Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
୨୧ରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ !
ଭୁବନେଶ୍ବର:ଆସନ୍ତା ୨୧ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ସେହି କାର୍ଯ୍ୟକ୍ରମରେ ସେ ଯୋଗଦେବା ସମ୍ଭାବନା ରହିଛି।
ହେଲେ ଏନେଇ ଶାହାଙ୍କ କାର୍ଯ୍ୟାଳୟ!-->!-->!-->…
ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ଚାର୍ଜସିଟ୍ ଦାଖଲ କଲା ଏନଆଇଏ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ସୋମବାର ଚାର୍ଜସିଟ୍ ଦାଖଲ କରିଛି। ଜମ୍ମୁର ଏକ ସ୍ୱତନ୍ତ୍ର ଏନଆଇଏ କୋର୍ଟରେ ଏହି ଚାର୍ଜସିଟ୍ ଦାଖଲ କରାଯାଇଛି। ଏଥିରେ ଲସ୍କର-ଏ-ତୈବା ଆତଙ୍କବାଦୀ ସାଜିଦ ଜଟ୍ଟଙ୍କୁ ଆକ୍ରମଣର ମାଷ୍ଟରମାଇଣ୍ଡ!-->…
‘COVID ଟୀକା ଓ ଯୁବବର୍ଗଙ୍କ ହଠାତ୍ ମୃତ୍ୟୁ ମଧ୍ୟରେ କୌଣସି ସମ୍ପର୍କ ନାହିଁ’
ନୂଆଦିଲ୍ଲୀ:ଭାରତରେ ଯୁବବର୍ଗମାନଙ୍କ ହଠାତ୍ ମୃତ୍ୟୁ ହୋଉଥିବା ଖବର ମଧ୍ୟରେ AIIMS-ICMR ଦ୍ୱାରା କରାଯାଇଥିବା ଏକ ଗବେଷଣା ଅଧ୍ୟୟନ କିଛି ଆଶ୍ୱସ୍ତି ପ୍ରଦାନ କରିଛି। ଏହି ଅଧ୍ୟୟନରେ ସ୍ପଷ୍ଟ ଭାବରେ କୁହାଯାଇଛି ଯେ, COVID-19 ଟୀକା ଏବଂ ଯୁବବର୍ଗମାନଙ୍କ ମଧ୍ୟରେ ହଠାତ୍ ମୃତ୍ୟୁ ମଧ୍ୟରେ!-->…
ବାଂଲାଦେଶକୁ ଭାରତର କଡ଼ା ଜବାବ; ୟୁନୁସ ସରକାରଙ୍କ ଦାବିକୁ କଲା ପ୍ରତ୍ୟାଖ୍ୟାନ
ନୂଆଦିଲ୍ଲୀ: ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ବାଂଲାଦେଶ ସରକାରଙ୍କ ଅଭିଯୋଗକୁ ଭାରତ ଆନୁଷ୍ଠାନିକ ଭାବରେ ପ୍ରତ୍ୟାଖ୍ୟାନ କରିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଢାକାର ସାମ୍ପ୍ରତିକ ପ୍ରେସ ନୋଟର ଜବାବରେ କହିଛି ଯେ, ଭାରତ କେବେବି ବାଂଲାଦେଶ ବିରୁଦ୍ଧରେ କୌଣସି ପ୍ରକାରର କାର୍ଯ୍ୟକଳାପ!-->…
ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ଵ ନେଲେ ନିତିନ
ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ ଗ୍ରହଣ କରିଛନ୍ତି ବିହାର ମନ୍ତ୍ରୀ ନିତିନ ନବୀନ। ଗତ ରବିବାର ଦଳର ସଂସଦୀୟ ବୋର୍ଡ ଏହି ପଦବୀ ପାଇଁ ନିତିନଙ୍କ ନାମକୁ ମୋହର ମାରିଥିଲା। ଏହା ସହିତ ଆଗାମୀ ଭବିଷ୍ୟତରେ କେନ୍ଦ୍ରମନ୍ତ୍ରୀ ଜେ.ପି.!-->…
ମୋଦିଙ୍କ ପ୍ରତି କଂଗ୍ରେସର ଅପଶବ୍ଦ ପ୍ରୟୋଗ ଅଭିଯୋଗ ଆଣି କ୍ଷମା ଦାବି କଲେ ନଡ୍ଡା
ନୂଆଦିଲ୍ଲୀ: ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ ରାଲିରେ ମୋଦିଙ୍କ ପ୍ରତି ଅପଶବ୍ଦ ପ୍ରୟୋଗ କରିବା ଅଭିଯୋଗ ଆଣି କ୍ଷମା ଦାବି କଲେ କେନ୍ଦ୍ରମନ୍ତ୍ରୀ ଜେ.ପି ନଡ୍ଡା ।
ଆଜି ରାଜ୍ୟସଭା ସଂସଦ ଗୃହରେ ନେତା ଜେ.ପି ନଡ୍ଡା କହିଛନ୍ତି ଯେ ଗତକାଲି କଂଗ୍ରେସ ରାଲିରେ “ମୋଦୀ,!-->!-->!-->…
ପୁଣି ଆସାମ ନିର୍ବାଚନ ଦାୟିତ୍ଵ ନେଲେ ବୈଜୟନ୍ତ ପଣ୍ଡା
ନୂଆଦିଲ୍ଲୀ: କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ଦାୟିତ୍ଵ ଦେଇଛି ବିଜେପି । ବୈଜୟନ୍ତଙ୍କୁ ଆସାମ ନିର୍ବାଚନ ପାଇଁ ନିର୍ବାଚନୀ ପ୍ରଭାରୀ ଦାୟିତ୍ଵ ଦେଇଛି ବିଜେପି ।
କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ!-->!-->!-->…
ଘନ କୁହୁଡ଼ି : ଦିଲ୍ଲୀରେ ୧୦୦ ବିମାନ ଉଡ଼ାଣ ବାତିଲ
ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ିର ପ୍ରଭାବ । କୁହୁଡ଼ି ଯୋଗୁଁ ୯୦ରୁ ଅଧିକ ଟ୍ରେନ୍ ବିଳମ୍ବରରେ ଚାଲୁଛି । ସେହିପରି ଭାବେ ଦିଲ୍ଲୀ ବିମାନବନ୍ଦରରେ ୧୦୦ ବିମାନ ଉଡ଼ାଣ ବାତିଲ କରାଯାଇଛି । ଏହାରି ମଧ୍ୟରେ ଇଣ୍ଡିଗୋ, ସ୍ପାଇସ୍ ଜେଟ୍ ଏବଂ ଏୟାର ଇଣ୍ଡିଆ ପରାମର୍ଶ ଜାରି!-->…
H-1B ଏବଂ H-4 ଭିସା ପାଇଁ ବାଧ୍ୟତାମୂଳକ ହେଲା ସୋସିଆଲ ମିଡିଆ ପ୍ରୋଫାଇଲ ଯାଞ୍ଚ
ଆମେରିକା : ଆମେରିକାର ଷ୍ଟେଟ୍ ଡିପାର୍ଟମେଣ୍ଟ H-1B ଏବଂ H-4 ଭିସା ଆବେଦନକାରୀଙ୍କ ପାଇଁ ସୋସିଆଲ ମିଡିଆ ପ୍ରୋଫାଇଲ ଯାଞ୍ଚ କରିବାକୁ ବାଧ୍ୟତାମୂଳକ କରିଦେଇଛି । ଏହି ନୂଆ ନିୟମ ଆଜିଠାରୁ ଲାଗୁ ହୋଇଛି । ଏହି ନିୟମ ପୂର୍ବରୁ କେବଳ ଛାତ୍ର ଏବଂ ଏକ୍ସଚେଞ୍ଜ ଭିଜିଟର୍ସଙ୍କ F, M ଏବଂ J!-->…
ନିତିନ ନବୀନ ହେଲେ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି
ନୂଆଦିଲ୍ଲୀ:ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ ହୋଇଛନ୍ତି।ନିତିନ ନବୀନ ନାଁ ରେ ବିଜେପିର ସଂସଦୀୟ ବୋର୍ଡ ମୋହର ମାରିଥିବା ବିଜେପି ପକ୍ଷରୁ ସୂଚନା ଦିଆଯାଇଛି।ନିତିନ ନବୀନ ପାଟନାର ବାଙ୍କିପୁର ବିଧାନସଭା ଆସନରୁ ବିଧାୟକ ଅଛନ୍ତି ଏବଂ ଲଗାତାର ୫ମ ଥର ଲୋକଙ୍କ!-->…