Browsing Category

ଦେଶ

୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର

ବିହାର : ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସମ୍ରାଟ ଚୌଧୁରୀ, ବିଜୟ…

ଝାରସୁଗୁଡାରୁ ଛତିଶଗଡ଼ ଗସ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଝାରସୁଗୁଡା: ଝାରସୁଗୁଡା ବିମାନ ବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ…

ଆମେ ମାଟି ଫିଙ୍ଗିଲେ ମିସାଇଲରେ ପରିଣତ ହୁଏ: ମୁନିର

ନୂଆଦିଲ୍ଲୀ: ପାକିସ୍ତାନର ସେନା ମୁଖ୍ୟ, ଫିଲ୍ଡ ମାର୍ଶାଲ ଅସୀମ ମୁନିର (Asim Munir) ପୁଣି ଥରେ ଭାରତକୁ ଏକ ସ୍ପଷ୍ଟ ଧମକ ଦେଇଛନ୍ତି। ସେ ପୁଣି ଥରେ ମିଥ୍ୟା ଦାବି କରିଛନ୍ତି ଏବଂ ପାକିସ୍ତାନୀ ସେନାର ପ୍ରଶଂସା କରିଛନ୍ତି। ମୁନିର ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ମୁଖରେ…

ଉପମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ନେବେ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା

ବିହାର: ବିହାରରେ ନୂତନ ସରକାର ଗଠନ ପ୍ରକ୍ରିୟା ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ଏନଡିଏ ବିଧାୟକ ଦଳ ନେତା ଭାବେ ନୀତିଶ କୁମାର ନିର୍ବାଚିତ ହେବ ପରେ ବିଜେପି ବିଧାୟକ ଦଳର ନେତା ଭାବେ ସମ୍ରାଟ ଚୌଧୁରୀ ଓ ଉପନେତା ଭାବେ ବିଜଯ ସିହ୍ନା ନିର୍ବାଚିତ ହୋଇଛନ୍ତି । ସେଇଭଳି ସମ୍ରାଟ ଚୌଧୁରୀ ଓ…

ନୀତିଶ ଜେଡିୟୁର ବିଧାୟକ ଦଳ ନେତା

ବିହାର: ବିହାରରେ ନୂତନ ସରକାର ଗଠନ ପାଇଁ ଆଜି ଏନଡିଏର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନୀତିଶ ଜେଡିୟୁର ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି । ବିହାର ବିଧାନସଭାରେ ଏନଡିଏ ସଦସ୍ୟଙ୍କ ସଂଖ୍ୟା ଗରିଷ୍ଠତା ପାଇଁ ପୁଣି ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ସ୍ଥିର ହୋଇଛି ।…

ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ବଜା

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ପତାକା ଉତ୍ତୋଳନ ଉତ୍ସବ ପାଇଁ ଜୋରଦାରରେ ପ୍ରସ୍ତୁତି ଚାଲିଛି । ନଭେମ୍ବର ୨୫ ତାରିଖରେ ହେବାକୁ ଥିବା ପତାକା ଉତ୍ତୋଳନ ଏବଂ ପୂର୍ଣ୍ଣାହୁତି ସମାରୋହକୁ ଚୂଡାନ୍ତ କରିବା ଆରମ୍ଭ କରିଛି । ଟ୍ରଷ୍ଟର ସଂଯୋଜକ ଶରଦ ଶର୍ମା ଏହି…

ଅହମ୍ମଦ ସିଦ୍ଦିକିଙ୍କୁ ୧୩ ଦିନିଆ ରିମାଣ୍ଡରେ ନେଲା ଇଡି

ନୂଆଦିଲ୍ଲୀ : ୧୩ ଦିନିଆ ଇଡି ରିମାଣ୍ଡରେ ଅଲ୍ ଫଲାହ ପ୍ରତିଷ୍ଠାତା ଜାଭେଦ୍ ଅହମ୍ମଦ ସିଦ୍ଦିକି । ଡିସେମ୍ବର ୧ ତାରିଖ ଯାଏଁ ଇଡି ରିମାଣ୍ଡରେ ରହିବେ ସିଦ୍ଦିକି । ମନି ଲଣ୍ଡ୍ରିଂ ମାମଲାରେ ସିଦ୍ଦିକିଙ୍କୁ ଗତକାଲି ଗିରଫ କରିଥିଲା ଇଡି । ଦିଲ୍ଲୀ ବିସ୍ଫୋରଣ ପରେ ସ୍କାନରରେ ରହିଛି…

ଆନ୍ଧ୍ର-ଓଡ଼ିଶା ସୀମାରେ ସର୍ଚ୍ଚ ଅପରେସନ, ବନ୍ଧା ହେଲେ ୫୦ ମାଓବାଦୀ

ଭୁବନେଶ୍ବର: ୫୦ ମାଓବାଦୀ ଗିରଫ । ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ ଧରଣର ସର୍ଚ୍ଚ ଅପରେସନ। ୫୦ ସିପିଆଇ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷାକର୍ମୀ । କ୍ରିଷ୍ଣା, ଏଲୁରୁ, ଏନଟିଆର ବିଜୟୱାଡା, କାକିନାଡ଼ା କୋଣାସୀମାରୁ ଗିରଫ । ସବୁ ମାଓବାଦୀ ଦକ୍ଷିଣ ବସ୍ତର ଓ ଦଣ୍ଡକାରଣ୍ୟ ଡିଭିଜନର ।…

ଜଳିଗଲା ଆମ୍ବୁଲାନ୍ସ , ୩ ମୃତ

ଗୁଜରାଟ : ଗୁଜରାଟ ଅରବଲ୍ଲୀ ଜିଲ୍ଲାରେ ରୋଗୀଙ୍କୁ ନେଇ ଯାଉଥିବା ବେଳେ ଜଳିଗଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ଜୀବନ ଚାଲିଯାଇଛି । ଏହାଛଡା ଅନେକ ଲୋକ ଆହତ ହୋଇଛନ୍ତି । ଖବର ମୁତାବକ, ମୋଡାସାର ରାଣାସାୟଦ ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ଏହି ଘଟଣାରେ…

କଙ୍ଗୋ ବିମାନବନ୍ଦରରେ ରନୱେରେ ଅବତରଣ ବେଳେ ବିମାନରେ ଲାଗିଲା ନିଆଁ

କଙ୍ଗୋ : କଙ୍ଗୋ ବିମାନବନ୍ଦରର ଏକ ଭିଡିଓ ବର୍ତ୍ତମାନ ଖୁବ୍ ଜୋରରେ ଭାଇରଲ ହେଉଛି । ରନୱେରେ ଅବତରଣ କରିବା ସମୟରେ ବିମାନରେ ଅଗ୍ନିକାଣ୍ଡ ଘଟିଛି । ଯାହା ଭାଇରଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି । ଏଥିରେ କଙ୍ଗୋର ଜଣେ ସରକାରୀ ମନ୍ତ୍ରୀଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ…