Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଦଳ ବିରୋଧୀ କାର୍ଯ୍ୟକଳାପ: କେ.କବିତାଙ୍କୁ ଭାରତ ରାଷ୍ଟ୍ର ସମିତିରୁ ବହିଷ୍କାର
ନୂଆଦିଲ୍ଲୀ : ଭାରତ ରାଷ୍ଟ୍ର ସମିତି(BRS)ର ଏମଏଲସି କେ. କବିତାଙ୍କୁ ଦଳରୁ ବହିଷ୍କାର କରିଦିଆଯାଇଛି । ନିଜ ବୟାନ ଓ ଗତିବିଧି ଯୋଗୁଁ ତାଙ୍କୁ ଦଳରୁ ବାହାର କରିଦିଆଯାଇଛି । ତାଙ୍କୁ ଦଳରୁ ବାହାର କରିବା ପାଇଁ କବିତାଙ୍କ ପିତା ତେଲଙ୍ଗାନା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା BRS ଅଧ୍ୟକ୍ଷ!-->…
ପୋଲିସ ହେପାଜତରୁ ଫେରାର ହେଲେ ଆପ୍ ବିଧାୟକ, ପୋଲିସକୁ ମାରିଲେ ଗୁଳି
ପଞ୍ଜାବ : ଆପ୍ ବିଧାୟକ ହରମିତ ସିଂ ପୋଲିସକୁ ଗୁଳି କରି ଜେଲରୁ ଫେରାର ହୋଇଯାଇଛନ୍ତି । ବିଧାୟକଙ୍କୁ ଜଣେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ ପରେ ଗିରଫ କରାଯାଇଥିଲା । ତେବେ ପୋଲିସ ଥାନାକୁ ନେଇ ଯାଉଥିବା ବେଳେ ବିଧାୟକ ଜଣକ ଫେରାର ହୋଇଯାଇଛନ୍ତି ।
ଖବର ମୁତାବକ, ପଞ୍ଜାବର ଆପ ବିଧାୟକ!-->!-->!-->…
କଳା ଯାଦୁ ବାହାନାରେ ନାତିକୁ ମାରିଲା ଜେଜେ, ବସ୍ତାରୁ ମୃତଦେହ ଉଦ୍ଧାର
ଉତ୍ତର ପ୍ରଦେଶ: ଅଖାରୁ ବାହାରିଲା ଖଣ୍ଡ ଖଣ୍ଡ ଶରୀର । କଳା ଯାଦୁ ବାହାନାରେ ନାତିକୁ ହତ୍ୟା କରିଦେଲା ଜେଜେ । ଶରୀରକୁ ଖଣ୍ଡ ଖଣ୍ଡ କରି ଫିଙ୍ଗି ଦେଲା । ପ୍ରୟାଗରାଜରୁ ଆସିଲା ଛାତି ଥରେଇଦେବା ଭଳି ଖବର । ପରିବାର ଉପରୁ ମନ୍ଦ ଛାଇ ହଟାଇବା ନାଁରେ, ଜଣେ ବ୍ୟକ୍ତି ନିଜ ନାତିକୁ ଠାକୁରଙ୍କ!-->…
ପାନ୍ କାର୍ଡରେ ଜାଲିଆତି, ଗ୍ରୋସରୀ ଦୋକାନ ମାଲିକଙ୍କୁ ୧୪୧ କୋଟି ଟଙ୍କାର ଟ୍ୟାକ୍ସ
୧୪୧ କୋଟି ଟଙ୍କାର ଟ୍ୟାକ୍ସ । ସେ ପୁଣି କୌଣସି ସରକାରୀ କର୍ମଚାରୀ କି ବିଜନେସ୍ ମ୍ୟାନ୍ ନୁହେଁ ଜଣେ ଗ୍ରୋସରୀ ଦୋକାନ ମାଲିକଙ୍କୁ ଆସିଛି ୧୪୧ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍ । ଉତ୍ତର ପ୍ରଦେଶର ବୁଲନ୍ଦସହରର ଏକ ଛୋଟ ଗ୍ରୋସରୀ ଦୋକାନର ମାଲିକଙ୍କୁ ଏଭଳି ସରକାରୀ ନୋଟିସ୍ ମିଳିବା ପରେ ସେ!-->…
ସେପ୍ଟେମ୍ବର ୫ ଯାଏଁ ସ୍ଥଗିତ ଚାରଧାମ ଯାତ୍ରା ଓ ହିମକୁଣ୍ଡ ସାହିବ ଯାତ୍ରା
ଡେରାଡୁନ: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ଚାରିଧାମ ଯାତ୍ରା ଏବଂ ହେମକୁଣ୍ଡ ସାହିବ ଯାତ୍ରାକୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସଚିବ ବିନୟ ଶଙ୍କର ପାଣ୍ଡେ ଏବଂ ଗଡ଼ୱାଲ ଡିଭିଜନର କମିଶନର ସୂଚନା ଦେଇଛନ୍ତି ।
!-->!-->!-->…
SCOରେ ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶଙ୍କୁ ଚେତାବନୀ ଦେଲେ ମୋଦୀ
ନୂଆଦିଲ୍ଲୀ: ଚୀନର ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ (SCO)ର ୨୫ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦ ବିରୋଧରେ କଡ଼ା ବାର୍ତ୍ତା ଦେଇଛନ୍ତି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଉପସ୍ଥିତ ଥାଇ ମୋଦୀ କହିଛନ୍ତି, କିଛି ଦେଶର ଆତଙ୍କବାଦୀ ସଂଗଠନଙ୍କୁ!-->…
ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା: ଭାରତ ସହ ରାଜନୀତି ନୁହେଁ ବରଂ ବିଶ୍ୱାସର ସମ୍ପର୍କ କହିଲେ ପୁଟିନ୍
ସାଙ୍ଘାଇ ସମନ୍ୱୟ ସଂଗଠନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଭାରତ ଏବଂ ରୁଷ ମଧ୍ୟରେ ସମ୍ପର୍କରେ ସବୁଠାରୁ ବଡ ସମସ୍ୟା ଯଦି କୌଣସି ଦେଶକୁ ହୋଇଥାଏ ତାହା ହେଉଛି ଆମେରିକା । ଏହି!-->…
ଆଫଗାନ ଭୂକମ୍ପ ପୀଡ଼ିତଙ୍କ ପରିବାରକୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଫଗାନିସ୍ତାନରେ ଭୂକମ୍ପ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଦୁଃଖପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି, ଆଫଗାନିସ୍ତାନରେ ଭୂକମ୍ପ!-->!-->!-->…
କମିଲା ଗ୍ୟାସ୍ ସିଲିଣ୍ଡର.. ପେନ୍ସନ୍ ଠାରୁ ଆରମ୍ଭ କରି ବଦଳିଲା କେଡ୍ରିଡ୍ କାର୍ଡ ପର୍ଯ୍ୟନ୍ତ ଏସବୁ ନିୟମ
ନୂଆଦିଲ୍ଲୀ : ସେପ୍ଟେମ୍ବର ୧ ଅର୍ଥାତ୍ ସୋମବାର ଆର୍ଥିକ କ୍ଷେତ୍ରରେ ୭ଟି ବଡ ପରିବର୍ତ୍ତନ ହୋଇଛି। ଯାହା ସର୍ବସାଧାରଣଙ୍କ ପକେଟ୍ ଉପରେ ପ୍ରଭାବ ପକାଇବ। ଏଲପିଜି ସିଲିଣ୍ଡର ଦର ଠାରୁ ଆରମ୍ଭ କରି,କ୍ରେଡିଟ୍ କାର୍ଡ, ଆୟକର ଟ୍ୟାକ୍ସ ଦେବା, ଭାରତୀୟ ଡାକ ସେବାର ନିୟମ, ଏଫଡି ସ୍କିମ୍ ଆଦି!-->…
ସୁପ୍ରିମକୋର୍ଟଙ୍କ ରାୟ : ଶିକ୍ଷକତା ପାଇଁ ବାଧ୍ୟତାମୂଳକ TET, ନହେଲେ ଛାଡ଼ିବାକୁ ପଡ଼ିବ ଚାକିରି
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିକ୍ଷକତା ଜାରି ରଖିବା କିମ୍ବା ପଦୋନ୍ନତି ପାଇଁ ଶିକ୍ଷକ ଯୋଗ୍ୟତା ପରୀକ୍ଷା -TET ପାସ୍ ବାଧ୍ୟତାମୂଳକ । ସୁପ୍ରିମକୋର୍ଟଙ୍କ ବିଚାରପତି ଦୀପଙ୍କର ଦତ୍ତା ଓ ଜଷ୍ଟିସ ଅଗଷ୍ଟିନ ଜର୍ଜ ମସିହଙ୍କ ଦୁଇ ଜଣିଆ ଖଣ୍ଡପୀଠ ଏହି!-->…