Browsing Category

ଦେଶ

କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଇଡି ନୋଟିସ

ନୂଆଦିଲ୍ଲୀ: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରଦାନ କରିଛି ଇଡି । ପିନାରାଇଙ୍କ ସହ ପୂର୍ବତନ ଅର୍ଥମନ୍ତ୍ରୀ ଥୋମାସ ଆଇଜାକ୍ ଏବଂ କେଆଇଆଇଏଫବି ସିଇଓ କେଏମ୍ ଆବ୍ରାହାମଙ୍କୁ ମଧ୍ୟ ନୋଟିସ ମିଳିଛି ।କେରଳ ଭିତ୍ତିଭୂମି ନିବେଶ ପାଣ୍ଠି ବୋର୍ଡ…

କାଶ୍ମୀରର ୮ ସ୍ଥାନରେ ଏନଆଇଏ ଚଢାଉ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଲାଲକିଲ୍ଲା ନିକଟରେ କାର ବିସ୍ଫୋରଣ ଘଟଣାରେ, ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ଆଜି କାଶ୍ମୀରର ପୁଲୱାମା, ଶୋପିଆନ ଏବଂ କୁଲଗାମ ଜିଲ୍ଲାର ଆଠଟି ସ୍ଥାନରେ ଚଢାଉ କରିଛି । ତଦନ୍ତ ଅଧିକାରୀମାନେ କହିଛନ୍ତି ଯେ ଏନଆଇଏ ରେ ସାମିଲ ତଦନ୍ତ ଦଳଗୁଡ଼ିକ ଶୋପିଆନ ସ୍ଥିତ ମୌଲବୀ…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ ରୋଡୱେଜ୍ ବସ୍ ପଛରୁ ଏକ ଟେମ୍ପୋ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ମୃତ୍ୟୁ ହୋଇଥିବା ୬ ଜଣ ଗୋଟିଏ…

ଦକ୍ଷିଣ-ପୂର୍ବ ଏସିଆରେ ତାଣ୍ଡବ ରଚିଛି ବାତ୍ୟା ସେନ୍ୟାର, ନେଲାଣି ୬ଶହ ଜୀବନ

ନୂଆଦିଲ୍ଲୀ: ୬ଶହ ଜୀବନ ନେଲାଣି ଭୟଙ୍କର ବାତ୍ୟା ସେନ୍ୟାର । ଓଡ଼ିଶା ଆସିଲାନି ସିନା ଦକ୍ଷିଣ-ପୂର୍ବ ଏସିଆରେ ଭୟଙ୍କର ବିଭୀଷିକା ରଚିଛି ସେନ୍ୟାର । ଇଣ୍ଡୋନେସିଆ, ଥାଇଲାଣ୍ଡ ଓ ମାଲେସିଆରେ ବାତ୍ୟା ପ୍ରଭାବରେ ହୋଇଥିବା ଭୟଙ୍କର ବନ୍ୟା ଓଭୂସ୍ଖଳନରେ ପ୍ରାୟ ୬ଶହ ଲୋକଙ୍କ ଜୀବନ…

ଇତିହାସ ରଚିଲା କିଜିଲେଲ୍ମା ଡ୍ରୋନ୍, ବିଶ୍ୱର ପ୍ରଥମ ଦେଶ ଭାବେ ତୁର୍କୀକୁ ସଫଳତା

ନୂଆଦିଲ୍ଲୀ: ଇତିହାସ ରଚିଲା ତୁର୍କୀର କିଜିଲେଲ୍ମା ଡ୍ରୋନ । ତୁର୍କୀର ମାନବବିହୀନ ଯୁଦ୍ଧ ବିମାନ ବା ଡ୍ରୋନ୍ ‘କିଜିଲେଲ୍ମା’ (KIZILELMA) ଏକ ଐତିହାସିକ ସଫଳତା ହାସଲ କରିଛି । ଏହି ଡ୍ରୋନ୍ ଟି ଆକାଶ ମାର୍ଗରେ ଉଡୁଥିବା ଏକ ଦ୍ରୁତଗାମୀ ଟାର୍ଗେଟ୍ ବିମାନକୁ ମିସାଇଲ…

ଭାରତୀୟଙ୍କ ସପକ୍ଷରେ ଏଲନ ମସ୍କ, ଆମେରିକା ସରକାରଙ୍କ ପଦକ୍ଷେପକୁ କଲେ ବିରୋଧ

ନୂଆଦିଲ୍ଲୀ: ଟେସଲା, ସ୍ପେସଏକ୍ସ ପ୍ରତିଷ୍ଠାତା ଏଲୋନ୍ ମସ୍କ ଏକ ଆମେରିକୀୟ ପୋଡକାଷ୍ଟ ରେ ଦେଇଥିବା ଉତ୍ତର ରୁ ଜଣା ପଡିଛି ଯେ ଭାରତୀୟଙ୍କ ଭିସା ବିରୁଦ୍ଧରେ ଆମେରିକା ସରକାରଙ୍କ ପଦକ୍ଷେପକୁ ସହ ସେ ସହମତ ନୁହନ୍ତି । ମସ୍କ କହିଛନ୍ତି ଯେ ଆମେରିକାକୁ ଆସିଥିବା ପ୍ରତିଭାଶାଳୀ…

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ: ଆରମ୍ଭରୁ ଗୃହରେ ବିରୋଧୀଙ୍କ ନାରାବାଜି

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉର୍ଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହା…

ଦୁଇ ବସ ମୁହାଁମୁହିଁ: ୭ ମୃତ, ୪୦ ଆହତ

ତାମିଲନାଡୁ: ତାମିଲନାଡୁରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ସରକାରୀ ବସ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ତାମିଲନାଡୁର ଶିବଗଙ୍ଗା ଜିଲା ଅନ୍ତର୍ଗତ ତିରୁପାଟ୍ଟୁର ନିକଟରେ ଏହି…

ଦନ୍ତେୱାଡ଼ାରେ ଆତ୍ମସମର୍ପଣ କଲେ ୩୭ ମାଓବାଦୀ

ଛତିଶଗଡ଼: ଛତିଶଗଡ଼ର ଦନ୍ତେୱାଡ଼ା ଜିଲାରେ ୩୭ ଜଣ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୭ ଜଣଙ୍କ ଉପରେ ୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଏହି ମାଓବାଦୀମାନେ ବରିଷ୍ଠ ପୁଲିସ ଏବଂ ସିଆରପିଏଫ ଅଧିକାରୀଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ଏସପି ଗୌରବ ରାଏ…

ବଢିଲା ଏସ୍‌ଆଇଆର୍‌ ପ୍ରକ୍ରିୟା ଅବଧି: ନିର୍ବାଚନ କମିଶନ

ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ ପକ୍ଷରୁ ଏକ ବଡ ସୂଚନା ମିଳିଛି। ଚଳିତ ଏସ୍‌ଆଇଆର୍‌ ପ୍ରକ୍ରିୟା ତାରିଖ ସଂଶୋଧ ବୃଦ୍ଧି ହୋଇଛି। ବର୍ତ୍ତମାନ୍ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏସ୍‌ଆଇଆର୍‌ ଫର୍ମ ପୂରଣ କରିପାରିବେ। ବର୍ତ୍ତମାନ ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଏସ୍‌ଆଇଆର୍‌…