Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ତେଜପ୍ରତାପଙ୍କୁ ୬ ବର୍ଷ ପାଇଁ ନିଲମ୍ବନ କଲେ ଆରଜେଡି ସୁପ୍ରିମୋ
ନୂଆଦିଲ୍ଲୀ: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ତାଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ରବିବାର ଲାଲୁ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ ନ୍ୟାୟ ପାଇଁ ଆମର ସାମୂହିକ!-->…
୪ ରାଜ୍ୟର ୫ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ନିର୍ବାଚନ କମିଶନ ୪ ରାଜ୍ୟର ପାଞ୍ଚଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଗୁଜରାଟର କାଦି ଏବଂ ବିସାବଦର ବିଧାନସଭା ଆସନ, କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ଏବଂ ପଶ୍ଚିମବଙ୍ଗର କାଲିଗଞ୍ଜ ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।!-->…
ଅପରେସନ ‘ସିନ୍ଦୂର’ ଥିଲା ବଦଳୁଥିବା ଭାରତର ଚିତ୍ର: ପ୍ରଧାନମନ୍ତ୍ରୀ
ଅପରେସନ ‘ସିନ୍ଦୂର’ କେବଳ ଏକ ସାମରିକ ଅଭିଯାନ ନ ଥିଲା। ଏହା ବଦଳୁଥିବା ଭାରତର ଏକ ଚିତ୍ର ଥିଲା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ‘ମନ କୀ ବାତ’ର ୧୨୨ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଉଦବୋଧନ ଦେଇ କହିଥିଲେ, ଆଜି ପୂରା ଦେଶ ଆତଙ୍କବାଦ ବିରୋଧରେ!-->…
ବିଶ୍ବ ସୁନ୍ଦରୀ ପ୍ରତିଯୋଗିତାରୁ ଓହରିଲେ ମିସ୍ ଇଂଲଣ୍ଡ
ହାଇଦରାବାଦ: ସଂପ୍ରତି ତେଲଙ୍ଗାନା ରାଜଧାନୀ ହାଇଦରାବାଦରେ ବିଶ୍ବ ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହେଉଛି। ମେ’ ୧୧ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୧୦୮ ଦେଶର ସୁନ୍ଦରୀମାନେ ଅଂଶଗ୍ରହଣ କରୁଛନ୍ତି। ତେବେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଇଂଲଣ୍ଡ ପ୍ରତିଯୋଗୀ ତଥା ମିସ୍!-->…
ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ
ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଭିଡିଓରେ ଚତୁର୍ଥ!-->…
ଭାରତ ହେଲା ବିଶ୍ଵର ୪ର୍ଥ ବୃହତ୍ ଅର୍ଥନୀତି
ଜାପାନକୁ ପଛରେ ପକାଇ ଭାରତ ବିଶ୍ଵର ୪ର୍ଥ ବୃହତ୍ ଅର୍ଥନୀତିରେ ପରିଣତ ହୋଇଛି। ଶନିବାର ନୀତି ଆୟୋଗ ସିଇଓ ବି.ବି.ଆର. ସୁବ୍ରମଣ୍ୟମ ଏହି ସୂଚନା ଦେଇଛନ୍ତି। ସେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ପରେ କହିଥିଲେ ଯେ, ବିଶ୍ଵର ଅର୍ଥନୈତିକ ମାହୋଲ ଭାରତ ପାଇଁ ଅନୁକୂଳ ରହିଛି। ମୁଁ ଏହା!-->…
ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ କୋଭିଡ୍ ସମୀକ୍ଷା ବୈଠକ
ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଆସନ୍ତା ୨୮ ତାରିଖରେ କୋଭିଡ୍ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ । ଏହି ବୈଠକରେ ସମସ୍ତ ରାଜ୍ୟ ସହ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଆଲୋଚନା କରିବେ ।!-->…
ଦେଶବ୍ୟାପୀ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି, କେରଳରେ ୨୭୩ ଓ ଦିଲ୍ଲୀରେ ୨୩ ଚିହ୍ନଟ
ପୁଣି ଥରେ ଲେଉଟୁଛି କରୋନା। ଧୀରେ ଧୀରେ କରୋନା ସଂକ୍ରମଣ ଦେଶବ୍ୟାପୀ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବାରୁ ସରକାରଙ୍କ ପାଇଁ ଏହା ସତର୍କ ଘଣ୍ଟି ସଦୃଶ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ।!-->…
କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର : ଏଥର ସଅଳ ଆସିଲା ମୌସୁମୀ । କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଥାପିଛି । ୨୦୦୯ ପରେ ଏଥର ସଅଳ ମୌସୁମୀ ଛଇଁଛି । ସାଧାରଣତଃ ଜୁନ ଦ୍ବିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ ।!-->…
୨୦୨୪-୨୫ ପାଇଁ ୮.୨୫%ରେ ଅପରିବର୍ତ୍ତିତ ରହିଲା ଇପିଏଫ ସୁଧହାର
ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ) ଉପରେ ୮.୨୫ ପ୍ରତିଶତ ସୁଧ ହାରକୁ ଅନୁମୋଦନ କରିଛନ୍ତି। ଏହା ଫଳରେ, ଇପିଏଫଓ ଏହାର ସାତ କୋଟିରୁ ଅଧିକ ଆକାଉଣ୍ଟଧାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଉପରେ ବାର୍ଷିକ ସୁଧ ଜମା କରିପାରିବ।
!-->!-->!-->…