Browsing Category

ଦେଶ

୩୮ ଦିନ ପରେ ଫେରିଗଲା ବ୍ରିଟିଶ ଏଫ-୩୫ ଲଢ଼ୁଆ ବିମାନ

କେରଳର ତିରୁବନନ୍ତପୁରମ ବିମାନବନ୍ଦରରେ ୩୮ ଦିନ ଅଚଳ ରହିବା ପରେ ବ୍ରିଟିଶ ରୟାଲ ନୌସେନାର ଏଫ-୩୫ ଲଢ଼ୁଆ ବିମାନ ସ୍ୱଦେଶ ଫେରିଯାଇଛି। ଜୁନ୍ ୧୪ ତାରିଖରୁ ବିମାନଟି ତିରୁବନନ୍ତପୁରମ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ କରାଯାଇଥିଲା। ମଝି ଆକାଶରେ ଉଡାଣ ସମୟରେ ଜରୁରୀକାଳୀନ ପରିସ୍ଥିତି

ରାଷ୍ଟ୍ରପତିଙ୍କୁ ଭେଟିଲେ ହରିବଂଶ ନାରାୟଣ ସିଂ

ନୂଆଦିଲ୍ଲୀ : ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାର ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତିଙ୍କ ସହ ତାଙ୍କର ସାକ୍ଷାତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି।

ଜଗଦୀପଙ୍କ ଇସ୍ତଫାକୁ ନେଇ କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଦେଶରେ ରାଜନୀତି ତୀବ୍ର ହୋଇଯାଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଦେଇଥିବା ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁର କରି ଦେଇଛନ୍ତି। ଜଗଦୀପଙ୍କ ଇସ୍ତଫାପତ୍ରକୁ ନେଇ କଂଗ୍ରେସ କେନ୍ଦ୍ର ସରକାରଙ୍କୁ

ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦକୁ ନେଇ ମୋଦୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଜୁଲାଇ ୨୧ ତାରିଖରେ ସଂସଦରେ ମୌସୁମୀ ଅଧିବେଶନର ପ୍ରଥମ ଦିନ ଥିଲା। ଅଧିବେଶନ ଶେଷ ହେବା ପରେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼। ଧନଖଡ଼ଙ୍କ ହଠାତ ଏତେ ବଡ଼ ନିଷ୍ପତ୍ତି ପରେ ଏକ୍ସ ପୋଷ୍ଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ

ମୁକ୍ତ ହେବେ ନିମିଷା ପ୍ରିୟା !

କୋଚି : ୟେମେନରେ ମୃତ୍ୟୁଦଣ୍ଡ ଅପେକ୍ଷାରେ ଥିବା ଭାରତୀୟ ନର୍ସ ନିମିଷା ପ୍ରିୟାଙ୍କୁ ଖୁବ୍ ଶୀଘ୍ର ମୁକ୍ତ କରାଯାଇପାରେ। ଏହି ଦାବି କରିଛନ୍ତି ଡାକ୍ତର କେ ଏ ପଲ୍, ଯିଏ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ନିମିଷା ମୁକ୍ତି ପରେ ଖୁବ୍

କମ ଭକ୍ତ, ଅଧିକ ଗୁଣ୍ଡା: କାଉଡିଆଙ୍କୁ ନେଇ ବିବାଦୀୟ ବୟାନ ଦେଲେ ସପା ବିଧାୟକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ଏବଂ ସମ୍ଭଲର ଏସପି ବିଧାୟକ ନବାବ ଇକବାଲ ମହମୁଦ କାଉଡିଆମାନଙ୍କ ବିଷୟରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏସପି ବିଧାୟକ କହିଛନ୍ତି ଯେ କାଉଡିଆମାନଙ୍କ ମଧ୍ୟରେ ଶିବ ଭକ୍ତ କମ୍ ଏବଂ ଗୁଣ୍ଡା ଅଧିକ। ଏସପି ବିଧାୟକ

ଜଷ୍ଟିସ ବର୍ମାଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କୁ ହଟାଇବା ପ୍ରକ୍ରିୟା ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ରାଜ୍ୟସଭା ଅଧ୍ୟକ୍ଷ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ସଂସଦରେ କହିଛନ୍ତି ଯେ ସେ ସମ୍ବିଧାନର ଧାରା ୨୧୭(୧)(ବି), ୨୧୮ ଏବଂ ୧୨୪(୪) ଅନୁଯାୟୀ ଏକ

ଦକ୍ଷିଣ ଭାରତୀୟ ଷ୍ଟାରଙ୍କୁ ଇଡିର ସମନ

ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବେ ଦକ୍ଷିଣ ଭାରତର କିଛି ବଡ଼ ବଡ଼ ତାରକାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ସୋମବାର ଦିନ, ଇଡି ବିଜୟ ଦେବରକୋଣ୍ଡା, ରାଣା ଦଗ୍ଗୁବତୀ, ପ୍ରକାଶ ରାଜ ଏବଂ ଲକ୍ଷ୍ମୀ ମାଞ୍ଚୁଙ୍କ ଭଳି ସେଲିବ୍ରିଟିମାନଙ୍କୁ ସମନ

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି, ଯାହାଫଳରେ ଦେଶର ରାଜନୈତିକ ମହଲରେ ହଠାତ୍ ଚର୍ଚ୍ଚା ସୃଷ୍ଟି ହୋଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।

ଭିଏସ୍ ଅଚ୍ୟୁତାନନ୍ଦନଙ୍କର ୧୦୧ ବର୍ଷ ବୟସରେ ଦେହାନ୍ତ

ତିରୁଅନନ୍ତପୁରମ୍‌: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କମ୍ୟୁନିଷ୍ଟ ନେତା ଭିଏସ୍ ଅଚ୍ୟୁତାନନ୍ଦନଙ୍କର ୧୦୧ ବର୍ଷ ବୟସରେ ପରଲୋକ ଘଟିଛି । ଥିରୁଅନନ୍ତପୁରମର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ତାଙ୍କର ଦେହାନ୍ତ