Browsing Category

ଦେଶ

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ କର୍ମୀଙ୍କୁ ନେଇ ରାମଲୀଳା ମୈଦାନରେ ବିଶାଳ ରାଲି ଆୟୋଜନ କରିଛି କଂଗ୍ରେସ । କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସାମିଲ ହୋଇଛନ୍ତି । ଏସଆଇଆର ଓ ଭୋଟ ଚୋରୀ…

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ; ୩ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ କ୍ରାଇମବ୍ରାଞ୍ଚର ଏକ ଦଳ ଲୋନିର ଏକ କାରଖାନାରେ ଚଢାଉ କରି ନକଲି ଔଷଧ ଜବତ କରିଛି। ନକଲି ଔଷଧ ତିଆରି ପାଇଁ ବ୍ୟବହୃତ କଞ୍ଚାମାଲ ମଧ୍ୟ ଜବତ କରାଯାଇଛି। ପୁଲିସ ଏବଂ କ୍ରାଇମବ୍ରାଞ୍ଚ ଉଦ୍ଧାର ସାମଗ୍ରୀ ଜବତ କରି…

ସିଡନୀରେ ଆଖିବୁଜା ଗୁଳିଚାଳନା, ୧୨ ମୃତ

ଅଷ୍ଟ୍ରେଲିଆ : ଆଜି ଅଷ୍ଟ୍ରେଲିଆର ସିଡନୀର ପ୍ରସିଦ୍ଧ ବଣ୍ଡି ବିଚରେ ଆଖିବୁଜା ଫାୟାରିଂ । ଏହି ଫାୟାରିଂରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଯାହା ଫଳରେ ଘଟଣାସ୍ଥଳରେ ଆତଙ୍କ ଖେଳିଯାଇଥିଲା । ଯାହାର ଏକ ଭିଡିଓ ବର୍ତ୍ତମାନ…

ପଙ୍କଜ ଚୌଧୁରୀ ହେଲେ ୟୁପି ବିଜେପି ରାଜ୍ୟ ସଭାପତି

ଉତ୍ତର ପ୍ରଦେଶ : ଭାରତୀୟ ଜନତା ପାର୍ଟିର ଉତ୍ତର ପ୍ରଦେଶକୁ ନୂତନ ରାଜ୍ୟ ସଭାପତି ମିଳିଛି । ବିଜେପି ମନ୍ତ୍ରୀ ପୀୟୁଷ ଗୋୟଲ ଦଳର ନୂତନ ରାଜ୍ୟ ସଭାପତି ଘୋଷଣା କରିଛନ୍ତି । ଗୋରଖପୁରର ବରିଷ୍ଠ ବିଜେପି ନେତା ପଙ୍କଜ ଚୌଧୁରୀଙ୍କୁ ରାଜ୍ୟ ସଭାପତି ଭାବରେ ନିଯୁକ୍ତ କରାଯାଇଛି । ସେ ବିନା…

ଲୁଧିଆନା ୱେଷ୍ଟଏଣ୍ଡ ମଲରେ ଅଗ୍ନିକାଣ୍ଡ

ଲୁଧିଆନା : ଲୁଧିଆନାର ୱେଷ୍ଟଏଣ୍ଡ ମଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ପ୍ରଥମ ମହଲାରେ ଥିବା ଡ୍ରେସ୍ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିବାରୁ ସେହି ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ଏପରି ଘଟଣା ବିଳମ୍ବିତ ରାତିରେ ଘଟିଛି । ଅଗ୍ନିକାଣ୍ଡ ହେବା ମାତ୍ରେ…

ପରୀକ୍ଷା ଚାଲିଥିବାବେଳେ ବ୍ରାଉନ୍ ୟୁନିଭର୍ସିଟିରେ ଗୁଳିକାଣ୍ଡ, ୨ ମୃତ, ୮ ଗୁରୁତର

ଆମେରିକା : ଆମେରିକା ୟୁନିଭର୍ସିଟିର ବାରୁସ୍ ଆଣ୍ଡ ହୋଲି ବିଲ୍ଡିଂରେ ଫାଇନାଲ ପରୀକ୍ଷା ଚାଲିଥିବାବେଳେ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି । କଳା ପୋଷାକ ପିନ୍ଧିଥିବା ଜଣେ ସନ୍ଦିଗ୍ଧ ଆସି ଆଖିବୁଜା ଗୁଳିମାଡ଼ କରିଥିଲା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତଙ୍କୁ…

ଦିଲ୍ଲୀ-NCRରେ ଉତ୍କଟ ବାୟୁ ପ୍ରଦୂଷଣ, ଗ୍ରାପ୍-୪ କଟକଣା ଲାଗୁ

ନୂଆଦିଲ୍ଲୀ : ଦିଲ୍ଲୀ NCRରେ ବାୟୁ ପ୍ରଦୂଷଣ ପାଇଁ ଖରାପ ସ୍ଥିତି । ପ୍ରବଳ ଥଣ୍ଡା ଏବଂ କୁହୁଡ଼ି ଯୋଗୁଁ ଦିଲ୍ଲୀର ସ୍ଥିତି ଆହୁରି ବିଗିଡିବାରେ ଲାଗିଛି । ଯାହା ଦ୍ବାରା ଦିନକୁ ଦିନ ଦିଲ୍ଲୀ ପ୍ରଦୂଷଣ ବଢିବାରେ ଲାଗିଛି । ଆଜି ସକାଳେ ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ ୪୬୪ ରେ…

ବନ୍ଦେ ଭାରତ ଟ୍ରେନରେ ସ୍ଥାନୀୟ ବ୍ୟଞ୍ଜନର ସ୍ୱାଦ: ଯାତ୍ରୀଙ୍କୁ ମିଳିବ ଆଞ୍ଚଳିକ ସ୍ୱାଦର ଅନୁଭୂତି

ନୂଆଦିଲ୍ଲୀ, ୧୩/୧୨ : ଭାରତୀୟ ରେଳବାଇ ଦ୍ୱାରା ଯାତ୍ରୀ ସେବାରେ ଆଉ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି | ଖୁବ୍ ଶୀଘ୍ର ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନରେ ଯାତ୍ରୀମାନେ ସ୍ଥାନୀୟ ତଥା ଆଞ୍ଚଳିକ ବ୍ୟଞ୍ଜନର ସ୍ୱାଦ ଚାଖିପାରିବେ | ଏହି ସୁବିଧା ପର୍ଯ୍ୟାୟକ୍ରମେ ଦେଶର ସମସ୍ତ ଟ୍ରେନରେ…

ଦେଶର ପ୍ରଥମ ଡିଜିଟାଲ୍ ଜନଗଣନା ୨୦୨୭: କେନ୍ଦ୍ର କ୍ୟାବିନେଟ୍‌ର ୧୧,୭୧୮ କୋଟି ଟଙ୍କାର ବଜେଟ୍ ଅନୁମୋଦନ

ନୂଆଦିଲ୍ଲୀ, ୧୩/୧୨ : ଭାରତରେ ଆସନ୍ତା ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଥିବା ଜନଗଣନା ପାଇଁ କେନ୍ଦ୍ର କ୍ୟାବିନେଟ୍ ୧୧,୭୧୮.୨୪ କୋଟି ଟଙ୍କାର ଏକ ବିଶାଳ ବଜେଟ୍ ଅନୁମୋଦନ କରିଛି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବଡ଼ ଚଢ଼ାଉ: ଆଇଏସଆଇଏସ ମଡ୍ୟୁଲର ୯.୭ କୋଟି ଟଙ୍କା ଜବତ

ନୂଆଦିଲ୍ଲୀ, ୧୩/୧୨ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗୁରୁବାର (ଡିସେମ୍ବର ୧୧, ୨୦୨୫) ଦେଶର ବିଭିନ୍ନ ରାଜ୍ୟରେ ଆଇଏସଆଇଏସ (ISIS) ସହ ଜଡ଼ିତ ଏକ ମଡ୍ୟୁଲ ବିରୋଧରେ ବ୍ୟାପକ ଚଢ଼ାଉ କରିଛି | ମହାରାଷ୍ଟ୍ର ସମେତ ଦିଲ୍ଲୀ, କୋଲକାତା ଏବଂ ଉତ୍ତର ପ୍ରଦେଶର ୪୦ରୁ ଅଧିକ ସ୍ଥାନରେ ଏକକାଳୀନ…