Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲେ ପୁଟିନ
ନୂଆଦିଲ୍ଲୀ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ଦୁଇ ଦେଶର ନେତା ତଥା ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବହୁ ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇଛି। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜାତିସଂଘରେ ଭାରତର!-->…
ରାହୁଲଙ୍କୁ ମିଳିଲାନି ଆମନ୍ତ୍ରଣ, ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ କରିବେ ଥରୁର
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର ଶେଷ ଦିନ। ସାନ୍ଧ୍ୟ ଭୋଜନ ପରେ ରାତି ୯ଟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ସ୍ବଦେଶ ଫେରିଯିବେ। ରାତି ୭ଟାରେ ରାଷ୍ଟ୍ରପତି ଭବନରେ ସାନ୍ଧ୍ୟଭୋଜନର ଆୟୋଜନ ହୋଇଛି। ତେବେ ପୁଟିନଙ୍କ ସହିତ ସାକ୍ଷାତ ପାଇଁ!-->…
ଦୂର ହେବ ସାର ସଙ୍କଟ, ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ
ନୂଆଦିଲ୍ଲୀ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ ଏବଂ ରୁଷ ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ। ଏ ନେଇ ଦୁଇ ଦେଶ ମଧ୍ୟରେ ଶୁକ୍ରବାର ବୁଝାମଣା ହୋଇଛି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଗସ୍ତ ଅବସରରେ ଶୁକ୍ରବାର ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଉଭୟ!-->…
ନିୟମ ବଦଳାଇଲା ଡିଜିସିଏ, ସ୍ବାଭାବିକ ହେବ ଇଣ୍ଡିଗୋ ବିମାନ ଚଳାଚଳ !
ନୂଆଦିଲ୍ଲୀ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା ଦେଇଥିବା ସଙ୍କଟକୁ ନେଇ ବଡ ପଦକ୍ଷେପ ନେଇଛି ଡିଜିସିଏ । ନିୟମରେ ପରିବର୍ତ୍ତନ କରି ଡିଜିସିଏ ସାପ୍ତାହିକ ଛୁଟି ନିର୍ଦ୍ଦେଶ ପ୍ରତ୍ୟାହାର କରିନେଇଛି । ଏହି ନିର୍ଦ୍ଦେଶ ପରେ ପରିସ୍ଥିତି ଶୀଘ୍ର ସ୍ୱାଭାବିକ ହେବ ବୋଲି ଆଶା କରାଯାଉଛି!-->…
ଖାଇକୁ ଖସିଲା ବରଯାତ୍ରୀ କାର୍, ୫ ମୃତ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମ୍ପୱାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟ ନିକଟରେ ବାଗଧାରା ଏକ ବରଯାତ୍ରୀ ଗାଡ଼ି ବିବାହ ଅତିଥିମାନଙ୍କୁ ନେଇ ଯାଉଥିବା ଏକ କାର ଗଭୀର ଘାଟିକୁ ଖସିପଡ଼ିଛି । ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ପାଞ୍ଚ ଜଣ ଆହତ ହୋଇଛନ୍ତି ।!-->…
ରୁଷୀୟ ନାଗରିକଙ୍କୁ ମିଳିବ ୩୦ ଦିନର ଫ୍ରି ଟୁରିଷ୍ଟ ଭିସା: ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ରୁଷର ରାଷ୍ଟ୍ରପତି ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି । ପୁଟିନଙ୍କୁ ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରାଯାଇଛି । ଏହାପରେ ହାଇଦ୍ରାବାଦ ହାଉସ୍ରେ ପ୍ରଧାନମନ୍ତ୍ରୀ ମୋଦି ଓ ରୁଷୀୟ ରାଷ୍ଟ୍ରପତି ଦ୍ୱିପାକ୍ଷୀୟ ଆଲୋଚନା କରିଛନ୍ତି । ମୋଦି ଏବଂ ପୁଟିନଙ୍କ ମଧ୍ୟରେ ୭ଟି!-->…
ଇଣ୍ଡିଗୋର ୯୦୦ରୁ ଅଧିକ ଉଡ଼ାଣ ବାତିଲ, ବିଭିନ୍ନ ଏୟାରପୋର୍ଟରେ ଉତ୍ତେଜନା
ନୂଆଦିଲ୍ଲୀ : ଦେଶର ସବୁଠୁ ବଡ଼ ଏୟାରଲାଇନ୍ ଇଣ୍ଡିଗୋ ଏବେ ସଙ୍କଟ ଦେଇ ଗତି କରୁଛି । ବିଗତ ୪ ଦିନ ହେଲାଣି ବିମାନ ଉଡ଼ାଣ ଲଗାତାର ବିଳମ୍ବ ଏବଂ ବାତିଲ ହେବା ଯୋଗୁଁ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି । ଗୁରୁବାର ଦିନ ୫୫୦ରୁ ଅଧିକ ବିମାନ ଉଡ଼ାଣ ବାତିଲ ହୋଇଛି । ଏଥିରେ ଦିଲ୍ଲୀ,!-->…
ଭାରତରେ ରୁଷ ରାଷ୍ଟ୍ରପତି ପୁଟିନ, ଆଲିଙ୍ଗନ କରି ସ୍ବାଗତ କଲେ ମୋଦି
ନୂଆଦିଲ୍ଲୀ : ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଦିଲ୍ଲୀର ପାଲମ ବିମାନବନ୍ଦରରେ ଓହ୍ଲାଇଛନ୍ତି ରୁଷ ରାଷ୍ଟ୍ରପିତ ଭ୍ଲାଦିମିର ପୁଟିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋଟୋକଲ ଭାଙ୍ଗି ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ପୁଟିନଙ୍କୁ ସ୍ୱାଗତ କରିବା!-->…
ଲେଡି ସାଇକୋ କିଲର୍ ଗିରଫ, ନିଜ ପୁଅ ସେମତ ନେଇଥଲା ବହୁ ଶିଶୁଙ୍କ ଜୀବନ
ହରିୟାଣା : ସୁନ୍ଦର ଦିଶିବାକୁ ନେଇ ନିଜ ଭାଣେଜି ଓ ପୁଅକୁ ହତ୍ୟା କରିବା ଘଟଣା ଏବେ ଚାରିଆଡେ ଚାଞ୍ଚଲ୍ୟ ଖେଳାଇଦେଇଛି । ହରିୟାଣାର ପାନିପତ ଜିଲ୍ଲା ନୌଲ୍ଥା ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି । ନିଜେ ସବୁଠୁ ସୁନ୍ଦରୀ ଦେଖାଯିବା ପାଇଁ ଇର୍ଷାରେ ନିରୀହ ଶିଶୁଙ୍କୁ ହତ୍ୟା!-->…
ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୌଶଲଙ୍କ ବିୟୋଗ
ନୂଆଦିଲ୍ଲୀ: ପୂର୍ବତନ ବିଦେଶ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ସ୍ୱାମୀ ତଥା ବିଜେପି ସାଂସଦ ବାଂସୁରୀ ସ୍ୱରାଜଙ୍କ ବାପା ସ୍ୱରାଜ କୌଶଲଙ୍କ ପରଲୋକ । ତାଙ୍କ ବିୟୋଗ ନେଇ ଦିଲ୍ଲୀ ଭାରତୀୟ ଜନତା ପାର୍ଟି ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛି । ସେ ମିଜୋରାମର ପୂର୍ବତନ ରାଜ୍ୟପାଳ ଭାବେ ଦାୟିତ୍ୱ!-->…