Browsing Category

ଦେଶ

ବିହାରରେ ନୀତିଶଙ୍କ ବିରୋଧରେ ଇଣ୍ଡି ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ତେଜସ୍ଵୀ !

ପାଟନା : ବିହାରରେ ଇଣ୍ଡି ମେଣ୍ଟ ବା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଶନିବାର ଏଥିରେ ଏକପ୍ରକାର ସ୍ପଷ୍ଟତା ଆସିଛି। ଆରଜେଡି ନେତା ତେଜସ୍ଵୀ ଯାଦବ ବିରୋଧୀ ଦଳର ମୁଖ୍ୟମନ୍ତ୍ରୀ ଚେହେରା ହେବାକୁ ଯାଉଛନ୍ତି। ଯଦିଓ ଏ ନେଇ କୌଣସି ଘୋଷଣା

ଶିଘ୍ର ଆସିବ ଆଧାର ମୋବାଇଲ୍‌ ଆପ୍‌ 

ନୂଆଦିଲ୍ଲୀ : ଆଧାରକାର୍ଡକୁ ନେଇ ଆସିଲା ବଡ ଓ ନୂଆ ଅପଡେଟ୍‌ । ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଇ-ଆଧାର ମୋବାଇଲ୍‌ ଆପ୍‌ ଲଞ୍ଚ କରିବା ନେଇ ପ୍ରସ୍ତୁତି କରୁଛି ଓ ଏହି ଆଧାର ମୋବାଇଲ୍‌ ଆପ୍‌ (ଇ-ଆଧାର ଆପ୍‌) କେବେ ଲଞ୍ଚ ହେବ ସେନେଇ ମଧ୍ୟ ସୂଚନା ମିଳି ପାରୁଛି ।

ଡିସେମ୍ବରରେ ଭାରତ ଆସିବେ ପୁଟିନ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବରରେ ଭାରତ ଗସ୍ତରେ ଆସିବେ। କ୍ରେମଲିନର ବରିଷ୍ଠ ଅଧିକାରୀ ୟୁରି ଉଶାକୋଭ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପୁଟିନ ସୋମବାର ଚୀନରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ

ଚନ୍ଦ୍ରଯାନ-୫ ମିସନ ପାଇଁ ହାତ ମିଳାଇବେ ଇସ୍ରୋ ଓ ଜାପାନୀ ମହାକାଶ ସଂସ୍ଥା

ଟୋକିଓ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଚନ୍ଦ୍ରଯାନ-୫ ମିଶନ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏବଂ ଜାପାନ ଏରୋସ୍ପେସ୍ ଅନୁସନ୍ଧାନ ସଂସ୍ଥା (ଜାକ୍ସା) ମଧ୍ୟରେ ସହଯୋଗ ଘୋଷଣା କରିଛନ୍ତି।ମୋଦୀ କହିଛନ୍ତି ଯେ ଆମେ ଚନ୍ଦ୍ରଯାନ-୫ ମିଶନ ପାଇଁ ଇସ୍ରୋ ଏବଂ ଜାକ୍ସା

ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା ; ସରକାରଙ୍କ ବଡ ଘୋଷଣା

ପାଟନା : ମହିଳାଙ୍କ ପାଇଁ ବଡ ଘୋଷଣା। ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ୨୯ ଅଗଷ୍ଟରେ ଏକ ବଡ ଘୋଷଣା କରିଛନ୍ତି । ସେ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ଯେ, କ୍ୟାବିନେଟ୍‌ ବୈଠକରେ ଏକ ନୂଆ ଯୋଜନା ‘ମୁଖ୍ୟମନ୍ତ୍ରୀ ମହିଳା

ରାସ୍ତା ମଝିରେ ଖଣ୍ଡା ଧରି ଗଟକା ପ୍ରଦର୍ଶନ କରୁଥିବା ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କଲା ଆମେରିକା ପୁଲିସ

ୱାଶିଂଟନ ଡିସି: ଆମେରିକାରୁ ଜଣେ ୩୫ ବର୍ଷୀୟ ଶିଖ୍ ଯୁବକଙ୍କୁ ଗୁଳି ମାରି ହତ୍ୟା କଲା ଆମେରିକା ପୁଲିସ। ଆମେରିକା ଲସ୍ ଆଞ୍ଜେଲସ୍‌ରେ ଯୁବକ ଜଣଙ୍କ ରାସ୍ତା ମଝିରେ ପ୍ରାଚୀନ ସାମରିକ କଳା ଗଟକାର ପ୍ରଦର୍ଶନ କରୁଥିବା ସସମୟରେ ପୁଲିସକୁ ଆକ୍ରମଣ କରିବାରୁ ଆମେରିକା ପୁଲିସ ଯୁବକଙ୍କୁ ଗୁଳି କରି

ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲ

ନୂଆଦିଲ୍ଲୀ : ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କୁ ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ପୂର୍ବରୁ ତାଙ୍କୁ ରଘୁରାମ ରାଜନଙ୍କ ପରେ ଆରବିଆଇ ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଥିଲା । ବର୍ତ୍ତମାନ ତାଙ୍କୁ ଆଇଏମଏଫରେ ଏକ ନୂଆ ଓ ବଡ

ମୋଦିଙ୍କ ମାଙ୍କ ପ୍ରତି ଅପଶବ୍ଦ ବ୍ୟବହାରକୁ ନେଇ ବିହାରରେ FIR, ନିଜଆଡୁ ସଂଜ୍ଞାନ ନେଲେ ମହିଳା ଆୟୋଗ

ପାଟନା ୨୯।୮: ଭୋଟ ଅଧିକାର ଯାତ୍ରା କାଳରେ କଂଗ୍ରେସ୍-ଆରଜେଡି ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମାଙ୍କ ନିମନ୍ତେ ଅପଶବ୍ଦ ପ୍ରୟୋଗ କରାଯାଇଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯେଉଁଥିରେ କାର୍ଯ୍ୟକର୍ତ୍ତାଙ୍କୁ ମଞ୍ଚରେ ଛିଡା ହୋଇ ଅପଶବ୍ଦ

ବିଶ୍ୱ ଅର୍ଥନୈତିକ ବ୍ୟବସ୍ଥାର ସ୍ଥିରତା ପାଇଁ ଭାରତ ଓ ଚୀନକୁ ଏକାଠି ହେବାକୁ ପଡିବ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଚୀନ ଗସ୍ତର ଗୋଟିଏ ଦିନ ପୂର୍ବରୁ ଜାପାନରୁ ରାଷ୍ଟ୍ରପତି ଜିନପିଙ୍ଗ ପାଇଁ ବନ୍ଧୁତ୍ୱର ବାର୍ତ୍ତା ପଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁକ୍ରବାର ଜାପାନରେ ପ୍ରତିକ୍ରିୟା ଦେଇ ମୋଦୀ କହିଛନ୍ତି ଯେ ଭାରତ ଏବଂ ଚୀନ୍, ଦୁଇଟି ପ୍ରମୁଖ ଅର୍ଥନୀତି। ତେଣୁ ବିଶ୍ୱ ଅର୍ଥନୈତିକ

ଆମେରିକାର ଶୁଳ୍କ ମାଡ଼ର ପ୍ରଭାବ, ୩୦୦୦ କୋଟି ଟଙ୍କାର ବୟନ ଶିଳ୍ପ ହେବ ପ୍ରଭାବିତ

ନୂଆଦିଲ୍ଲୀ: ଭାରତରେ ଦେଖାଦେଲାଣି ଆମେରିକାର ଶୁଳ୍କ ମାଡ଼ର ପ୍ରଭାବ। ୩୦୦୦ କୋଟି ଟଙ୍କାର ବଜାର ପ୍ରଭାବିତ। ତିରୁପୁରର କପଡ଼ା ବଜାରରୁ ନୋଏଡା ଏବଂ ସୁରଟ ପର୍ଯ୍ୟନ୍ତ ବ୍ୟବସାୟ ପ୍ରଭାବିତ। ଏହି ସହରଗୁଡ଼ିକରେ ବୟନ ଉତ୍ପାଦନ ଏକପ୍ରକାରର ବନ୍ଦ ହୋଇଯାଇଛି। ନୂଆ ଅର୍ଡର ଆସିବା ଠପ୍‌। ଭିଏତନାମ