Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଟେମ୍ପୋକୁ ଧକ୍କା ଦେଲା ଟ୍ରଲର: ୬ ତୀର୍ଥଯାତ୍ରୀ ମୃତ, ୧୪ ଆହତ
ରାଜସ୍ତାନ : ରାଜସ୍ତାନ ଯୋଧପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲାବେଳେ ୧୪ ଜଣ ଆହତ ହୋଇଛନ୍ତି । ଯାହା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ରବିବାର ସକାଳୁ ଏପରି ଘଟଣା ସାମ୍ନାକୁ ଆସିଛି । ସୂଚନା!-->…
ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୭ ମୃତ
କରାଚୀ : ପାକିସ୍ତାନର ସିନ୍ଧ ପ୍ରଦେଶରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୭ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ଏକ ଅବୈଧ ଅସ୍ଥାୟୀ ବାଣ ଫ୍ୟାକ୍ଟ୍ରିରେ ହୋଇଥିବା ଜଣାପଡିଛି । ଶନିବାର ରାତିରେ ହାଇଦ୍ରାବାଦ ସହରର ଲତିଫାବାଦ ଅଞ୍ଚଳରେ ଏକ!-->…
ଧସିଲା ପଥର ଖାଦାନ ଦୁଇ ଶ୍ରମିକ ମୃତ, ଫସିଛନ୍ତି ୧୫
ନୂଆଦିଲ୍ଲୀ: ଧସିଲା ପଥର ଖାଦାନ। ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖାଦାନରେ ଆହୁରି ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି| ଉତ୍ତରପ୍ରଦେଶ ସୋନଭଦ୍ର ଅଞ୍ଚଳରେ ଏହି ଅଘଟଣ ଘଟିଛି| ଏକ ପଥର ଖାଦାନରେ ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି। ଶ୍ରମିକଙ୍କ ଉଦ୍ଧାର ପାଇଁ ପ୍ରୟାସ ଆରମ୍ଭ ହୋଇଛି।NDRF ଓ SDRF!-->…
ଅଡୁଆରେ ମହୁଆ ମୋଇତ୍ରା, କ୍ୟାସ୍-ଫର୍-କ୍ବାଇରୀ ମାମଲାରେ ହେବ ଚାର୍ଜସିଟ୍ ଦାଖଲ
ନୂଆଦିଲ୍ଲୀ: ବଢ଼ିଲା ମହୁଆ ମୋଇତ୍ରଙ୍କ ଅଡୁଆ । ‘କ୍ୟାସ୍-ଫର୍-କ୍ୱେରୀ ମାମଲାରେ ଟିଏମ୍ ସି ସାଂସଦଙ୍କ ବିରୋଧରେ ହେବ ଚାର୍ଜସିଟ ଦାଖଲ । ଚାର୍ଜସିଟ୍ ଦାଖଲ ପାଇଁ ସିବିଆଇକୁ ଅନୁମତି ଦେଲେ ଲୋକପାଳ। ମହୁଆଙ୍କ ସହ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରାଯିବ । ଚାରି!-->…
ବିହାରରେ ନଭେମ୍ବର ୨୨ ପୂର୍ବରୁ ନୂଆ ସରକାରଙ୍କ ଶପଥ ଗ୍ରହଣ
ପାଟନା : ବିହାରରେ ବିପୁଳ ବିଜୟ ପରେ ଏନଡିଏ ପକ୍ଷରୁ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂତ୍ର ଅନୁଯାୟୀ, ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସହ-ପ୍ରଭାରୀ ବିନୋଦ ତାଓ୍ବଡ଼େ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ, ଯେଉଁଠାରେ ନିର୍ବାଚନ!-->…
ମହାମେଣ୍ଟର ପରାଜୟ ପାଇଁ ୫ଟି ପ୍ରମୁଖ କାରଣ
ପାଟନା: ଚଳିତ ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ବିପୁଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଏହି ଫଳାଫଳ ବିରୋଧୀ ମହାମେଣ୍ଟର ଅନ୍ୟତମ ଅଂଶୀଦାର ଦଳ ଆରଜେଡିକୁ ଶକ୍ତ ଧକ୍କା ପହଞ୍ଚାଇଛି। ଗତ ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଆରଜେଡି ଏଥର ଏକପ୍ରକାର!-->…
ୟୁନୁସଙ୍କ ଭାରତଠାରୁ ଦୂରେଇ ରହିବାର ନୀତି ଅତ୍ୟନ୍ତ ବିପଦପୂର୍ଣ୍ଣ
ଢାକା : ଦେଶରେ ଚାଲୁଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଉଠାଇଛନ୍ତି। ଫାର୍ଷ୍ଟପୋଷ୍ଟକୁ ଦିଆ ଏକ ବିଶେଷ ସାକ୍ଷାତକାରରେ ସେ କହିଛନ୍ତି ଯେ ଅନ୍ତରୀଣ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ବୈଦେଶିକ ନୀତି ଦିଗହୀନ!-->…
ନୌଗାଓଁ ଥାନାରେ ବଡ ବିସ୍ଫୋରଣରେ ୯ମୃତ
ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୁଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୁଲିସ ଥାନାର କୋଠାର ଏକ ଅଂଶ ମଧ୍ୟ ନଷ୍ଟ ହୋଇଯାଇଛି । ବିସ୍ଫୋରଣ ଏତେ!-->…
୧୯ରେ ମିଳିବ ପିଏମ-କିଷାନର ୨୧ତମ କିସ୍ତି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଆସନ୍ତା ୧୯ ତାରିଖ (ବୁଧବାର) ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ!-->…
ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । ବିସ୍ଫୋରଣ ପରେ ବେଆଇନ କାର୍ଯ୍ୟକଳାପ ଆଇନ!-->…