Browsing Category

ଦେଶ

ନୌଗାମ ପୁଲିସ୍ ଷ୍ଟେସନରେ ବିସ୍ଫୋରଣ ଏକ ଦୁର୍ଘଟଣା, କୌଣସି ଆତଙ୍କୀ ହମଲା ନୁହେଁ: ଡିଜିପି

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାକୁ ଏକ ଦୁର୍ଘଟଣା ବୋଲି କହିଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନଳିନ ପ୍ରଭାତ । ଆଜି ଏକ ସାମ୍ନାଦିକ ସମ୍ମିଳନୀରେ ଡିଜିପି କହିଛନ୍ତି…

ରାଜନୀତି ସହ ପରିବାର ଛାଡିବା ପାଇଁ ଲାଲୁଙ୍କ ଝିଅ ରୋହିଣୀଙ୍କ ଘୋଷଣା

ନୂଆଦିଲ୍ଲୀ: ବିହାର ନିର୍ବାଚନ ଏଥର ଲାଲୁ ପରିବାରକୁ ଦୁଃଖ ଦେଇଛି। ପୂର୍ବରୁ ନିର୍ବାଚନ ସିଟ୍ ସଂଖ୍ୟା ହ୍ରାସ ପାଇଥିଲା ଆଉ ଏବେ ପରିବାର ଭାଙ୍ଗୁଥିବା ନଜର ଆସୁଛି। ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୨୪ ଘଣ୍ଟା ମଧ୍ୟରେ ଲାଲୁ ଯାଦବଙ୍କ ଝିଅ ରୋହିଣୀ ରାଜନୀତି ଓ ପରିବାର ଉଭୟ ଛାଡିବା…

ବିହାର ପରେ ପଶ୍ଚିମବଙ୍ଗରୁ ଶେଷ ହେବ ଜଙ୍ଗଲରାଜ: ମୋଦୀ

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ବିଜେପି (BJP) ମୁଖ୍ୟାଳୟରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ବିହାରର ଲୋକମାନେ କେବଳ ବିକାଶ ଏବଂ ସୁଶାସନକୁ ସମର୍ଥନ କରିନାହାଁନ୍ତି, ବରଂ ଏହି ବିଜୟ…

ଦିଲ୍ଲୀ ବିସ୍ଫୋରଣ ନେଇ ଶାହଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ତାଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି।  ଏନ୍‌ଏସ୍‌ଏ (ଜାତୀୟ ସୁରକ୍ଷା ଉପଦେଷ୍ଟା) ଅଜିତ‌ ଡୋଭାଲ, ଆଇବି ମୁଖ୍ୟ ତପନ କୁମାର ଡେକା,  ଏବଂ କେନ୍ଦ୍ର ଗୃ୍ହ ସଚିବ ଗୋବିନ୍ଦ ମୋହନ ଏହି ବୈଠକରେ ଯୋଗ…

ଏନଡିଏର ବିପୁଳ ବିଜୟ ପରେ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବିହାର ନିର୍ବାଚନରେ ଏନଡିଏର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଧନ୍ୟବାଦ ମଧ୍ୟ ଦେଇଛନ୍ତି । ସେ କହିଛନ୍ତି ଯେ ବିହାରବାସୀ ବିକାଶ ପାଇଁ ଭୋଟ ଦେଇଛନ୍ତି । ବିହାର ଫଳାଫଳ ଉପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି,…

ଦେଶରେ ସକ୍ରିୟ ୬ କୋଟି ମୃତକଙ୍କ ଆଧାର କାର୍ଡ

ନୂଆଦିଲ୍ଲୀ: ଜାନୁଆରି ୨୦୦୯ରେ ଦେଶରେ ଆଧାର କାର୍ଡ ଲାଗୁ କରାଯାଇଥିଲା। ପ୍ରତ୍ୟେକ ନାଗରିକଙ୍କୁ ଆଧାର ନମ୍ବର ପ୍ରଦାନ କରିବାର ୧୫ ବର୍ଷ ବିତିଗଲାଣି। ଏହି ସମୟ ମଧ୍ୟରେ ୧୪୨ କୋଟିରୁ ଅଧିକ ଆଧାର କାର୍ଡ ଜାରି କରାଯାଇଥିଲା, କିନ୍ତୁ ୮ କୋଟିରୁ ଅଧିକ ଧାରକଙ୍କ ମୃତ୍ୟୁ ସତ୍ତ୍ବେ ମାତ୍ର ୧.୮୩…

ଅଲ୍‌-ଫଲାହ ହଷ୍ଟେଲରେ ରଚାଯାଇଥିଲା ଆତଙ୍କୀ ଷଡ୍‌ଯନ୍ତ୍ର !

ନୂଆଦିଲ୍ଲୀ: ହରିୟାଣାର ଅଲ୍-ଫଲାହ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଏକ ସାଧାରଣ ସନ୍ତସନ୍ତିଆ ହଷ୍ଟେଲ କୋଠରିରେ ଡାକ୍ତରମାନେ ଆତଙ୍କବାଦୀ ଆକ୍ରମଣର ଷଡ୍‌ଯନ୍ତ୍ର କରିଥିବା ଜଣାପଡ଼ିଛି। ପୁରୁଷ ହଷ୍ଟେଲର ୧୭ ନମ୍ବର ବିଲ୍ଡିଂର ରୁମ୍ ନମ୍ବର ୧୩ ହ୍ୱାଇଟ୍ କଲାର ଆତଙ୍କବାଦୀ ମଡ୍ୟୁଲର ଗୁପ୍ତ…

ବିହାରରେ ଧରାଶାୟୀ ଜେଏସପି, ମିଳିଲାନି ଗୋଟିଏ ବି ଆସନ

ବିହାର: ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ସହିତ ପ୍ରଶାନ୍ତ କିଶୋରଙ୍କ ଜନ ସୁରାଜ ପାର୍ଟି(ଜେଏସପି) ପ୍ରାର୍ଥୀ ଧରାଶାୟୀ ହୋଇଛନ୍ତି। ପ୍ରାରମ୍ଭିକ ଫଳାଫଳ ଅନୁସାରେ ଜେଏସପିକୁ ଗୋଟିଏ ମଧ୍ୟ ସିଟ୍ ମିଳିନି ଯଦିଓ ଏକଜିଟ୍ ପୋଲ୍ ଅନୁସାରେ ଦଳକୁ ୦ରୁ ୫ ସିଟ୍ ମିଳିବା ଅନୁମାନ…

ଭୁଶୁଡ଼ିଗଲା ମହାମେଣ୍ଟ, ବିପୁଳ ଆସନରେ ବିଜୟଲାଭ କଲା ଏନଡିଏ

ବିହାର: ବିହାର ନିର୍ବାଚନରେ ଏନଡିଏକୁ ଐତିହାସିକ ବିଜୟ ମିଳିଛି। ବିପୁଳ ଆସନରେ ଏନଡିଏ ବିଜୟଲାଭ କରି ବିରୋଧୀ ମହାମେଣ୍ଟକୁ କଡ଼ା ଜବାବ ଦେଇଛି। ମହାମେଣ୍ଟ ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଛି। ସରକାର ଗଢ଼ିବାର ସ୍ଵପ୍ନ ଦେଖୁଥିବା ବିରୋଧୀଙ୍କ ମହାମେଣ୍ଟ ୫୦ଟି ଆସନ ବି ଦଖଲ କରିପାରି ନାହିଁ।…

ବନ୍ଦ ଘରୁ ୫ ମୃତଦେହ ଜବତ

ଉତ୍ତରପ୍ରଦେଶ : ୟୁପିର ଶ୍ରୀବାସ୍ତିରେ ଇକୋନା ଥାନା ଅଞ୍ଚଳରେ ହୃଦୟବିଦାରକ ଘଟଣା । ଗୋଟିଏ ପରିବାରର ୫ ଜଣକ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଏକ ବନ୍ଦ ଘରୁ ସ୍ବାମୀ, ସ୍ତ୍ରୀଙ୍କ ସହିତ ୩ ପିଲାଙ୍କ ମୃତଦେହ ମିଳିଛି । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । …