Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବିଜେପି ପକ୍ଷରୁ ‘ସୌଗାତ-ଏ-ମୋଦୀ’ ଯୋଜନା ଆରମ୍ଭ: ମୁସଲମାନଙ୍କୁ ଇଦ୍ କିଟ୍ ବଣ୍ଟନ
ନୂଆଦିଲ୍ଲୀ: ମୁସଲମାନମାନଙ୍କ ପାଇଁ ଯୋଡି ହେବା ପାଇଁ ବିଜେପି ପକ୍ଷରୁ ଇଦ୍ ଉପଲକ୍ଷେ ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଅନ୍ତର୍ଗତ ଦେଶର ୩୨ ଲକ୍ଷ ଆର୍ଥିକ ଅନଗ୍ରସର ମୁସଲମାନ ପରିବାରଙ୍କୁ ଉପହାର ପ୍ୟାକ୍ ଦିଆଯିବ। "ସୌଗାତ-ଏ-ମୋଦୀ" ନାମରେ ନାମିତ, ଏହି!-->…
ଜୟସେଲମେରରେ ଧରାପଡ଼ିଲା ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚର
ଜୈସଲମେର: ଅନ୍ତର୍ଜାତୀୟ ସୀମା ସଂଲଗ୍ନ ରାଜସ୍ଥାନର ଜୈସଲମେରରୁ ଜଣେ ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଏଜେନ୍ସିମାନେ ଜୈସଲମେରର ମୋହନଗଡ଼ କେନାଲ ଅଞ୍ଚଳରୁ ଅଭିଯୁକ୍ତକୁ ଧରିଛନ୍ତି। ଗିରଫ ବ୍ୟକ୍ତି, ଦିନୁ ଖାନଙ୍କ ପୁଅ ପଠାନ ଖାନ (୪୦),!-->…
କାନାଡାରେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ
ଓଟାଓ୍ବା: କାନାଡାର କାଲଗାରିରେ ଜଣେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣର ଭିଡିଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ବୋ ଭ୍ୟାଲି କଲେଜ ଟ୍ରେନ୍ ଷ୍ଟେସନର ପ୍ଲାଟଫର୍ମରେ ଜଣେ ଝିଅକୁ ଜୋରରେ ଠେଲି ଦେଉଥିବାର ଓ ତାହାର ବେକ ଚିପୁଥିବାର!-->…
ଗୋଡ଼ର ଅସ୍ତ୍ରୋପଚାର ପରେ ହସ୍ପିଟାଲ ୱାର୍ଡକୁ କାର୍ଯ୍ୟାଳୟ କଲେ ଜିଲ୍ଲା ସଭାପତି
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କାନପୁରରେ ବିଜେପି ଜିଲ୍ଲା ସଭାପତି ଅନିଲ ଦୀକ୍ଷିତଙ୍କ ଏକ ଫଟୋ ଚର୍ଚ୍ଚାରେ ରହିଛି। ଅନିଲ ଦୀକ୍ଷିତଙ୍କୁ ନିକଟରେ କାନପୁର ଉତ୍ତରର ଜିଲ୍ଲା ସଭାପତି ଭାବରେ ନିଯୁକ୍ତ କରାଯାଇଥିଲା । ଏହି ନିଯୁକ୍ତିର ମାତ୍ର ଗୋଟିଏ ଦିନ ପରେ ସେ ଘରର ଶିଢ଼ିରୁ ଖସି ପଡ଼ି!-->…
ପୁଣି ଥରେ ମୁହଁମୁହିଁ ହେଲେ ନୀତିଶ କୁମାର ଓ ରାବ୍ରୀ ଦେବୀ
ପାଟ୍ନା: ବିହାରରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ବିହାର ବିଧାନ ପରିଷଦର କାର୍ଯ୍ୟକାଳ ସମୟରେ ଉଭୟ ନେତା ପୁଣି ପରସ୍ପର ସହିତ ଝଗଡ଼ା କରୁଥିବାର ଦେଖାଯାଇଥିଲା। ନୀତିଶ କୁମାର ଓ ରାବ୍ରୀ!-->…
ପ୍ରଥମ ବଜେଟ୍ରେ ଦିଲ୍ଲୀର ବସ୍ତି ବାସିନ୍ଦାଙ୍କୁ ବଡ଼ ଉପହାର ଦେଲେ ରେଖା ସରକାର
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ମଙ୍ଗଳବାର ଦିନ ତାଙ୍କ ପ୍ରଥମ ବଜେଟ୍ ଉପସ୍ଥାପନ କରିଛନ୍ତି। ସେ ତାଙ୍କର ପ୍ରଥମ ବଜେଟ୍ରେ ବସ୍ତି ଓ ଜେଜେ କଲୋନିରେ ରହୁଥିବା ବାସିନ୍ଦାଙ୍କୁ ବଡ଼ ଉପହାର ଦେଇଛନ୍ତି। ତାଙ୍କ କହିବା କଥା ହେଉଛି ଦିଲ୍ଲୀର ଏକ ବଡ଼ ଅଂଶ ଆଜି ବି ବସ୍ତିରେ!-->…
ମନୁସ୍ମୃତି କଣ ମୁଁ ଜାଣେ: ମାୟାବତୀ
ନୂଆଦିଲ୍ଲୀ: ବହୁଜନ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ମନୁସ୍ମୃତିକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ମାୟାବତୀ, ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମନୁସ୍ମୃତି ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ବାବା ସାହେବଙ୍କୁ ଏହା ବିଷୟରେ!-->…
କୌଣସି ଅନୁତାପ ନାହିଁ; ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍ ପରେ ବି କ୍ଷମା ମାଗିଲେନି କୁନାଲ
ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ଅଛନ୍ତି ହାସ୍ୟ ଅଭିନେତା କୁନାଲ କାମରା। ତାଙ୍କ ସୋ’ରେ କୁନାଲ ବଲିଉଡ୍ ଫିଲ୍ମ ‘ଦିଲ୍ ତୋ ପାଗଲ୍ ହେ’ ଗୀତର ଏକ ନକଲ କରିଥିଲେ, ଯେଉଁଥିରେ ସେ ସିନ୍ଦେଙ୍କୁ ଦେଶଦ୍ରୋହୀ ବୋଲି କହିଥିଲେ। ତାଙ୍କର ଏହି!-->…
ବଢିଲା ସାଂସଦଙ୍କ ଦରମା ଓ ଭତ୍ତା
ନୂଆଦଲ୍ଲୀ : ପ୍ରାୟ ୭ ବର୍ଷ ପରେ ବଢିଛି ସାଂସଦଙ୍କ ଦରମା ଓ ଭତ୍ତା । ଏହା ସହିତ ସାଂସଦଙ୍କ ପେନସନ ମଧ୍ୟ ବୃଦ୍ଧି ପଇଛି । ସାଂସଦଙ୍କ ମୂଳ ଦରମା ୧ ଲକ୍ଷରୁ ୧ ଲକ୍ଷ ୨୪ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସଂସଦର ଅଧିବେଶନ ଚାଲିଥିବାବେଳେ ଦୈନିକ ଭତ୍ତା, ଯାହାକି ଏବେ ୨୦୦୦ ଟଙ୍କା!-->…
ଯିଏ ବିଶ୍ବାସଘାତକ ସିଏ ବିଶ୍ବାସଘାତକ.. କୁନାଲ କିଛି ଭୁଲ କରିନାହାନ୍ତି : ଉଦ୍ଧବ
ମୁମ୍ବାଇ: ବ୍ୟଙ୍ଗକାର କୁନାଲ କାମରାଙ୍କ ବ୍ୟଙ୍ଗଗୀତ ସମ୍ପର୍କରେ ୟୁବିଟି ମୁଖ୍ୟ ଉଦ୍ଧବ ଠାକରେ କହିଛନ୍ତି ଯେ ମୁଁ ଭାବୁନାହିଁ ଯେ କୁନାଲ କାମରା କିଛି ଭୁଲ କହିଛନ୍ତି। ଯିଏ ବିଶ୍ୱାସଘାତକ, ସେ ବିଶ୍ୱାସଘାତକ। ତାଙ୍କ ଗୀତରେ କୌଣସି ଭୁଲ ନାହିଁ। ସମ୍ପୂର୍ଣ୍ଣ ଗୀତଟି ଶୁଣନ୍ତୁ ଏବଂ!-->…