Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବିମାନ ସେବା ପ୍ରଭାବିତ, ଦିଲ୍ଲୀରୁ ମୁମ୍ବାଇ ଯାତ୍ରା ପାଇଁ ଦେବାକୁ ପଡ଼ୁଛି ଡବଲ୍ ଭଡ଼ା
ନୂଆଦିଲ୍ଲୀ : ସମଗ୍ର ଦେଶରେ ଇଣ୍ଡିଗୋ ବିମାନ ବର୍ତ୍ତମାନ ସଙ୍କଟ ଦେଇ ଗତି କରୁଛି । ବିମାନ ଉଡାଣ ଗୁରୁତର ଭାବରେ ପ୍ରଭାବିତ ହୋଇଛି । ଦୁଇ ଦିନରେ ୩୦୦ ରୁ ଅଧିକ ବିମାନ ବାତିଲ ହୋଇସାରିଲାଣି । ଆଉ ଏଥିପାଇଁ ଦିଲ୍ଲୀରୁ ମୁମ୍ବାଇ ଯାତ୍ରା ଏବେ ମହଙ୍ଗା ହୋଇଛି । ବିମାନ ଭଡ଼ା ହଠାତ୍!-->…
ପୁଟିନଙ୍କ ଭାରତ ଗସ୍ତ ନେଇ ଦିଲ୍ଲୀରେ ହୋଟେଲ ଦାମ୍ ଆକାଶଛୁଆଁ
ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ ଗସ୍ତ କରୁଛନ୍ତି| ଏଥିପାଇଁ ନୂଆଦିଲ୍ଲୀରେ ବ୍ୟାପକ କଡ଼ା ସୁରକ୍ଷା କରାଯାଇଛି । ପୁଟିନ ଭାରତ ଯାତ୍ରା ନେଇ ଦିଲ୍ଲୀରେ ହସପିଟାଲିଟି ଇଣ୍ଡଷ୍ଟ୍ରୀର ଭାଉ ବଢିଯାଇଛି । ରାଜଧାନୀର ସମସ୍ତ ବିଳାସପୂର୍ଣ୍ଣ ୫ ଷ୍ଟାର ହୋଟେଲ ଫୁଲ୍!-->…
ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିରେ ୧୨ ମାଓବାଦୀ, ୩ ଯବାନ ସହିଦ
ଛତିଶଗଡ଼ : ପୁଣି ଲାଲବାହିନୀକୁ ଶକ୍ତ ଧକ୍କା । ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିରେ ୧୨ ମାଓବାଦୀ । ନକ୍ସଲଙ୍କ ପାଲଟା ଗୁଳିରେ ୩ ଡିଆରଜି ଯବାନ ସହିଦ । ଦାନ୍ତେୱାଡା ଓ ବିଜାପୁର ସୀମାନ୍ତ ଭୈରମଗଡ଼ ଅଞ୍ଚଳର କେଶକତୁଲ ଜଙ୍ଗଲରେ ଏନକାଉଣ୍ଟର । ମାଓ ନିପାତ ଅଭିଯାନରେ ବଡ଼ ସର୍ଚ୍ଚ ଅପରେସନ!-->…
ଆମରୋହାର ନ୍ୟାସନାଲ ହାଇୱେ ୯ରେ ଦୁର୍ଘଟଣା, ୪ ଡ଼ାକ୍ତର ମୃତ
ଉତ୍ତରପ୍ରଦେଶ : ଗତକାଲି ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ଆମରୋହାର ନ୍ୟାସନାଲ ହାଇୱେ ୯ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ଘଟିଛି । ଦ୍ରୁତ ଗତିରେ ଆସୁଥିବା କାରଟି DCM ରେ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସମସ୍ତ!-->…
କର୍ମଚାରୀ ଅଭାବ, ୨୦୦ ରୁ ଅଧିକ ଇଣ୍ଡିଗୋ ବିମାନ ଚଳାଚଳ ରଦ୍ଦ
ନୂଆଦିଲ୍ଲୀ : ଇଣ୍ଡିଗୋରେ କର୍ମଚାରୀ ଅଭାବ। ଫେଲ୍ ମାରିଲା ପଞ୍ଚୁଆଲିଟି ସର୍ଭିସ୍ । କ୍ରିୟୁ ସଦସ୍ୟଙ୍କ ଅଭାବ ଯୋଗୁ ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ, ବେଙ୍ଗାଳୁରୁ ଭଳି ବଡ଼ ବଡ଼ ବିମାନ ବନ୍ଦରରେ ୨୦୦ ରୁ ଅଧିକ ବିମାନ ଚଳାଚଳ ରଦ୍ଦ ହୋଇଛି । ଏଥିଯୋଗୁ ବିଭିନ୍ନ ବିମାନ ବନ୍ଦରରେ!-->…
ପୁଟିନଙ୍କ ଗସ୍ତ ପୂର୍ବରୁ ଭାରତ ସହିତ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିକୁ ଋଷର ମଞ୍ଜୁରୀ
ନୂଆଦିଲ୍ଲୀ: ଋଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ନେଇ ଚର୍ଚ୍ଚା ଜୋର ଧରିଛି। ବ୍ଲାଦିମିର ପୁଟିନ୍ ଦୁଇ ଦିବସୀୟ ଯାତ୍ରାରେ ଗୁରୁବାର ଭାରତ ଆସୁଛନ୍ତି। କିନ୍ତୁ ପୁଟିନ ଆସିବା ପୂର୍ବରୁ ଋଷ ସଂସଦ ବା ଡୁମା ଭାରତ ସହ ଗୁରୁତ୍ବପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତିକୁ ମଞ୍ଜୁରୀ ଦେଇଛି। ଏହି ପ୍ରତିରକ୍ଷା!-->…
ବିମାନବନ୍ଦରରେ ଫସି ରହିଲେ ୧୦୦୦ରୁ ଅଧିକ ଯାତ୍ରୀ
ହାଇଦ୍ରାବାଦ: ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ଏୟାରଲାଇନ୍ସର ବିମାନ ଚଳାଚଳରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି। ମୁମ୍ବାଇ, ଅହମ୍ମଦାବାଦ, ବେଙ୍ଗାଲୁରୁ, ଚେନ୍ନାଇ ଏବଂ ଦିଲ୍ଲୀକୁ ଯାଉଥିବା ଅନେକ ବିମାନ ଏହାଦ୍ବାରା ପ୍ରଭାବିତ ହୋଇଛି। ଯାହାଫଳରେ!-->…
୧୯ ଅଣ-ୟୁରୋପୀୟ ଦେଶର ପ୍ରବାସ ଆବେଦନ ସ୍ଥଗିତ ରଖିଲା ଆମେରିକା
ନୂଆଦିଲ୍ଲୀ: ଆମେରିକା ଜାତୀୟ ସୁରକ୍ଷା ଏବଂ ଜନସାଧାରଣଙ୍କ ସୁରକ୍ଷା ଉପରେ ଚିନ୍ତା ପ୍ରକାଶ କରି ୧୯ଟି ଅଣ-ୟୁରୋପୀୟ ଦେଶରୁ ପ୍ରବାସୀମାନଙ୍କ ଆବେଦନ ସ୍ଥଗିତ କରିଛନ୍ତି । ଯେଉଁଥିରେ ଗ୍ରୀନ କାର୍ଡ ଏବଂ ଆମେରିକୀୟ ନାଗରିକତା ପ୍ରକ୍ରିୟାକରଣ ଅନ୍ତର୍ଭୁକ୍ତ ।
ଗତ ଜୁନ୍ ମାସରେ ଏହି!-->!-->!-->…
୨୦୨୬ ଏପ୍ରିଲରୁ ୨୦୨୭ ଫେବୃଆରୀ ମଧ୍ୟରେ ୨ଟି ପର୍ଯ୍ୟାୟରେ ହେବ ଜନଗଣନା
ନୂଆଦିଲ୍ଲୀ: ଆସନ୍ତାବର୍ଷ ଏପ୍ରିଲରୁ ୨୦୨୭ ଫେବୃଆରୀ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଦେଶବ୍ୟାପୀ ଜନଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ସୂଚନା ଦେଇଛନ୍ତି। ମଙ୍ଗଳବାର ଲୋକସଭାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲିଖିତ ପ୍ରଶ୍ନର ଉତ୍ତର!-->…
ଶପଥ ଗ୍ରହଣର ଲେଖା ପଢ଼ିପାରିଲେନି ବିଧାୟିକା
ପାଟନା: ବିହାର ବିଧାନସଭାର ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଥିବା ବେଳେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିଛନ୍ତି। ତେବେ ଏହି ପ୍ରସଙ୍ଗରେ ଜେଡିୟୁ ବିଧାୟିକା ବିଭା ଦେବୀଙ୍କୁ ଗୃହରେ ଅପଦସ୍ଥ ହେବାକୁ ପଡିଛି। ବିଭା ଦେବୀଙ୍କ ନାମ ଡକାଯିବାରୁ ସେ ଉଠିପଡି ଶପଥପାଠ କରିବାକୁ!-->…