Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ!-->…
ଆମେରିକାରେ ପ୍ରବେଶ କଟକଣା ଲଗାଇଲେ ଟ୍ରମ୍ପ, ସମୁଦ୍ରରେ ହେଲା ସବୁଠୁ ବଡ଼ ନାକାବନ୍ଦୀ
ଆମେରିକା : ଭେନେଜୁଏଲା ବିରୋଧରେ ଟ୍ରମ୍ପଙ୍କ ‘ମହାଯୁଦ୍ଧ’! । ସମୁଦ୍ର ମଝିରେ ଅଟକିଲା ତେଲ ଟ୍ୟାଙ୍କର । ଆମେରିକାର ସବୁଠୁ ବଡ଼ ନାକାବନ୍ଦୀ । ମାଦୁରୋ ସରକାରକୁ ‘ଆତଙ୍କବାଦୀ’ ଘୋଷଣା କଲେ ଆମେରିକା ରାଷ୍ଟ୍ରପତି । ଗତ ୧୬ ତାରିଖରେ ଆମେରିକା ଭେନେଜୁଏଲାର ସମସ୍ତ ତୈଳ ଟ୍ୟାଙ୍କର ଉପରେ!-->…
ମନରେଗା ନାମ ପରିବର୍ତ୍ତନକୁ ନେଇ ସଂସଦରେ ହଟ୍ଟଗୋଳ
ନୂଆଦିଲ୍ଲୀ: ସଂସଦରେ ମନରେଗା ଯୋଜନାର ନାମ ପରିବର୍ତ୍ତନ କରି “ଜି-ରାମ-ଜି” ଯୋଜନା ନାମିତ ପ୍ରସ୍ତାବ ପରେ ପ୍ରବଳ ହଙ୍ଗାମା । ପ୍ରିୟଙ୍କା ଗାନ୍ଧୀ ଓ ଶଶୀ ତରୁରଙ୍କ ନେତୃତ୍ଵରେ ଗାନ୍ଧୀ ମୂର୍ତ୍ତି ତଳେ ବିରୋଧୀ ସାଂସଦଙ୍କ ପ୍ରତିବାଦ ।
ଆଜି ଲୋକସଭାରେ ଅଧିବେଶନର ଶେଷ ପର୍ଯ୍ୟାୟରେ!-->!-->!-->…
ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କୁ ବଡ ଆଶ୍ଵସ୍ତି
ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ଵସ୍ତି ମିଳିଛି। ମନି ଲଣ୍ଡ୍ରିଂ ନେଇ ଦିଲ୍ଲୀ କୋର୍ଟ ଇଡି ଚାର୍ଜସିଟ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଇଡି ଚାର୍ଜ ସିଟ୍ ଉପରେ ବିଚାର କରିବାକୁ କୋର୍ଟ ମନା କରିଛନ୍ତି। ବ୍ୟକ୍ତିଗତ ଅଭିଯୋଗ ଆଧାରରେ ମାମଲା!-->…
ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ବିଭ୍ରାଟ, ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ
କୋଲକତା : ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ ଘୋଷ!-->…
ଚୀନ୍ ଓ ମେକ୍ସିକୋରୁ ଆମେରିକାକୁ ଆସୁଥିବା ଡ୍ରଗ୍ସ ଉପରେ ରଖାଯିବ କଡ଼ା ନଜର: ଟ୍ରମ୍ପ
ଆମେରିକା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି । ‘ଫେଣ୍ଟାନିଲ୍’ ନାମକ ମାରାତ୍ମକ ଡ୍ରଗ୍ସକୁ ‘ଗଣ ବିନାଶକ ଅସ୍ତ୍ର’ ବା ୱେପନ୍ ଅଫ୍ ମାସ୍ ଡେଷ୍ଟ୍ରକସନ୍ ଭାବେ ଘୋଷଣା କରିଛନ୍ତି । ଟ୍ରମ୍ପ କହିଛନ୍ତି ଫେଣ୍ଟାନିଲ୍ କେବଳ ଏକ ନିଶା ନୁହେଁ, ବରଂ ରାସାୟନିକ!-->…
ବସ୍-ଟ୍ରକ୍ ମୁହାଁମୁହିଁ ; ୪ମୃତ, ୧୧ ଆହତ
ଉତ୍ତରପ୍ରଦେଶ : ପୁଣି ଉତ୍ତରପ୍ରଦେଶ ବସ୍ତିର ନ୍ୟାସନାଲ ହାଇୱେ-୨୮ ରେ ବଡ଼ ଦୁର୍ଘଟଣା ଘଟିଛି । ଏପରି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଛି । ଯେଉଁ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନ୍ୟ ୧୧ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି । ତୀର୍ଥଯାତ୍ରୀବାହୀ ବସ୍ ଓ ଟ୍ରକର!-->…
ପହଲଗାମ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀକୁ ଧରାଇଲେ ମିଳିବ ୧୦ ଲକ୍ଷ ଟଙ୍କା: NIA
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଖୁଲାସା କରୁଛି ଏନଆଇଏ । ବର୍ତ୍ତମାନ ଏହି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀର ପରିଚୟ ସାମ୍ନାକୁ ଆସିଛି । ଏହାରି ମଧ୍ୟରେ ଆକ୍ରମଣର ମୁଖ୍ୟଷଡ଼ଯନ୍ତ୍ରକାରୀକୁ ଧରାଇଦେବା ପାଇଁ ଏନଆଇଏ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ।
ସୂଚନାନୁଯାୟୀ,!-->!-->!-->…
ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ପରେ ଜଳିଗଲା ଗାଡ଼ି; ଚାଲିଗଲା ୪ ଜୀବନ, ୧୦୦ରୁ ଉର୍ଦ୍ଧ୍ବ ଆହତ
ଉତ୍ତରପ୍ରଦେଶ : ଘନ କୁହୁଡ଼ି ଯୋଗୁଁ ଉତ୍ତରପ୍ରଦେଶ ମଥୁରାର ଏକ୍ସପ୍ରେସୱେରେ ୭ଟି ବସ୍ ଏବଂ ୩ ଟି କାର୍ ଧକ୍କା ହୋଇଛି । ଦୁର୍ଘଟଣା ହେବା ପରେ ବସ୍ ଏବଂ କାରଗୁଡିକରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଛି । ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୧୦୦ରୁ ଅଧିକ ଲୋକ ଏଥିରେ ଆହତ!-->…
ଘନ କୁହୁଡ଼ି : ଦିଲ୍ଲୀରେ ୨୨୮ ବିମାନ ବାତିଲ, ଅନଲାଇନରେ ପାଠ ପଢିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ଅନଲାଇନରେ ହେବ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା । ସ୍ବାସ୍ଥ୍ୟଗତ କାରଣକୁ ଦୃଷ୍ଟିରେ ରଖି ସ୍କୁଲକୁ ଛୋଟ!-->…