Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଝାଡ଼ଖଣ୍ଡ ସରକାରଙ୍କୁ ଶକ୍ତ ଝଟକା, JPSC ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରହିତାଦେଶ
ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ସରକାରଙ୍କୁ ଶକ୍ତ ଝଟକା ଲାଗିଛି। ଝାଡ଼ଖଣ୍ଡ ହାଇକୋର୍ଟ JPSC ପରୀକ୍ଷା ରଦ୍ଦ କରିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି। ଏହାସହ ଏହି ମାମଲାରେ ୧୫ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ସରକାରଙ୍କୁ କୋର୍ଟ!-->…
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ, ୧୯୮୪ ଦଙ୍ଗା ମାମଲାରେ ଆଜୀବନ ସଜା କାଟୁଥିଲେ
ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ ଘଟିଛି। ୧୯୮୪ ଶିଖ୍-ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ସଜ୍ଜନ କୁମାର ଅସୁସ୍ଥତା ଯୋଗୁଁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲକୁ ଆସିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
!-->!-->!-->…
ପତ୍ନୀ ଓ ଭଉଣୀକୁ ହତ୍ୟା କରିବା ପରେ ନିଜ ଜୀବନ ହାରିଲେ ବ୍ୟାଙ୍କ କର୍ମଚାରୀ
ଲକ୍ଷ୍ନୌ : ଲକ୍ଷ୍ନୌର ଗୋମତୀ ନଗର ଅଞ୍ଚଳରେ ଜଣେ ବ୍ୟାଙ୍କ କର୍ମଚାରୀ ନିଜ ସ୍ତ୍ରୀ ଓ ଭଉଣୀଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜ ଜୀବନକୁ ଶେଷ କରିଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି । ଅଭିଯୁକ୍ତ ମାନସ ବାଜପେୟୀ, ସ୍ତ୍ରୀ ଦିବ୍ୟା ମିଶ୍ର ଏବଂ ଭଉଣୀ!-->…
କ୍ୟାନସରକୁ ହରାଇବ ମଡେର୍ଣ୍ଣା ଟିକା
ନୂଆଦିଲ୍ଲୀ : କ୍ୟାନସରକୁ ହରାଇବ ମଡେର୍ଣ୍ଣା ଟିକା । ମଡେର୍ଣ୍ଣା ଏବଂ ମର୍କ କମ୍ପାନୀର କ୍ୟାନସର ଟିକା ‘ଇନଟିସମେରାନ୍’ ଏକ ଐତିହାସିକ ଶେଷ ପର୍ଯ୍ୟାୟ ବା ଫେଜ୍-୩ କ୍ଲିନିକାଲ୍ ପରୀକ୍ଷାରେ ସଫଳତା ପାଇଛି । ଏହି ବଡ଼ ସଫଳତା ଯୋଗୁଁ ବିଶ୍ୱର ପ୍ରଥମ ବ୍ୟକ୍ତିଗତ ମେସେଞ୍ଜର !-->…
ଆସିଲା ସୁପ୍ରିମ ରାୟ, ସନ୍ତାନଙ୍କୁ ସମ୍ପତ୍ତିରୁ ବେଦଖଲ କରିପାରିବେ ମାତାପିତା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଣି କରିଛନ୍ତି । ବୟସ ବଢିବାର ଅର୍ଥ ନୁହେଁ ଯେ, ଅପମାନ ହେବା । ପ୍ରତ୍ୟେକ ବ୍ୟକ୍ତିଙ୍କୁ ଜୀବନ ସାରା ସମ୍ମାନର ସହ ବଞ୍ଚିବାର ଅଧିକାର ରହିଛି । ଯଦି ବାପା-ମାଙ୍କ ସୁରକ୍ଷାରେ କିମ୍ବା ଭରଣପୋଷଣରେ କୌଣସି ସମସ୍ୟା ହୁଏ ତେବେ!-->…
ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରି ଭୁସି ହତ୍ୟା କଲା ଛାତ୍ର
ହାଇଦ୍ରାବାଦ: ତେଲଙ୍ଗାନାର ନଲଗୋଣ୍ଡା ଜିଲ୍ଲାରେ ଜଣେ ସ୍କୁଲର ପ୍ରିନ୍ସିପାଲଙ୍କୁ ହତ୍ୟା କରିବା ଅଭିଯୋଗରେ ଦୁଇଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗିରଫ କରିଛି ପୋଲିସ । ନାଗାର୍ଜୁନ ପବ୍ଲିକ ସ୍କୁଲର ପ୍ରିନ୍ସିପାଲ ୪୯ ବର୍ଷୀୟା କାଲ୍ଲୁ ରୂପା ରେଡ୍ଡୀ ଅଗଷ୍ଟ ୧୧ରେ ନିଜ ଘରେ ମୃତ ଅବସ୍ଥାରେ!-->…
କେନିଆରେ ବିମାନ ଦୁର୍ଘଟଣା, ୭ ମୃତ
ନୂଆଦିଲ୍ଲୀ : କେନିଆର ସାମ୍ବୁରୁ କାଉଣ୍ଟିରେ ଏକ ପର୍ଯ୍ୟଟକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏହି ଦୁର୍ଘଟଣାରେ ଇକ୍ୱାଡୋରର ଗୁଇନ୍ଦା ମୁଖ୍ୟ ମିକେଲ ସେନ୍ସି-କୋଣ୍ଟୁଗି, ତାଙ୍କ ପତ୍ନୀଙ୍କ ସମେତ ମୋଟ ୭ ଜଣଙ୍କ ମୃତ୍ୟୁ ଘଟିଛି । କେନିଆ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ (କେସିଏଏ)!-->…
ସିଏନ୍ଜି ଷ୍ଟେସନ୍ରେ ଗ୍ୟାସ୍ ଟାଙ୍କିି ଫାଟି ୩ ମୃତ
ନୂଆଦିଲ୍ଲୀ: ଦିଲ୍ଲୀର ଟିକରି କଲନରେ ଆଜି ଏକ ସିଏନଜି ଷ୍ଟେସନ୍ରେ ରହସ୍ୟଜନକ ଭାବେ ଏକ ଟ୍ରକ୍ର ଗ୍ୟାସ୍ ଟାଙ୍କି ଫାଟିଯିବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଯାଇଛି। ୩ ମୃତକ ହେଉଛନ୍ତି ସିଏନ୍ଜି ଷ୍ଟେସନ୍ର କର୍ମଚାରୀ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ସମୟରେ!-->…
ଝାଡ଼ଖଣ୍ଡରେ ୨୨ ନିଯୁକ୍ତି ପରୀକ୍ଷା ବାତିଲ, ଜାରି ରହିଛି ଛାତ୍ର ଆନ୍ଦୋଳନ
ରାଞ୍ଚି: ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ଛାତ୍ର ଆନ୍ଦୋଳନ ଜାରି ରହିଥିବାବେଳେ ଝାଡଖଣ୍ଡ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଚାଲିଥିବା ଅପରାଧ ତଦନ୍ତ ବିଭାଗ (ସିଆଇଡି) ତଦନ୍ତର ତଥ୍ୟ ଆଧାରରେ ଜେପିଏସ୍ସି ଓ ଜେଏସ୍ଏସ୍ସି ଦ୍ୱାରା କରାଯାଇଥିବା ମୋଟ ୨୨ଟି!-->…
ସିରିଆ ଏୟାରବେସରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ପୁଣି ବଢ଼ିଲା ଉତ୍ତେଜନା । ସିରିଆ ଏୟାରବେସରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍ । ସିରିଆର ଉତ୍ତର-ପଶ୍ଚିମ ଇଦଲିବ୍ ପ୍ରଦେଶର ଆବୁ ଅଲ୍-ଦୁହୁର୍ (Abu al-Duhur) ସାମରିକ ଏୟାରବେସ୍ ଉପରେ ଇସ୍ରାଏଲ ଏୟାରଷ୍ଟ୍ରାଇକ୍ କରିଥିବା ସିରିଆ ସରକାରୀ ଗଣମାଧ୍ୟମ କହିଛି ।!-->…