Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ, ଝରକା ଭାଙ୍ଗି ରୋଗୀଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ
ଗୁଜରାଟ : ଗୁଜରାଟର ଭାବନଗର କାଲ ନାଲା ଅଞ୍ଚଳର ଏକ କମ୍ପ୍ଲେକ୍ସରେ ଆଜି ସକାଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ବେସମେଣ୍ଟରୁ ଆରମ୍ଭ ହୋଇଥିବା ନିଆଁ ଶୀଘ୍ର କୋଠା ସାରା ବ୍ୟାପି ଯାଇଥିଲା । କୋଠାରେ ଅନେକ ହସ୍ପିଟାଲ ରହିଛି । ସୂଚନା ପାଇ ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ!-->…
ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ, ସର୍ଚ୍ଚ ଅପରେସନ୍ ଆରମ୍ଭ
ନୂଆଦିଲ୍ଲୀ : ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ ମିଳିଛି । ଦିଲ୍ଲୀର ଏହି ୨ଟି ରାମଜସ କଲେଜ ଏବଂ ଦେଶ ବନ୍ଧୁ କଲେଜକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଯାହା ଇ-ମେଲ୍ ଦ୍ବାରା ମିଳିଥିବା ସୂଚନା ରହିଛି । ସୂଚନା ପାଇ ବମ୍ ସ୍କ୍ବାର୍ଡ ଏବଂ ଦିଲ୍ଲୀର ପୋଲିସ ଘଟଣାସ୍ଥଳରେ!-->…
ଦିଲ୍ଲୀ MCD ନିର୍ବାଚନ: ୨ଟି ଆସନରେ ହାରିଲା ବିଜେପି
ନୂଆଦିଲ୍ଲୀ : ଦିଲ୍ଲୀ ନଗର ନିଗମ(MCD)ର ୧୨ ଟି ୱାର୍ଡର ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି । ଯେଉଁଥିରେ ଭାରତୀୟ ଜନତା ପାର୍ଟି(BJP) ୭ଟି ଏବଂ ଆମ୍ ଆଦାନୀ ପାର୍ଟି(AAP) ୩ଟି ସିଟ୍ ହାସଲ କରିବାରେ ସଫଳ ହୋଇଛି । କଂଗ୍ରେସ ମଧ୍ୟ ସଙ୍ଗମ ବିହାର-A ଆସନରେ ବିଜୟୀ ହୋଇଛି । ନଭେମ୍ବର!-->…
ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା
ନୂଆଦିଲ୍ଲୀ: ଖସୁଛି ଟଙ୍କାର ମୂଲ୍ୟ । ଶକ୍ତିଶାଳୀ ହେଉଛି ଡଲାର । ଆମେରିକା ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ରେକର୍ଡ଼ ସ୍ତରରେ ହ୍ରାସ । ୯୦ ଟଙ୍କା ପାର କଲା ଗୋଟିଏ ଡଲାର । ଅକ୍ଟୋବରରେ ଟ୍ରେଡ୍ ଡେଫିସିଟ୍ ହେବାରୁ ସ୍ଥିତି ଆହୁରି ସଂଗୀନ ହୋଇଛି ।
ଡଲାର ତୁଳନାରେ ଟଙ୍କାର!-->!-->!-->…
ଶ୍ରୀଲଙ୍କାକୁ ରିଲିଫ ପଠାଇବା ଲାଗି ପାକିସ୍ତାନ ପାଇଁ ଆକାଶମାର୍ଗ ଖୋଲିଲା ଭାରତ
ନୂଆଦିଲ୍ଲୀ: ପାକିସ୍ତାନ ପାଇଁ ଆକାଶମାର୍ଗ ଖୋଲିଲା ଭାରତ। ଅପରେସନ ସିନ୍ଦୂର ସମୟରେ ଭାରତ ଆକାଶମାର୍ଗକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ କରିଦେଇଥିଲା। ହେଲେ ବାତ୍ୟା ଦ୍ବାରା କ୍ଷତିଗ୍ରସ୍ତ ଶ୍ରୀଲଙ୍କାକୁ ରିଲିଫ ପଠାଇବା ଲାଗି ଆକାଶମାର୍ଗ ଅନୁମତି ପ୍ରଦାନ ପାଇଁ ପାକିସ୍ତାନ ଅନୁରୋଧ!-->…
ଭାରତ ଆସିବେ ପୁଟିନ୍, ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ହାଇଆଲର୍ଟ
ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପୁଟିନଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭାରତ ଏବଂ ରୁଷ ଉଭୟର ଏଜେନ୍ସି ଏହି ସ୍ତରକୁ ବଜାୟ ରଖିବା ପାଇଁ ଏକାଠି!-->…
ଖୋଲିଲା ଭାରତର ସବୁଠାରୁ ଲମ୍ବା ଗ୍ଲାସ୍ ସ୍କାଇୱାକ୍
ବିଶାଖାପଟନମ୍ : ଆନ୍ଧ୍ରପ୍ରଦେଶ ବିଶାଖାପାଟନମରେ ନିର୍ମାଣ ହୋଇଛି ବହୁ ପ୍ରତିକ୍ଷୀତ ଗ୍ଲାସ୍ ବ୍ରିଜ । ଡିସେମ୍ବର ୧ ତାରିଖରେ ଟିଡିପି ସାଂସଦ ଭରତ କୈଳାଶଗିରିରେ ନିର୍ମାଣ ହୋଇଥିବା ସ୍କାଇ ୱାକ୍ ବ୍ରିଜକୁ ଉଦ୍ଘାଟନ କରିଛନ୍ତି । ସମୁଦ୍ର ପତ୍ତନଠୁ ୧୦୦୦ ଫୁଟ ଉପରେ ଚାଲିବାର ମଜା ଉଠାଇପାରିବେ!-->…
ଯାନ୍ତ୍ରିକ ତ୍ରୁଟି ପାଇଁ ସବୱେରେ ଫସିଲା ଚେନ୍ନାଇ ମେଟ୍ରୋ ଟ୍ରେନ୍
ଚେନ୍ନାଇ : ଆଜି ସକାଳେ ଚେନ୍ନାଇ ମେଟ୍ରୋ ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିଲା । ଯାହା ୱିମକୋ ନଗର ଡିପୋ ଏବଂ ଚେନ୍ନାଇ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଚାଲେ । ସେଣ୍ଟ୍ରାଲ ମେଟ୍ରୋ ଏବଂ ହାଇକୋର୍ଟ ଷ୍ଟେସନ ମଧ୍ୟରେ ମେଟ୍ରୋଟି ଫସିଯାଇଥିଲା । ଯାହାଫଳରେ ଇଲେକ୍ଟ୍ରି!-->…
ଶ୍ରୀଲଙ୍କାକୁ ଏକ୍ସପାୟାର ରିଲିଫ ସାମଗ୍ରୀ ପଠାଇଲା ପାକିସ୍ତାନ
ଶ୍ରୀଲଙ୍କା: ବନ୍ୟା ତଥା ଘୂର୍ଣ୍ଣିଝଡ଼ ଡିଟୱା ଦ୍ବାରା ପ୍ରଭାବିତ ହୋଇ ଶ୍ରୀଲଙ୍କା ଏବେ ସଙ୍କଟରେ ଗତି କରୁଛି । ଏଭଳି ସ୍ଥଳେ ପାକିସ୍ତାନ ଶ୍ରୀଲଙ୍କାକୁ ପଠାଇଥିବା ରିଲିଫ ସାମଗ୍ରୀକୁ ନେଇ ନୂଆ ବିବାଦ ଦେଖାଦେଇଛି । ପାକିସ୍ତାନ ପଠାଇଥିବା ରିଲିଫ୍ ସାମଗ୍ରୀ ସବୁ ଏକ୍ସପାୟାର ହୋଇଯାଇଛି!-->…
ଏଣିକି ସେବାତୀର୍ଥ ନାମରେ ଜଣାଯିବ PMO
ନୂଆଦିଲ୍ଲୀ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ ରାସ୍ତାର ନାମକୁ କିଛି ଦିନ ଭିତରେ ପରିବର୍ତ୍ତନ!-->…