Browsing Category

ଦେଶ

ବିହାର ଜନାଦେଶ: ୧୯ ଆସନ ଜିତି ରେକର୍ଡ କଲେ ଚିରାଗ ପାସୱାନ

ବିହାର : ବିହାର ବିଧାନସଭା ନିର୍ବାଚନରେ ଟ୍ରେଣ୍ଡ ଅନୁଯାୟୀ NDA ଆଗୁଆ ରହିଛି । ବିହାରରେ ଏନଡିଏ ପୁଣି ଥରେ ସରକାର ଗଢିବ ବୋଲି ସ୍ପଷ୍ଟ ରହିଛି । ମହାଗଠବନ୍ଧନର ସମସ୍ତ ଦଳ ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଛନ୍ତି । ଗତ ବିଧାନସଭା ନିର୍ବାଚନରେ ୧୧୦ ଆସନରେ ପ୍ରତିଦ୍ୱନ୍ଦ୍ୱିତା…

ଆଇଇଡି ପକାଇ ଆତଙ୍କୀ ଉମରର ଘର ଧ୍ବଂସ କଲା ଯାଞ୍ଚ ଏଜେନ୍ସି

ନୂଆଦିଲ୍ଲୀ : ନଭେମ୍ବର ୧୦ରେ ସନ୍ଧ୍ୟା ପ୍ରାୟ ୭ଟାରେ ରାଜଧାନୀ ଦିଲ୍ଲୀରେ ଘଟିଥିବା ବିସ୍ଫୋରଣ ପୁରା ସହରକୁ ଥରାଇ ଦେଇଥିଲା । ବିସ୍ଫୋରଣରେ ୧୨ ଜଣ ପରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା । ଜମ୍ମୁ ଏବଂ କଶ୍ମୀରର ବାସିନ୍ଦା ଡାକ୍ତର ଉମର ଏହି ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲା । ଏଥିପାଇଁ…

୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ। ତେବେ ବିଧାନସଭାର ଶୀତ ଅଧିବେଶନରେ ମୋହନ ସରକାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।…

ଅଲ-ଫତାହ ବିଶ୍ବବିଦ୍ୟାଳୟର ସଦସ୍ୟତା ରଦ୍ଦ

ନୂଆଦିଲ୍ଲୀ: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଘଟଣାରେ ଏ ପର୍ଯ୍ୟନ୍ତ ୧୩ ଜଣ ପ୍ରାଣ ହରାଇସାରିଲେଣି। ଏହି ମାମଲାରେ ଫରିଦାବାଦର ଅଲ-ଫତାହ ବିଶ୍ବବିଦ୍ୟାଳୟ ନାଁ ସାମ୍ନାକୁ ଆସିଛି। ଏହି ଖବର ପରେ ବିଶ୍ବବିଦ୍ୟାଳୟର ସଦସ୍ୟତା ରଦ୍ଦ କରାଯାଇଛି। ଆସୋସିଏସନ୍ ଅଫ୍…

ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି: ଯାତ୍ରା ମାର୍ଗଦର୍ଶିକା ଜାରି କଲା ଦିଲ୍ଲୀ ପୁଲିସ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ପରେ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଟ୍ରେନ ଏବଂ ବିମାନ ଯାତ୍ରୀଙ୍କ ଲାଗି ପୁଲିସ ପକ୍ଷରୁ ଯାତ୍ରା ମାର୍ଗଦର୍ଶିକା ଜାରି କରାଯାଇଛି। ଯାତ୍ରୀମାନଙ୍କୁ ସମୟ ପୂର୍ବରୁ ରେଳ ଷ୍ଟେସନ, ମେଟ୍ରୋ…

ଆତ୍ମସର୍ମପଣ କଲେ ଜେଜେଏମ୍‌ପି ସଂଗଠନର ଦୁଇ ହାର୍ଡକୋର୍‌ ମାଓବାଦୀ

ରାଞ୍ଚି:ଲାତେହାର ପୁଲିସ୍‌ ନିକଟରେ ଜେଜେଏମ୍‌ପି ସଂଗଠନର ଦୁଇ ହାର୍ଡକୋର ମାଓବାଦୀ ଆତ୍ମସର୍ମପଣ କରିଛନ୍ତି। ଦୁଇ ହାର୍ଡକୋର ମାଓବାଦୀ ହେଲେ ଅବଧେଶ ଲୋହାର ଓ ବ୍ରଜେଶ ଯାଦବ । ଦୁଇ ମାଓବାଦୀଙ୍କ ମୁଣ୍ଡରେ ଥିଲା ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି । ଆତ୍ମସମର୍ପଣ କରିଥିବା ନକ୍ସଲବାଦୀ…

ଦିଲ୍ଲୀ ବିସ୍ଫୋରଣ ଘଟଣାକୁ ତୀବ୍ର ନିନ୍ଦା କଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ: ଜାମ୍ମ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦିଲ୍ଲୀ ଲାଲକିଲ୍ଲା ନିକଟରେ ବିସ୍ଫୋରଣକୁ ତୀବ୍ର ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ ଜାମ୍ମୁ କାଶ୍ମୀର ଲୋକେ ସବୁବେଳେ ଶାନ୍ତି ଓ ଭାଇଚାରା ସିଦ୍ଧାନ୍ତରେ ବିଶ୍ବାସ ରଖନ୍ତି।  ଅବଦୁଲ୍ଲା ଏହି ଆକ୍ରମଣକୁ ନିନ୍ଦା କରି…

ଦିଲ୍ଲୀ ବିସ୍ଫୋରଣ: ବାବ୍ରି ମସଜିଦର ପ୍ରତିଶୋଧ ନେବାକୁ ଯୋଜନା କରିଥିଲେ ଆତଙ୍କୀ ଗୋଷ୍ଠୀ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ । ଡିସେମ୍ବର ୬ ତାରିଖରେ ଦିଲ୍ଲୀର ୬ଟି ଜନଗହଳିପୂର୍ଣ୍ଣ ସ୍ଥାନରେ ବିସ୍ଫୋରଣ ପାଇଁ ହୋଇଥିଲା ଯୋଜନା । ଦିଲ୍ଲୀ ଲାଲକିଲା ନିକଟରେ ଘଟିଥିବା ଭୟାନକ ବିସ୍ଫୋରଣ ଘଟଣାର ତଦନ୍ତ ଚାଲିଛି । ଆତଙ୍କବାଦୀ…

ପୁଣେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ମୃତ

ପୁଣେ : ପୁଣେରେ ଘଟିଯାଇଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ଏଥିରେ ୮ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଓ ଦମକଳ ବାହିନୀ ଦୁର୍ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିବା ସହ ଗୁରୁତରଙ୍କୁ ହସ୍ପିଟାଲ ନେଇଛନ୍ତି । ସୂଚନା ଅନୁଯାୟୀ, ଏକ ମାଲ ବୋଝେଇ…

ଡିସେମ୍ବର ୬ରେ ୩୨ ସ୍ଥାନରେ ହୋଇଥାନ୍ତା ସିରିଜ୍ ବିସ୍ଫୋରଣ !

ନୂଆଦିଲ୍ଲୀ : ୩୨ଟି କାରରେ ୩୨ଟି ବିସ୍ଫୋରଣ ଯୋଜନା । ଧାର୍ଯ୍ୟ ତାରିଖ ଥିଲା ଡିସେମ୍ବର ୬ । ଦିଲ୍ଲୀ ଲାଲକିଲ୍ଲା ବ୍ଲାଷ୍ଟ ତଦନ୍ତରୁ, ତଦନ୍ତକାରୀ ସଂସ୍ଥାକୁ ଏପରି ସାଂଘାତିକ ତଥ୍ୟ ମିଳିଥିବା କୁହାଯାଉଛି । ନଭେମ୍ବର ୧୦ରେ ଏକ ହ୍ୟୁଣ୍ଡାଇ ଆଇ ୨୦ ଗାଡ଼ିରେ…