Browsing Category

ଦେଶ

ହିଂସା ମାମଲାରେ ସମ୍ଭଲ ଜାମା ମସଜିଦ ମୁଖ୍ୟ ଗିରଫ

ସମ୍ଭଲ : ୟୁପିର ସମ୍ଭଲ ହିଂସା ମାମଲାରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଗିରଫଦାରୀ ହୋଇଛି। ଜାମା ମସଜିଦର ମୁଖ୍ୟ ଜାଫର ଅଲ୍ଲୀଙ୍କୁ ଗିରଫ କରାଯାଇଛି। ସମ୍ଭଲ ପୁଲିସର ସୂଚନା ଅନୁଯାୟୀ, ୨୪ ନଭେମ୍ବର ୨୦୨୪ରେ ଘଟିଥିବା ହିଂସା ଘଟଣାରେ ଜଫର ଅଲିଙ୍କୁ ଗିରଫ କରାଯାଇଛି। ପଚରାଉଚରା ପରେ ଗିରଫ

ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କେନ୍ଦ୍ରକୁ ୭ ପ୍ରସ୍ତାବ

ଚେନ୍ନଇ : ନିର୍ବାଚନମଣ୍ଡଳୀ ଲୋକସଭା ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ଯେଉଁ ଉଦ୍ୟମ ଆରମ୍ଭ କରିଛନ୍ତି, ସେହି ପ୍ରସଙ୍ଗରେ ଶନିବାର ଡିଏମକେ ନେତୃତ୍ବାଧୀନ ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚେନ୍ନଇଠାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି।

ବାଂଲାଦେଶ ଛାତ୍ର ଆନ୍ଦୋଳନରେ ଲାଗିଛି ବିଦେଶୀ ପାଣ୍ଠି, କ୍ରିପ୍ଟୋରେ ଶତାଧିକ କୋଟିର ନିବେଶ

ନୂଆଦିଲ୍ଲୀ : ବାଂଲାଦେଶରେ ଘଟିଥିବା ଛାତ୍ର ଆନ୍ଦୋଳନ ଉଗ୍ର ରୂପ ନେବା ଫଳରେ ଶେଖ ହାସିନାଙ୍କ ସରକାର ଭାଙ୍ଗିଯାଇଥିଲା। ତେବେ ଏହି ଆନ୍ଦୋଳନ ପଛରେ ବଡ଼ ଷଡ଼ଯନ୍ତ୍ର ହୋଇଥିବା ସାମ୍ନାକୁ ଆସିଛି। ଛାତ୍ର ଆନ୍ଦୋଳନକୁ ବ୍ୟାପକ କରିବା ଲାଗି ବହୁ ପରିମାଣର ବିଦେଶୀ ପାଣ୍ଠି ବିନିଯୋଗ ହୋଇଥିବା

୫୯ତମ ଜ୍ଞାନପୀଠ ପୁରସ୍କାର ପାଇଁ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳା ମନୋନୀତ

ନୂଆଦିଲ୍ଲୀ : ବିଶିଷ୍ଟ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳାଙ୍କୁ ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ୫୯ତମ ଜ୍ଞାନପୀଠ ପୁରସ୍କାର ପ୍ରଦାନ ଲାଗି ମନୋନୀତ କରାଯାଇଛି। ଏହି ପୁରସ୍କାର ପାଇବାରେ ସେ ଛତିଶଗଡ଼ର ପ୍ରଥମ ଲେଖକ ହେବେ।ଏହି ଭାଷାର ଅନ୍ୟତମ ଶ୍ରେଷ୍ଠ ସମସାମୟିକ ଲେଖକ ଭାବେ ବିବେଚିତ

ଜଜଙ୍କ ଘରୁ ଟଙ୍କା ମିଳିବା ଘଟଣା: ୨୦୧୮ରେ ସିବିଆଇ ଏଫଆଇଆର୍‌ରେ ରହିଥିଲା ଜଷ୍ଟିସ ବର୍ମାଙ୍କ ନାଁ

ନୂଆଦିଲ୍ଲୀ : ବିବାଦରେ ଥିବା ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କୁ ନେଇ ଗୋଟିଏ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚ ୧୪ରେ ଜଷ୍ଟିସ ବର୍ମାଙ୍କ ଘରେ ନିଆଁ ଲାଗି ଯାଇଥିଲା। ଏହାପରେ ତାଙ୍କ ଘରକୁ ବିପୁଳ ପରିମାଣର ନଗଦ ଟଙ୍କା ମିଳିଥିବା ଜଣାପଡ଼ିଛି। ଏହାକୁ ନେଇ ସେ

ସୀମାନିର୍ଦ୍ଧାରଣକୁ ଆଉ ୨୫ ବର୍ଷ ସ୍ଥଗିତ ରଖାଯାଉ : ଚେନ୍ନାଇ ଜେଏସି ବୈଠକରେ ଦାବି

ଚେନ୍ନାଇ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଚେନ୍ନାଇରେ ଅନୁଷ୍ଠିତ ମିଳିତ କାର୍ଯ୍ୟକାରୀ କମିଟି (ଜେଏସି) ବୈଠକରେ ୨୫ ବର୍ଷ ପାଇଁ ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ (ପରିସୀମନ) ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଏକ ପ୍ରସ୍ତାବ ଗୃହୀତ

ଲଦାଖରେ ଚୀନ୍‌ର ବେଆଇନ ପଦକ୍ଷେପ: କଡ଼ା ପ୍ରତିବାଦ ଜଣାଇ ଉଚିତ୍ ଜବାବ ଦେଲା ଭାରତ

ନୂଆଦିଲ୍ଲୀ: ଚୀନ୍ ନିଜର ଷଡ଼ଯନ୍ତ୍ରରୁ ପଛକୁ ହଟିବାର କୌଣସି ସଙ୍କେତ ଦେଖାଉନାହିଁ। ସେ ଭାରତ ସୀମାରେ ନିରନ୍ତର ଉତ୍ତେଜନାମୂଳକ କାର୍ଯ୍ୟ ଚଳାଇ ଆସୁଛନ୍ତି। ଏବେ ଏହା ଲଦାଖ ନିକଟବର୍ତ୍ତୀ ସୀମାନ୍ତ ଅଞ୍ଚଳରେ ଦୁଇଟି ନୂତନ ଜିଲ୍ଲା ଗଠନ ଘୋଷଣା କରିଛି। ଭାରତ ଏହି ପଦକ୍ଷେପର କଡ଼ା ବିରୋଧ କରିଛି।

‘ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆମକୁ ଦଣ୍ଡିତ କରା ନ ଯାଉ’, ଡିଲିମିଡେଶନକୁ ନେଇ ଚେନ୍ନାଇରେ ଏକଜୁଟ ହେଲେ ବିରୋଧୀ

ଚେନ୍ନାଇ,୨୨।୩: ସୀମା ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶନିବାର ଚେନ୍ନାଇରେ ବିରୋଧୀ ନେତାମାନଙ୍କର ଏକ ବୈଠକ ଡାକିଥିଲେ। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ସମେତ ଅନେକ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୧୭ଲକ୍ଷ ହ୍ବାଟସଆପ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ,୨୨।୩: ଟେଲିକମ ଠକେଇର ମୁକାବିଲା କରିବା ପାଇଁ ଭାରତ ସରକାର ଶୁକ୍ରବାର କହିଛନ୍ତି ଯେ, ସଞ୍ଚାର ସାଥୀ ପୋର୍ଟାଲ ମାଧ୍ୟମରେ ଏପର୍ଯ୍ୟନ୍ତ ୩.୪ କୋଟିରୁ ଅଧିକ ମୋବାଇଲ ଫୋନ କନେକ୍ସନ କଟାଯାଇଛି। ଏଥିସହ ୩.୧୯ ଲକ୍ଷ IMEI ନମ୍ବରକୁ ବ୍ଲକ କରାଯାଇଛି। ଦୂରସଂଚାର ବିଭାଗ (DoT) କହିଛି

ନାଗପୁର ହିଂସା ସମୟରେ ଆହତ ହୋଇଥିବା ଯୁବକ ମୃତ

ନାଗପୁର: ଶନିବାର ଦିନ ନାଗପୁରରେ ହୋଇଥିବା ହିଂସା ମାମଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକଙ୍କ ନାମ ଇରଫାନ ଅନସାରୀ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ହିଂସା ସମୟରେ ଇରଫାନ ଅନସାରୀ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ଚିକିତ୍ସା ପାଇଁ