Browsing Category

ଦେଶ

କଟରାରୁ ଜମ୍ମୁ କଶ୍ମୀରକୁ ଚାଲିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

କଟରାରୁ ଜମ୍ମୁ କଶ୍ମୀର ଯିବା ହେବ ସହଜ । କମ୍ ସମୟରେ କଶ୍ମୀରରେ ପହଞ୍ଚିପାରିବେ ଯାତ୍ରୀ । ପ୍ରଥମେ ୧୯ ଏପ୍ରଲରୁ କଟରାରୁ କାଶ୍ମୀରକୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି । ୨୭୨କିଲୋମିଟର ପର୍ଯ୍ୟନ୍ତ ଗଡିବ ବନ୍ଦେ ଭାରତ ଟ୍ରେନ୍ । ପ୍ରଥମେ ଏହି ଟ୍ରେନଟି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ IFS ନିଧି ତିୱାରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀ ନିଯୁକ୍ତ ହୋଇଛନ୍ତି । କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା ଜାରି କରାଯାଇଥିବା ଆଦେଶ ଅନୁଯାୟୀ, ନିଧି ତିୱାରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟକ୍ତିଗତ ଭାବେ ଦାୟିତ୍ବ ତୁଲାଇବେ ।

ଏଣିକି ମଦ ପିଇ ରୋଗାଗ୍ରସ୍ତ ହେଲେ ମିଳିବନି ସ୍ୱାସ୍ଥ୍ୟ ବୀମା

ନୂଆଦିଲ୍ଲୀ: ଉତ୍ତମ ଜୀବନ ପାଇଁ ସ୍ୱାସ୍ଥ୍ୟ ବୀମା ନୀହାତି କରିବା ଉଚିତ୍ । ଗ୍ରାହକଙ୍କୁ ଉତ୍ତମ ସୁବିଧା ଯୋଗାଇଦେବା ପାଇଁ ବିଭିନ୍ନ ବୀମା କମ୍ପାନୀ ଅଲଗା ଅଲଗା ପ୍ରକାରର ବ୍ୟକ୍ତିଗତ ସ୍ୱାସ୍ଥ୍ୟ ବୀମା ବା ହେଲଥ୍‌ ଇନସୁରାନ୍ସ ପଲିସି ଉପଲବ୍ଧ କରିଥାନ୍ତି । ଏହି ସବୁ ପଲିସି ଦ୍ୱାରା

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ, ତୀବ୍ରତା ୩.୫

ମିଆଁମାର ଏବଂ ଥାଇଲାଣ୍ଡ ପରେ ଅରୁଣାଚଳ ପ୍ରଦେଶର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୫ ରହିଥିଲା । ଅପରାହ୍ନ ୨ଟା ୩୮ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନାହିଁ । ଭୂକମ୍ପର କେନ୍ଦ୍ର ଅରୁଣାଚଳ ପ୍ରଦେଶର ଶୀ ୟୋମିର ଠାରୁ ୧୦କିମି

ମୋଦୀଙ୍କ ଉତ୍ତରାଧିକାରୀ ମହାରାଷ୍ଟ୍ରରୁ ଆସିବେ : ସଂଜୟ ରାଉତ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାଗପୁର ଗସ୍ତ ଉପରେ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କ ବୟାନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର ନାଗପୁର ଯାଇ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କୁ ଏହି

କୁମ୍ଭ ଭାଇରଲ ଗାର୍ଲ ମୋନାଲିସାକୁ ଫିଲ୍ମ ଅଫର ଦେଇଥିବା ନିର୍ମାତା ଦୁଷ୍କର୍ମ ଅଭିଯୋଗରେ ଗିରଫ

କୁମ୍ଭମେଳା ସମୟରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଅଭିନୟ ପାଇଁ ଅଫର ଦେଇଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ଏକ ଦୁଷ୍କର୍ମ ମାମଲାରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିବା ପରେ ଏହି ଗିରଫଦାରୀ ହୋଇଛି। ଘଟଣାର ଯାଞ୍ଚ ପରେ ୪୫ ବର୍ଷୀୟ

ଆଶାରାମକୁ ମିଳିଲା ୯୦ ଦିନ ଜାମିନ

ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ ଏବେ ବିପଦ ବଢ଼ି ଯାଇଛି।

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ ମନ୍ତ୍ରଣାଳୟର ସୂଚନା ଅନୁସାରେ ମଣିପୁର ରାଜ୍ୟକୁ ୧

ନାଗପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନାଗପୁରରେ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ପ୍ରତିଷ୍ଠାକୁ ୮ବର୍ଷ ବିତିଯାଇଛି । ନାଗପୁର ଗସ୍ତରେ ଆସି ଶ୍ରୀ ମୋଦି ଆରଏସଏସର ସଂସ୍ଥାପକଙ୍କ ମୁର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରଦ୍ଧାଞ୍ଜଳି

ହିମାଚଳପ୍ରଦେଶରେ ଭୂସ୍ଖଳନ, ୬ ମୃତ

ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ମଣିକର୍ଣ୍ଣ ଅଞ୍ଚଳରେ ରବିବାର ଭୂସ୍ଖଳନ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ମଣିକର୍ଣ୍ଣ ସାହିବ