Browsing Category

ଦେଶ

ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ

ଯୋଧପୁର : ଗଣଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ରାଜସ୍ଥାନ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି । ହାଇକୋର୍ଟ ଆଶାରାମ ବାପୁଙ୍କୁ ମେଡିକାଲ ଗ୍ରାଉଣ୍ଡରେ ୬ ମାସର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ହାଇକୋର୍ଟରୁ ମୁଖ୍ୟ ନ୍ୟାୟାଧୀଶ ସଂଜୀବ ପ୍ରାକାଶ ଶର୍ମା…

ରିଓ ଡୋ ଜେନେରିଓରେ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ପୋଲିସର ବଡ଼ ଅଭିଯାନ, ୬୪ ମୃତ

ବ୍ରାଜିଲ : ବ୍ରାଜିଲ ରାଜଧାନୀ ରିଓ ଡୋ ଜେନେରିଓରେ ପୋଲିସର ବଡ଼ ଅଭିଯାନ । ଏଠାରେ ଅପରାଧୀ ଏବଂ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ବଡ଼ ଅଭିଯାନରେ ଚାରି ଜଣ ପୋଲିସ ଅଧିକାରୀ ଓ ପ୍ରାୟ ୬୪ ଜଣ ଲୋକ ପ୍ରାଣ ହରାଇଛନ୍ତି । ବ୍ରାଜିଲର ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଅଭିଯାନ ଆରମ୍ଭ କରିଛି । …

ବିହାର ପାଇଁ ଘୋଷଣାପତ୍ର ଜାରି କଲା ମହାଗଠବନ୍ଧନ

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ମହାଗଠବନ୍ଧନ ପକ୍ଷରୁ ଘୋଷଣାପତ୍ର ପ୍ରକାଶିତ ହୋଇଛି। ଏହି ଉନ୍ମୋଚନ ଅବସରରେ ମେଣ୍ଟର ମୁଖ୍ୟମନ୍ତ୍ରୀ ଚେହେରା ତେଜସ୍ବୀ ଯାଦବ ଓ ଉପମୁଖ୍ୟମନ୍ତ୍ରୀ ଚେହେରା ମୁକେଶ ସହନୀ ଉପସ୍ଥିତ ଥିଲେ । ଘୋଷଣାପତ୍ରର ଉନ୍ମୋଚନ କରି ତେଜସ୍ୱୀ ଯାଦବ…

ପୁଣି ଚିନ୍ତା ବଢାଇଲା: ଅରୁଣାଚଳ ସୀମାରେ ବାୟୁସେନା ଘାଟି ନିର୍ମାଣ କରୁଛି ଚୀନ

ନୂଆଦିଲ୍ଲୀ: ଯେତେ ଆଲୋଚନା ପର୍ଯ୍ୟାଲୋଚନା ଚାଲିଥିଲେ ସୁଦ୍ଧା ଭାରତ ସହ ଚୀନ୍‌ର ସୀମା ବିବାଦ ତୁଟିପାରୁ ନାହିଁ। ଭାରତ ସହ ସମ୍ପର୍କ ଉନ୍ନତ କରିବାକୁ ଚୀନ୍‌ ଉପରଠାଉରିଆ ପ୍ରତିଶ୍ରୁତି ଦେଉଥିଲେ ସୁଦ୍ଧା ବାସ୍ତବ ସ୍ଥିତି କିନ୍ତୁ ଭିନ୍ନ କାହାଣୀ ବର୍ଣ୍ଣନା କରୁଛି। ଚୀନ ଇତିମଧ୍ୟରେ ଭାରତର…

ଭାରତ ହେବ ବିଶ୍ବ ସାମୁଦ୍ରିକ ଶକ୍ତି: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା

ମୁମ୍ବଇ: ଗତ ଦଶନ୍ଧିରେ ସାମୁଦ୍ରିକ ଅର୍ଥନୀତିରେ କରାଯାଇଥିବା ସଂସ୍କାର ଯୋଗୁଁ ଭାରତ ବିଶ୍ୱ ସାମୁଦ୍ରିକ ମାନଚିତ୍ରରେ ଏକ ଉଦୀୟମାନ ଶକ୍ତି ଭାବରେ ଉଭା ହୋଇଛି। ଭାରତର ସାମୁଦ୍ରିକ ସ୍ଥିତି, ଗଣତାନ୍ତ୍ରିକ ସ୍ଥିରତା ଏବଂ ନୌସେନା କ୍ଷମତା ଭାରତ-ପ୍ରଶାନ୍ତ ମହାସାଗର ଏବଂ ବିଶ୍ୱ ଦକ୍ଷିଣ…

ଆଜିଠୁ ୧୨ ରାଜ୍ୟରେ ଏସ୍‌ଆଇଆର୍‌

ନୂଆଦିଲ୍ଲୀ: ମଙ୍ଗଳବାରଠାରୁ ଦେଶବ୍ୟାପୀ ଦ୍ବିତୀୟ ପର୍ଯ୍ୟାୟ ଏସ୍‌ଆଇଆର୍‌ (ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା) ଅଭିଯାନ ଆରମ୍ଭ କରାଯିବ। ସୋମବାର ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ମୁଖ୍ୟ ନିର୍ବାଚନ କମିସନର (ସିଇସି) ଜ୍ଞାନେଶ କୁମାର କହିଛନ୍ତି ଯେ ବିହାର ପରେ ୧୨…

ବାତ୍ୟା ପ୍ରଭାବ, ବିଶାଖାପାଟଣା ବିମାନବନ୍ଦରରୁ ୩୨ ବିମାନ ଉଡ଼ାଣ ବାତିଲ

ବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି । ବିଶାଖାପାଟନମ ବିମାନବନ୍ଦରର ନିର୍ଦ୍ଦେଶକ ଏନ. ପୁରୁଷୋତ୍ତମ କହିଛନ୍ତି, ୨୭ ଅକ୍ଟୋବରରୁ ଏୟାର ଇଣ୍ଡିଆ ଏକ୍ସପ୍ରେସର ଦୁଇଟି…

ଭାରତର ‘ତ୍ରିଶୂଳ’ ଅଭ୍ୟାସକୁ ନେଇ ପାକିସ୍ତାନରେ ଆତଙ୍କ, ଏୟାରସ୍ପେସକୁ କଲା ବନ୍ଦ

ନୂଆଦିଲ୍ଲୀ: ଭାରତର ତିନି ସଶସ୍ତ୍ର ବାହିନୀ ୩୦ ଅକ୍ଟୋବରରୁ ପଶ୍ଚିମ ସୀମାରେ ତ୍ରିଶୂଳ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିବାକୁ ଯାଉଛି । ଏଥିପାଇଁ ଭାରତୀୟ ସେନା ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ଭାରତ ବାୟୁ ମିଶନକୁ ତ୍ରିଶୂଳ ଅଭ୍ୟାସ ପାଇଁ ନୋଟିସ୍ ଜାରି କରିଛି । ଭାରତର ଏହି ଯୁଦ୍ଧ…

ବସରେ ଲାଗିଲା ନିଆଁ : ୨ ମୃତ, ଅନେକ ଆହତ

ଜୟପୁର : ମନୋହରପୁର ଥାନା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି । ଶ୍ରମିକ ଭର୍ତ୍ତି ବସ୍ ହାଇଟେସନ୍ ଲାଇନ୍ ସଂସ୍ପର୍ଶରେ ଆସିବା ପରେ ବିଦ୍ୟୁତ୍ ଆଘାତ ଲାଗି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୨ ଜଣ ଶ୍ରମିକ ଆହତ ହୋଇଛନ୍ତି । ଶ୍ରମିକ…

‘ମୋନ୍ଥା’ ପାଇଁ ୩ ରାଜ୍ୟରେ ରେଡ ଆଲର୍ଟ

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର ପୂର୍ବରେ ରହିଛି । ବାତ୍ୟା ଦକ୍ଷିଣ ଭାରତର…