Browsing Category

ଦେଶ

ସରିଲା ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର: ମଙ୍ଗଳବାର ଭୋଟ

ପାଟନା: ବିହାରର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୨୦ଟି ଜିଲାର ୧୨୨ଟି ଆସନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ହେବ। ନଭେମ୍ବର ୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଦ୍ବିତୀୟ ତଥା ଶେଷ ପର୍ଯ୍ୟାୟ…

ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ, ୧୦ ମୃତ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବିସ୍ଫୋରଣ ଘଟିଛି। ଏଥିରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି| ଏକ କାରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଦିଲ୍ଲୀ ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ବିସ୍ଫୋରଣ ଭୟଙ୍କର ଥିବା ସୂଚନା ମିଳିଛି। ବିସ୍ଫୋରଣ…

ଡାକ୍ତରରୁ ଆତଙ୍କବାଦୀ, ରାସାୟନିକ ଆକ୍ରମଣ ଲାଗି ଷଡ଼ଯନ୍ତ୍ର

ଗୁଜୁରାଟ: ଗୁଜୁରାଟ ଆତଙ୍କବାଦ ନିରୋଧୀ ଦଳ (ATS) ଏକ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାସ କରିଛି ଯାହା ସାରା ଦେଶର ସୁରକ୍ଷା ଏଜେନ୍ସିଗୁଡ଼ିକୁ ସତର୍କ କରିଦେଇଛି। ଚୀନରୁ MBBS କରିଥିବା ଏବଂ ଇସଲାମିକ୍ ଷ୍ଟେଟ୍ ଖୋରାସନ ପ୍ରଦେଶ (ISKP) ସହିତ ସମ୍ପର୍କରେ ଥିବା ହାଇଦ୍ରାବାଦର ବାସିନ୍ଦା ଡକ୍ଟର…

ବୋତ୍‌ସ୍ବାନାରୁ ଭାରତକୁ ଆସିବେ ଆଉ ୮ ଚିତା

ନୂଆଦିଲ୍ଲୀ: ଆଫ୍ରିକୀୟ ରାଷ୍ଟ୍ର ବୋତ୍‌ସ୍ବାନାରୁ ଖୁବ୍‌ଶୀଘ୍ର ଆଉ ୮ଟି ଚିତା ଭାରତ ଅଣାଯିବ ବୋଲି ଜଣାପଡିଛି। ଇତିମଧ୍ୟରେ ଭାରତ ଆସିବାକୁ ଥିବା ଦୁଇଟି ଅଣ୍ଡିରା ଚିତାଙ୍କୁ ଧରାଯାଇ ଗୋଟିଏ ମାସ ପାଇଁ କ୍ବାରେଣ୍ଟାଇନରେ ରଖାଯାଇଛି। ଡାକ୍ତରୀ ପରୀକ୍ଷା ପରେ ଛଅ ମାଈ ଚିତାଙ୍କ ସହ ଏମାନଙ୍କୁ…

୪ ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତର ପ୍ରଦେଶସ୍ଥିତ ନିଜର ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତରେ ଯାଇଥିବାବେଳେ ୪ଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହି ଚାରିଟି ବନ୍ଦେ ଭାରତ ଟ୍ରେନ ବାରାଣସୀ-ଖଜୁରାହୋ, ଲକ୍ଷ୍ନୌ-ସାହାରନପୁର,…

ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ: ଗୁଜରାଟରୁ ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ। ଗୁଜରାଟ ଏଟିଏସ ଓ କେନ୍ଦ୍ରୀୟ ଏଜେନସୀର ମିଳିତ ଅଭିଯାନରେ ତିନି ଜଣଙ୍କୁ ଗିରଉ କରାଯାଇଛି । ଏହି ତିନି ଆତଙ୍କବାଦୀ ଇସଲାମିକ ଷ୍ଟେଟ ଅଫ ଖୋରାସାନ ପ୍ରୋଭିଏନସର ଆତଙ୍କବାଦୀଙ୍କ ସଂପର୍କରେ ଥିବା ସୂଚନା ଦେଇଛି…

ଜାପାନରେ ଭୂମିକମ୍ପ ଝଟକା, ତୀବ୍ରତା ୬.୮

ଜାପାନ : ଭାରତର ଆଣ୍ଡାମାନ ନିକୋବର ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା । ୬.୮ର ତୀବ୍ରତାରେ ଥରିଉଠିଲା ସାନରିକୁ ଅଞ୍ଚଳ । ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ଇୱାଟେ ପ୍ରଦେଶ ପାଇଁ ସୁନାମୀ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କ୍ଷୟକ୍ଷତି ନେଇ କୌଣସି ସୂଚନା…

ରୁଷିଆରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ, ୨ ଆହତ

ରୁଷିଆ : ରୁଷିଆର ଦାଗେସ୍ତାନରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୫ ଜଣଙ୍କ ଜୀବନ ଚାଲିଯାଇଛି । ଏହି ଘଟଣା ଅଚି ସୁ ଗାଁ ନିକଟ କାସ୍ପିଆନ ସାଗରରେ ହୋଇଛି । ହେଲିକପ୍ଟର ଅନିୟନ୍ତ୍ରିତ ହୋଇ ତଳେ ମାଡ଼ ହୋଇ ପୁଣି ଉଠିବା ପରେ ଦୁର୍ଘଟଣାର ଶିକାର ହୋଇଛି । ମୃତକଙ୍କ…

ସମଲିଙ୍ଗୀ ସମ୍ପର୍କ ପାଇଁ ପୁଅର ଜୀବନ ନେଲା ମା

ଚେନ୍ନାଇ: ସମଲିଙ୍ଗୀ ସମ୍ପର୍କ ପାଇଁ ଉଜୁଡ଼ିଲା ସଂସାର । ସମ୍ପର୍କରେ କଣ୍ଟା ସାଜୁଥିଲା ପୁଅ । ୫ ମାସର ପୁଅକୁ ରାସ୍ତାରୁ ହଟାଇଲା ମା’ । ମହିଳା ସାଥୀ ପାଇଁ ମା’ ଭୁଲିଗଲା ମମତା । ସ୍ବାମୀ ସୁରେଶ କାମକୁ ଗଲା ପରେ ମହିଳା ସାଥିକୁ ଭେଟୁଥିଲେ ସୁରେଶଙ୍କ ସ୍ତ୍ରୀ ଭାରତୀ । ଦୁଇ ଜଣ ମହିଳାଙ୍କ…

ତେଜ ପ୍ରତାପଙ୍କୁ Y+ କ୍ୟାଟେଗୋରୀ ସୁରକ୍ଷା ଦେଲା ଗୃହ ମନ୍ତ୍ରଣାଳୟ

ବିହାର : ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଜନଶକ୍ତି ଜନତା ଦଳର ପ୍ରମୁଖ ତେଜ ପ୍ରତାପ ଯାଦବଙ୍କୁ କେନ୍ଦ୍ର ସରକାର ୱାଇ ପ୍ଲସ କ୍ୟାଟେଗୋରୀ ସୁରକ୍ଷା ଦେଇଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଆଦେଶ ପରେ ସିଆରପିଏଫ ଜେତ ପ୍ରତାପ ଯାଦବଙ୍କ ସୁରକ୍ଷା ବଢାଇଦେଇଛନ୍ତି । ସୁରକ୍ଷା…