Browsing Category

ଦେଶ

ଭୋଟ ଅନଲାଇନ ଡିଲିଟ ହୋଇପାରବନି, ରାହୁଲଙ୍କ ଅଭିଯୋଗକୁ ନେଇ ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ଉପରେ ରାହୁଲ ଗାନ୍ଧି ଆଣିଥିବା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିର୍ବାଚନ କମିଶନର ଜ୍ଞାନେଶ କୁମାର । ଗତ ନିର୍ବାଚନରେ କର୍ଣ୍ଣାଟକରେ ଭୋଟ ଡିଲିଟ କରିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ଗମ୍ଭୀର ଅଭିଯୋଗ ଆଣିଛନ୍ତି ରାହୁଲ ।

ସୁଶୀଳା କାର୍କିଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ଅନ୍ତରୀମ ସରକାରର ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସହିତ ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । କଥା ହୋଇ ନେପାଳ ଘଟଣାକୁ ନେଇ ସମବେଦନା ବ୍ୟକ୍ତ କରିଛନ୍ତି । ନେପାଳରେ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ପାଇଁ ଭାରତ ଅତୁଟ

ରାହୁଲଙ୍କ ସାଂଘାତିକ ଅଭିଯୋଗ, ଭୋଟ ଚୋରଙ୍କୁ ସୁରକ୍ଷା ଦେଉଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ : ନିର୍ବାଚନ କମିଶନର ଏବଂ ବିଜେପିକୁ ଟାର୍ଗେଟ କରିଛନ୍ତି ବିରୋଧୀଦଳ ନେତା ରାହୁଲ ଗାନ୍ଧି। ପୁଣି ଭୋଟ ଜାଲିଆତି ନେଇ ନୂଆ ପ୍ରମାଣ ଦେବା ସହ ଅଭିଯୋଗ ଆଣିଛନ୍ତି ରାହୁଲ । କଂଗ୍ରେସ ସମର୍ଥକଙ୍କୁ ଭୋଟର ତାଲିକାରୁ ହଟାଇ ଦିଆଯାଉଥିବା କହିଛନ୍ତି । ଦେଶରେ କଂଗ୍ରେସର ଜିତିବା

ଦିଶା ପଟାନୀଙ୍କ ଘରୁ ଗୁଳି ମାଡ଼ କରିଥିବା ଦୁଇ ସନ୍ଦିଗ୍ଧ ଏନକାଉଣ୍ଟରରେ ମୃତ

ବରେଲି : ବଲିଉଡ ଅଭିନେତ୍ରୀ ଦିଶା ପଟାନୀଙ୍କ ବରେଲି ସ୍ଥିତ ଘର ଉପରେ ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧ ପୋଲିସ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି । ୟୁପି ଏସଟିଏଫର ନୋଏଡା ୟୁନିଟ୍, ହରିୟାଣା ଏସଟିଏଫ୍ ଏବଂ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚର ମିଳିତ ଟିମ୍ ଗାଜିଆବାଦର ଥାନା

ପାକିସ୍ତାନ ଏବଂ ସାଉଦି ଆରବର ପ୍ରତିରକ୍ଷା ଚୁକ୍ତିନାମା ଉପରେ ଭାରତର ବୟାନ

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ସାଉଦି ଆରବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁସାରେ, ‘ରଣନୈତିକ ପାରସ୍ପରିକ ପ୍ରତିରକ୍ଷା ଚୁକ୍ତିନାମା’ ନାମକ ଏହି ଚୁକ୍ତିନାମାରେ କୁହାଯାଇଛି ଯେ ପାକିସ୍ତାନ କିମ୍ବା ସାଉଦି ଆରବ ମଧ୍ୟରୁ ଯେ

ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା, ୭ ନିଖୋଜ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାରେ ରାତିସାରା ପ୍ରବଳ ବର୍ଷା ପରେ, ଏକ ବଡ଼ ବିପର୍ଯ୍ୟୟ ସୃଷ୍ଟି ହୋଇଛି । ନନ୍ଦନାଗର ଘାଟ ଅଞ୍ଚଳର କୁନ୍ତରୀ ଲଙ୍ଗାଫାଲି ଏବଂ ଧୂର୍ମା ଗାଁରେ ଅନେକ ଘର ଏବଂ ଯାନବାହନ ଭଗ୍ନାବଶେଷ ତଳେ ଚାପି ହୋଇ

କାତାର ଉପରେ ଇସ୍ରାଏଲର ଆକ୍ରମଣ, ଜାତିସଂଘରେ ଭାରତର ନିନ୍ଦା

ଦିଲ୍ଲୀ: ଜାତିସଂଘରେ ଇସ୍ରାଏଲକୁ ନିନ୍ଦା କରିଛି ଭାରତ । କାତାର ଉପରେ ଇସ୍ରାଏଲ ଆକ୍ରମଣ କରିଥିବାରୁ ଭାରତ ଏହାକୁ ନିନ୍ଦା କରିଛି । ଭାରତ କହିଛି ଯେ କାତାର ଉପରେ ଇସ୍ରାଏଲ ଯେଉଁ ଆକ୍ରମଣ କରିଛି ଏହା ତା’ର ସାର୍ବଭୌମତ୍ବର ଉଲ୍ଲଙ୍ଘନ କରିଛି । ଜାତିସଂଘସ୍ଥିତ ଭାରତର ପ୍ରତିନିଧି

ମୋଦିଙ୍କ ୭୫ତମ ଜନ୍ମଦିନରେ ମହିଳାଙ୍କୁ ବଡ଼ ଉପହାର : ଆଜିଠୁ ସ୍ବାସ୍ଥ୍ୟ ନାରୀ, ସଶକ୍ତ ପରିବାର ଅଭିଯାନ ଆରମ୍ଭ

ଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ । ସାରା ଦେଶରେ

ଭୂସ୍ଖଳନ ଯୋଗୁଁ ବନ୍ଦ ଥିବା ମାତା ବୈଷ୍ଣୋଦେବୀ ଯାତ୍ରା ପୁଣି ଆରମ୍ଭ ହେଲା, ୩ ସପ୍ତାହ ହେଲାଣି ଥିଲା ବନ୍ଦ

ଜମ୍ମୁ କଶ୍ମୀର : ପୁଣି ଆରମ୍ଭ ହେଲା ମାତା ବୈଷ୍ଣୋଦେବୀ ଯାତ୍ରା । ୩ ସପ୍ତାହ ହେଲାଣି ବନ୍ଦ ଥିବା ମାତାଙ୍କ ଦରବାର ପୁଣିଥରେ ଭକ୍ତଙ୍କ ପାଇଁ ଖୋଲିଛି । ଲଗାତାର ୨୨ ଦିନ ହେଲାଣି ବନ୍ଦ ଥିବା ଯାତ୍ରା ଆଜିଠାରୁ ଆରମ୍ଭ ହୋଇଛି । ଯାହାକୁ ଖରାପ ପାଣିପାଗ ଯୋଗୁଁ ତତ୍କାଳ ବନ୍ଦ କରାଯାଇଥିଲା

ମହାରାଷ୍ଟ୍ର ଗଢଚିରୋଲୀରେ ସୁରକ୍ଷାବଳକୁ ବଡ଼ ସଫଳତା: ୨ ମହିଳା ନକ୍ସଲ ନିହତ

ମହାରାଷ୍ଟ୍ର : ମହାରାଷ୍ଟ୍ର ଗଢଚିରୋଲୀରେ ପୋଲିସ କମାଣ୍ଡୋ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ । ଏଥିରେ ୨ ନକ୍ସଲ ମହିଳା ନିହତ ହୋଇଥିବା ବେଳେ ଘଟଣା ସ୍ଥଳରୁ ବନ୍ଧୁକ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଖବର ମୁତାବକ, ଗଢଚିରୋଲୀ ପୋଲିସ ଏଟାପଲ୍ଲୀ ଅଞ୍ଚଳର ଜାମ୍ବିଆ ଜଙ୍ଗଲରେ ଗୁଳି