ ଊର୍ଦ୍ଧ୍ବ ଟଙ୍କା, ୬ କେଜି ସୁନା ଜବତ
ନୂଆଦିଲ୍ଲୀ : ଇଡିକୁ ବଡ଼ ସଫଳତା । ଦିଲ୍ଲୀର ଟ୍ରାଭେଲ ଏଜେଣ୍ଟ ଠାରୁ ଜବତ ହେଲା ନଗଦ ୪ କୋଟି ୬୨ ଲକ୍ଷ ଟଙ୍କା । ଡଙ୍କି ରୁଟ୍ ଦ୍ବାରା ବେଆଇନ ଟଙ୍କା ଓ ସୁନା ତସ୍କରୀର ଯାଞ୍ଚ ବେଳେ ଇଡିକୁ ଏହି ସଫଳତା ମିଳିଛି । ନଗଦ ଟଙ୍କା ସହ ୩୧୩ କେଜି ରୂପା ଓ ୬ କେଜି ସୁନା ଜବତ କରାଯାଇଛି ।!-->…