Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
‘ଅପରେସନ୍ ସିନ୍ଦୂର’ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ: ଡୋଭାଲ୍
ନୂଆଦିଲ୍ଲୀ: ‘ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ପ୍ରଶଂସା କରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତରେ ସମ୍ପତି କ୍ଷତିର ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ଖାରଜ କରିଛନ୍ତି।ପାକିସ୍ତାନର ମିସାଇଲ୍ ମାଡ଼ରେ ଭାରତର ଅନେକ କ୍ଷତି ହୋଇଥିବା ନେଇ ବିଦେଶୀ!-->…
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପରିଷଦ ଗୁଡିକୁ ସୁଦୃଢ଼ କରିବ ନୀତି ଆୟୋଗ ରୋଡମ୍ୟାପ୍
ନୀତି ଆୟୋଗ ଆଜି ନୂଆଦିଲ୍ଲୀରେ ରାଜ୍ୟ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ପରିଷଦକୁ ସୁଦୃଢ଼ କରିବା ପାଇଁ ଏକ ରୋଡମ୍ୟାପ୍ ଆରମ୍ଭ କରିଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ, ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଏବଂ ନୀତି ଆୟୋଗ ସଦସ୍ୟ ଡକ୍ଟର ଭି କେ!-->…
ବିଗ୍ବସ୍ ଯିବେ ମୋନାଲିସା!
ମୁମ୍ବଇ: ମହାକୁମ୍ଭ ମେଳାରେ ମାଳି ବିକ୍ରି କରିବାକୁ ଆସିଥିବା ମୋନାଲିସା ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଏବଂ ଏବେ ସେ ବଲିଉଡରେ ମଧ୍ୟ ପାଦ ଥାପି ସାରିଛନ୍ତି। ନିକଟରେ ଉତ୍କର୍ଷ ସିଂହଙ୍କ ସହ ତାଙ୍କର ଏକ ମ୍ୟୁଜିକ ଭିଡିଓ ରିଲିଜ୍ ହୋଇଥିଲା, ଆଉ ଏବେ ମୋନାଲିସା ଆହୁରି ଆଗକୁ ବଢ଼ି!-->…
୧୦ ମିନିଟରେ ପହଞ୍ଚିବ ଆମାଜନ ସାମଗ୍ରୀ
ନୂଆଦିଲ୍ଲୀ : ଏଣିକି ୧୦ ମିନିଟରେ ମିଳିବ ଆମାଜନର ଡେଲିଭରି । ଆମାଜନ ନାଓ ପ୍ଲାଟଫର୍ମ ମାଧ୍ୟମରେ ଗ୍ରାହକମାନେ ଏହି ସୁବିଧା ପାଇପାରିବେ । ପ୍ରାରମ୍ଭିକ ପର୍ଯ୍ୟାୟରେ ଦିଲ୍ଲୀରେ ଏହି ସେବା ଆରମ୍ଭ ହୋଇଛି ।
ଦେଶରେ ତୁରନ୍ତ ବ୍ୟବସାୟ ବା କ୍ବିକ୍ କମର୍ସର କ୍ରେଡ୍ ବଢିଚାଲିଛି । ଏ!-->!-->!-->…
ଚୀନ, ପାକିସ୍ତାନ, ବାଂଲାଦେଶ ମେଣ୍ଟ ଭାରତ ପାଇଁ ବିପଦ: ସିଡିଏସ୍
ନୂଆଦିଲ୍ଲୀ : ଭାରତର ତିନି ପଡ଼ୋଶୀ ଦେଶ ଚୀନ, ପାକିସ୍ତାନ ଓ ବାଂଲାଦେଶ ଉପରେ ଏକ ବଡ଼ ବୟାନ ଦେଇଛନ୍ତି ଭାରତର ପ୍ରତିରକ୍ଷା ମୁଖ୍ୟ (ସିଡିଏସ) ଜେନେରାଲ ଅନୀଲ ଚୌହାନ । ନିଜର ରଣନୈତିକ ସ୍ବାର୍ଥ ପାଇଁ ଏକାଠି ହେବା ଭାରତର ସୁରକ୍ଷା ଓ ସ୍ଥିରତା ପାଇଁ ଏକ ବଡ଼ ବିପଦ ବୋଲି ସେ ମତ ଦେଇଛନ୍ତି ।
!-->!-->…
ବିହାରରେ ଜାରି ରହିବ ଭୋଟର ତାଲିକା ସଂଶୋଧନ
ନୂଆଦିଲ୍ଲୀ : ବିହାରରେ ଭୋଟର ତାଲିକା ସମୀକ୍ଷା ଜାରି ରହିବ। ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟରୁ ସବୁଜ ସଙ୍କେତ ମିଳିଛି। ଗୁରୁବାର ଦିନ ହୋଇଥିବା ଶୁଣାଣିରେ ସୁପ୍ରିମକୋର୍ଟ ଏହି ପ୍ରକ୍ରିୟା ବନ୍ଦ କରିବାକୁ ମନା କରିଦେଇଥିଲେ। ସୁପ୍ରିମକୋର୍ଟ କହିଛନ୍ତି ଯେ ଗଣତାନ୍ତ୍ରିକ ପ୍ରକ୍ରିୟାକୁ!-->…
ପୋଲ ଭୁଶୁଡ଼ିବା ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ:ମଝି ନଈରେ ଭାଙ୍ଗିଗଲା ପୋଲ। ଏଭଳି ଏକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ଟ୍ରାଫିକ୍ ଜାମ ଥିବା ବେଳେ ଭୁଶୁଡି ପଡିଲା ପୋଲ। ଯେତେବେଳେ ପୋଲ ଉପରେ ପ୍ରବଳ ଲୋକଙ୍କ ଜାମ୍ ଲାଗିଥିଲା ସେତେବେଳେ ହଠାତ୍!-->!-->!-->…
ଅଟକ ବଙ୍ଗୀୟ ଶ୍ରମିକଙ୍କ ତୁରନ୍ତ ମୁକ୍ତି ଦାବି କଲେ ସାଂସଦ ମହୁଆ ମଇତ୍ର
ପଶ୍ଚିମବଙ୍ଗ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମଇତ୍ର ବୁଧବାର ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ଓଡ଼ିଶାରେ ବେନିୟମ ଭାବେ ଅଟକ ଥିବା ଶ୍ରମିକମାନଙ୍କ ତୁରନ୍ତ ମୁକ୍ତି ଦାବି କରିଛନ୍ତି। ଏକ୍ସ କରିଥିବା ପୋଷ୍ଟରେ ସାଂସଦ ମହୁଆ କହିଛନ୍ତି, ଝାରସୁଗୁଡା ଓରିଏଣ୍ଟ ପୁଲିସ ଷ୍ଟେସନ ପଚରାଉଚୁରା!-->…
ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ; ୨ ମୃତ
ଜୟପୁର : ରାଜସ୍ଥାନର ଚୁରୁରେ ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଏକ ଜାଗୁଆର ଲଢ଼ୁଆ ବିମାନ। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ସେମାନେ ପାଇଲଟ୍ ବୋଲି ଅନୁମାନ କରାଯାଉଛି।
ଚୁରୁ ଏସପି ଜୟ ଯାଦବ କହିଛନ୍ତି ଯେ ରାଜଲଦେଶର ଥାନା ଅଞ୍ଚଳର!-->!-->!-->…
ଦିଲ୍ଲୀ ବିଶ୍ବର ୯ମ ବ୍ୟସ୍ତ ବହୁଳ ବିମାନ ବନ୍ଦର
ନୂଆଦିଲ୍ଲୀ : ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦର ବିଶ୍ବର ୯ମ ବ୍ୟସ୍ତବହୁଳ ବିମାନ ବନ୍ଦରଭାବେ ମାନ୍ୟତାଲାଭ କରିଛି। ଏୟାରପୋର୍ଟ କାଉନସିଲ ଇଣ୍ଟରନ୍ୟାସନାଲ (ଏସିଆଇ) ପକ୍ଷରୁ ବିଶ୍ବର ୨୦ଟି ବିମାନ ବନ୍ଦରକୁ ସର୍ଭେରେ ସାମିଲ କରାଯାଇଥିଲା। ଗତବର୍ଷ ୭,୭୮,୨୦,୮୩୪ ଯାତ୍ରୀ!-->…